Browsing Tag

baliguda news

ବାଲିଗୁଡା ଉପଖଣ୍ଡ ବିଦ୍ୟୁତର ଅବ୍ୟବସ୍ଥା ସମ୍ପର୍କରେ ବିଜେପିର ଏକ ପ୍ରତିନିଧି ଦଳ ବିଦ୍ୟୁତ ଅଧିକାରୀଙ୍କ ସହ ଆଲୋଚନା

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡରେ ଆଜକୁ ଦୀର୍ଘ ଦିନ ହେଲା ବିଦ୍ୟୁତ କାଟ ସହ ଲୋ-ଭୋଲଟେଜ ଭଳି ବିଭିନ୍ନ ସମସ୍ୟା ଉପୁଜିଥିଲେ ମଧ୍ୟ ବିଦ୍ୟୁତ ବିଭାଗ କର୍ତ୍ତୃପକ୍ଷ କୌଣସି ପ୍ରକାରେ ସମାଧାନ କରିପାରୁ ନଥିବା ଯୋଗୁଁ ଜନସାଧାରଣଙ୍କ ପକ୍ଷରୁ
Read More...

ଫାର୍ମାସିଷ୍ଟଙ୍କ ୬ଦଫା ଦାବୀ ନେଇ କଳାବ୍ୟାଜ୍ ପରିଧାନ : କାର୍ଯ୍ୟ ବନ୍ଦ ଆନ୍ଦୋଳନ ପାଇଁ ଚେତାବନୀ

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲାର ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟ ସମେତ ୬୪ଟି ସ୍ଵାସ୍ଥ୍ୟ କେନ୍ଦ୍ରରେ କାର୍ଯ୍ୟରତ ୫୧ଜଣ ଫାର୍ମାସିଷ୍ଟ ମାନେ ସେମାନଙ୍କ ବିଭିନ୍ନ ଦାବୀକୁ ତୁରନ୍ତ ପୂରଣ ନେଇ କଳାବ୍ୟାଚ ପରିଧାନ କରିଥିବା ଜଣାପଡିଛି । ଉକ୍ତଦାବୀ ଗୁଡିକ
Read More...

ମାନବିକତା ଭୁଲିଗଲା ପୁଲିସ ଓ ସ୍ଵାସ୍ଥ୍ୟ ବିଭାଗ : ସାମ୍ବାଦିକଙ୍କ ହସ୍ତକ୍ଷେପ ପରେ ଅସହାୟ ବୃଦ୍ଧଙ୍କୁ ଚିକିତ୍ସା…

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କରୋନା ମହାମାରୀ ସମୟରେ ସମସ୍ତେ ସମସ୍ତଙ୍କୁ କେଉଁଠି ନା କେଉଁଠି ସାହଯ୍ୟ କରୁଥିବା ବେଳେ ସ୍ଥାନୀୟ ପୁଲିସ ଓ ସ୍ଵାସ୍ଥ୍ୟ ବିଭାଗ ମାନବିକତା କିଭଳି ଭୁଲିଯାଆନ୍ତି, ତାହାର ଏକ ନଗ୍ନ ଦୃଶ୍ୟ ଦେଖିବାକୁ ମିଳିଛି ତୁମୁଡିବନ୍ଧରେ । ଏହାକୁ ନେଇ
Read More...

କରୋନା ସମୟରେ ବାଲ୍ୟ ବିବାହ ଏବଂ ନାବାଳକ ଶିଶୁ ଚାଲାଣ ଭଳି ଘୃଣିତ କାର୍ଯ୍ୟ ରୋକିବାକୁ ନେଇ ଆଲୋଚନା ଚକ୍ର

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ସମଗ୍ର ଦେଶ କରୋନା ମହାମାରୀ ଦେଇ ଗତି କରୁଥିବା ସମୟରେ ଆମ ଅଞ୍ଚଳରେ ବାଲ୍ୟ ବିବାହ ଏବଂ ନାବାଳକ ଶିଶୁ ଚାଲାଣ ଭଳି ଘୃଣିତ କାର୍ଯ୍ୟ କିଭଳି ସୃଷ୍ଟି ନହେବ ଓ ଏହା ସହ ସାମ୍ବାଦିକଙ୍କୁ ରାଜ୍ୟ ସରକାର ସମ୍ମୁଖ କରୋନା ଯୋଦ୍ଧା ଘୋଷଣା କରିବା ପରେ
Read More...

ଜିଲ୍ଲା ପ୍ରଶାସନ ଓ ସ୍ଵାସ୍ଥ୍ୟ ସମିତି ପକ୍ଷରୁ କରୋନା ସଚେତନତା ରାଲି

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକର ସାରଙ୍ଗଡ଼ ପଞ୍ଚାୟତରେ କରୋନା ସଚେତନତା ରାଲି ଅନୁଷ୍ଠିତ ହେଇଯାଇଛି । କନ୍ଧମାଳ ଜିଲ୍ଲା ପ୍ରଶାସନ ଓ ସ୍ଵାସ୍ଥ୍ୟ ସମିତିର ମିଳିତ ଉଦ୍ୟମରେ ପଞ୍ଚାୟତର ବିଭିନ୍ନ ଅଞ୍ଚଳ ବୁଲି
Read More...

କାଳବୈଶାଖୀର ତାଣ୍ଡବ : ବଜ୍ରାଘାତରେ ୬ ଗାଈଗୋରୁଙ୍କ ମୃତ୍ୟୁ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ତଥା ଏହାର ଆଖପାଖ ଅଞ୍ଚଳରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି । ଏନେଇ ବାଲିଗୁଡ଼ା ଥାନା ବାରଖମା ପଞ୍ଚାୟତରେ ବଜ୍ରାଘାତରେ ୬ ଗୋରୁ ମୃତ୍ୟୁବରଣ କରିଥିବା ଜଣାପଡ଼ିଛି । ସୂଚନା ମୁତାବକ ବୁଧବାର ଅପରାହ୍ନରେ
Read More...

ସାବିତ୍ରୀ ଅମାବାସ୍ୟାକୁ ନେଇ ବଜ଼ାରରେ ପ୍ରବଳ ଭିଡ଼ : ୧୮ଟି ଦୋକାନକୁ ସିଲ୍‌ କଲା ପ୍ରଶାସନ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ମହାମାରୀ କରୋନାକୁ ନେଇ ସାରା ଦେଶ ଆତଙ୍କିତ ଅବସ୍ଥାରେ ଅଛନ୍ତି । ସଂକ୍ରମଣ ରୋକିବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଉଛି । ଲକ୍‌ଡାଉନ୍‌ ସଟ୍‌ଡାଉନ୍‌ ପ୍ରକ୍ରିୟାକୁ କଡ଼ାକଡ଼ି କରାଯାଇଛି । ଫଳରେ ରାଜ୍ୟରେ ବର୍ତ୍ତମାନ
Read More...

କରୋନା ସଚେତନତା ବାର୍ତ୍ତା ବାହକ ଯାନର ଶୁଭାରମ୍ଭ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡାସ୍ଥିତ ବନବାସୀ ସେବା ସମିତି ଦ୍ଵାରା କରୋନା ସଚେତନତା ବାର୍ତ୍ତା ବାହକ ଗାଡ଼ି ଓ ପୋଷ୍ଟର କ୍ୟାମ୍ପେନକୁ ସ୍ଥାନୀୟ ତହସିଲଦାର ଶଶାଙ୍କ ଶେଖର ପାତ୍ର ଆନୁଷ୍ଠାନିକ ଭାବେ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି । ଅନ୍ୟ
Read More...

ଚିନ୍ତାରେ ସାବିତ୍ରୀ : କିପରି ପୂଜା ପାଇବେ ସତ୍ୟବାନ, ଗୋଟିଏ ଦିନରେ ସୂର୍ଯ୍ୟପରାଗ ଓ ସାବିତ୍ରୀ ପର୍ବ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଜୁନ ୧୦ ତାରିଖରେ ସାବିତ୍ରୀ ବ୍ରତ ସହିତ ସୂର୍ୟ୍ୟପରାଗ ପଡୁଛି । ଏହି ଚିନ୍ତାରେ ଏବେ ଅଛନ୍ତି ସାବିତ୍ରୀମାନେ । ଅନ୍ୟପଟେ ଲକଡାଉନ ଲାଗି ଚୁଡ଼ି ଓ ଲୁଗାଦୋକାନ ବନ୍ଦ । ଜ୍ୟେଷ୍ଠ ମାସ ଅମାବାସ୍ୟା ତିଥି ବହୁତ ଖାସ । ହିନ୍ଦୁ ଧର୍ମରେ ଏହାକୁ
Read More...

ବାଲିଗୁଡାରେ ନୂତନ ଥାନା ଅଧିକାରୀଙ୍କ ଯୋଗଦାନ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଥାନାର ନୂତନ ଅଧିକାରୀ ଭାବେ ବାବା ଶଙ୍କର ସରାଫ ଦାୟିତ୍ୱ ଗ୍ରହଣ କରିଛନ୍ତି । ଏଥି ପୂର୍ବରୁ ସେ ତୁମୁଡିବନ୍ଧ ଥାନାର ଅଧିକାରୀ ଭାବେ କାର୍ଯ୍ରରତ ଥିଲେ । ଏଠାରେ ଯୋଗ ଦେବା ପରେ କୋଭିଡ ମୁକାବିଲା ପ୍ରଶାସନ ପାଇଁ
Read More...