Browsing Tag

baliguda news

ଦୁଇ ଶିଶୁକୁ କୂଅକୁ ଠେଲି ହତ୍ୟା କରିବା ଘଟଣା : ବାପା ଓ ମା’ ଗିରଫ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅର୍ନ୍ତଗତ ରାଇକିଆ ଥାନା ଖ୍ରୀଷ୍ଟିଆନ ସାହିରେ ଦୁଇ ଶିଶୁଙ୍କୁ ମା' କୂଅକୁ ଠେଲି ହତ୍ୟା କରିବା ଘଟଣାରେ ପୁଲିସ ବାପା ଏମ୍‌.ରାଜେଶ ପାତ୍ର ଓ ମା’ ଭାଗ୍ୟଲକ୍ଷ୍ମୀ ପାତ୍ରଙ୍କୁ ଗିରଫ କରି କୋର୍ଟ ଚାଲାଣ
Read More...

ଶ୍ରୀଜଗନ୍ନାଥ ମନ୍ଦିରର ନୂତନ ମାର୍କେଟ କମ୍ପ୍ଲେକ୍ସ ନିମନ୍ତେ ଭିତ୍ତିପ୍ରସ୍ତର ସ୍ଥାପନ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଟାଉନର ବସଷ୍ଟାଣ୍ଡ ନିକଟ ଆଦର୍ଶ ପୁଷ୍କରିଣୀ ଠାରେ ଥିବା ଶ୍ରୀଜଗନ୍ନାଥ ମନ୍ଦିରର ଜାଗା ଉପରେ ଏକ ନୂତନ ବଜାର ଗୃହ ନିର୍ମାଣ ନିମନ୍ତେ ଭିତ୍ତିପ୍ରସ୍ତର ସ୍ଥାପନ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୂଖ୍ୟ ଅତିଥି
Read More...

ଘୁ. ଉଦୟଗିରି ନିର୍ବାଚନ ମଣ୍ଡଳୀର ନବ ନିର୍ବାଚିତ ବିଜେଡି ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଘୁ. ଉଦୟଗିରି ନିର୍ବାଚନ ମଣ୍ଡଳୀର ଚାରୋଟି ବ୍ଲକ ଓ ଗୋଟିଏ ଏନଏସିର ନୂତନ ଭାବେ ନିଯୁକ୍ତି ପାଇଥିବା ସଭାପତି ମାନଙ୍କୁ ଘୁ.ଉଦୟଗିରି ନିର୍ବାଚନ ମଣ୍ଡଳୀ ବିଧାୟକ ସଲୁଗା ପ୍ରଧାନ ଫୁଲ ତୋଡା ଦେଇ
Read More...

ଗଞ୍ଜେଇ ସହ ଅଟୋ ଜବତ : ଅଭିଯୁକ୍ତ ଫେରାର

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଏଏସ୍‌ଆଇ ଶାନ୍ତୁନୁ ପ୍ରଧାନ ଓ ଏକ ଟିମ୍ ସହ ପାଟ୍ରୋଲିଂ କରୁଥିବା ସମୟରେ ମେଲସିକିଆ ପଟୁ ଆସୁଥିବା ଏକ ବାଜାଜ୍‌ ଅଟୋ ନଂ. ଓଡି -୧୨-ଏ- ୬୫୩୦କୁ ଯାଞ୍ଚ କରିବା ବେଳେ ଗାଡ଼ିରୁ ୩୫ କିଲୋ ୧୦୦ ଗ୍ରାମ ଗଞ୍ଜେଇ
Read More...

ଚତୁର୍ଦ୍ଧା ମୂର୍ତ୍ତିଙ୍କ ନେତ୍ର ଉତ୍ସବ ଓ ନବଯୌବନ ଦର୍ଶନ

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଶ୍ରୀଜଗନ୍ନାଥ ମନ୍ଦିରରେ ଆଜି ଚତୁର୍ଦ୍ଧା ମୂର୍ତ୍ତିଙ୍କ ନେତ୍ର ଉତ୍ସବ ଏବଂ ନବଯୌବନ ଦର୍ଶନ ପାଳିତ ହୋଇଯାଇଛି । ମନ୍ଦିର ପରିସର ମଧ୍ୟରେ ପୂର୍ବ ନିର୍ଦ୍ଧାରିତ ନିର୍ଘଣ୍ଟ ଅନୁଯାୟୀ ବିନା ଭକ୍ତରେ ମହାପ୍ରଭୁଙ୍କ
Read More...

ଭୈରବୀ ଉଚ୍ଚ ବିଦ୍ୟାଳୟ ଛାତ୍ରୀ ହଷ୍ଟେଲ ଛାଡ଼ିବା ଘଟଣା : ସ୍କୁଲ କମିଟି ଅଡିବସିଲେ : ପ୍ରଧାନ ଶିକ୍ଷୟତ୍ରୀ ବଦଳିଲେ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ବ୍ଲକ ମୁଣ୍ଡିଗଡସ୍ଥିତ ମା'ଭୈରବୀ ଉଚ୍ଚ ବିଦ୍ୟାଳୟରେ ଲାଗି ରହିଥିବା ପ୍ରଧାନ ଶିକ୍ଷୟତ୍ରୀଙ୍କ ବଦଳି ଦାବୀ ଦୀର୍ଘ ଦିନ ପରେ ଗୁରୁବାର ଜିଲ୍ଲା ସହକାରୀ ଶିକ୍ଷାଧିକାରୀ ମାନସ କୁମାର
Read More...

ବାଲିଗୁଡାରେ ରଥଯାତ୍ରା ପ୍ରସ୍ତୁତି ବୈଠକ : ବିନା ଭକ୍ତରେ ଯଥା ରୀତିନୀତିରେ ପାଳନ ହେବ ରଥଯାତ୍ରା

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଶ୍ରୀଜଗନ୍ନାଥ ମନ୍ଦିରରେ କୋଭିଡ କଟକଣା ମଧ୍ୟରେ ବିନା ଭକ୍ତରେ ହେବ ରଥଯାତ୍ରା । ବାଲିଗୁଡ଼ା ଉପଜିଲ୍ଲାପାଳ ଡ଼. ଶୁଭଙ୍କର ମହାପାତ୍ର ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ରଥଯାତ୍ରା ପ୍ରସ୍ତୁତି ବୈଠକ । ରାଜ୍ୟ
Read More...

କନ୍ଧମାଳର ୱାଇଲଡ୍‌ ଲାଇଫ୍‌ ୱାର୍ଡେନ ହେଲେ କୌଶିକ ସାହୁ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ୱାଇଲଡ଼ ଲାଇଫ ୱାର୍ଡେନ ଭାବେ ବାଲିଗୁଡାର ବରିଷ୍ଠ ଆଇନଜୀବୀ କୌଶିକ ସାହୁ ମନୋନିତ ହୋଇଛନ୍ତି । ରାଜ୍ୟ ମୂଖ୍ୟ ୱାଇଲଡ଼ ଲାଇଫ ଅଧିକାରୀଙ୍କ ଚିଠି ନଂ.୬୦୭୮/୨୧ ପ୍ରକାରେ ୱାଇଲଡ଼ ଲାଇଫ ୱାଡେନ ଭାବେ କୌଶିକ ସାହୁ ମନୋନୀତ
Read More...

ପ୍ରବଳ ବର୍ଷା ଓ ବଜ୍ରପାତରେ ୨୭ଟି ମେଣ୍ଢାଙ୍କର ମୃତ୍ୟୁ : ସରକାରୀ ସାହାଯ୍ୟ ପ୍ରଦାନ ପାଇଁ ଦାବୀ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ରାଇକିଆ ବ୍ଲକର ରଣବା ପଞ୍ଚାୟତ ଖାରିଗୁଡା ଗ୍ରାମରେ ପ୍ରବଳ ବର୍ଷା ଏବଂ ବଜ୍ରପାତ ଯୋଗୁଁ ୨୭ଟି ମେଣ୍ଢାଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି । ଜଙ୍ଗଲକୁ ଚରିବାକୁ ଯାଇଥିବା ବେଳେ ହଠାତ୍
Read More...

ଅଜଣା ଗାଡି ଧକ୍କାରେ ବାଇକ ଦୁର୍ଘଟଣା ଘଟି ଦୁଇ ମୃତ

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଥାନା ମହାସିଙ୍ଗି ୫୯ ନମ୍ବର ଜାତୀୟ ରାଜପଥ ଧୂଙ୍ଗିଆ ଦେଇ ନିକଟରେ ଶୁକ୍ରବାର ଅପରାହ୍ନରେ ଏକ ଅଜଣା ଗାଡି ଧକ୍କାରେ ବାଇକ ଦୁର୍ଘଟଣା ଘଟି ଦୁଇ ଜଣଙ୍କର ମୃତ୍ୟୁ ଘଟିଛି । ମୃତକ ଦ୍ୱୟ ହେଲେ କ.ନୁଆଗାଁ ଥାନା
Read More...