Browsing Tag

baliguda news

ରାଷ୍ଟ୍ରୀୟ ମଧ୍ୟବିତ୍ତ ପରିବାର ମହାସଂଘ ତରଫରୁ ଦାବୀପତ୍ର ପ୍ରଦାନ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ବୈଶିକ ମହାମାରୀ କରୋନା ହେଉ କି ଯେ କୌଣସି ପ୍ରାକୃତିକ ବିପର୍ଯ୍ୟୟ ହେଉ ମଧ୍ୟବିତ୍ତ ବର୍ଗର ଲୋକେ ସବୁବେଳେ ସରକାରୀ ସହାୟତାରୁ ବଞ୍ଚିତ ହେଉଛନ୍ତି । ସମାଜର ସମ୍ପୂର୍ଣ୍ଣ ଜନସଂଖ୍ୟାର ଏକ ବୃହତ ଅଂଶ ଯାହାକି ପାଖାପାଖି ୪୦% ଲୋକଙ୍କୁ ସରକାର
Read More...

ବାଲିଗୁଡା ଉପଖଣ୍ଡ ଆରକ୍ଷୀ ଅଧିକାରୀଙ୍କ ଦ୍ୱାରା ଗଞ୍ଜେଇ ସହ ବୋଲେରୋ ଜବତ : ଜଣେ ଗିରଫ, ଦୁଇ ଫେରାର

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କରୋନା ମହାମାରୀକୁ ରୋକିବାକୁ ସରକାର ସମଗ୍ର ରାଜ୍ୟରେ ସଟଡାଉନ ଘୋଷଣା କରିଥିବା ବେଳେ ଚୋରା ଗଞ୍ଜେଇ ବେପାରୀ ମାନେ ଏହି ଅଞ୍ଚଳରେ ବେଶ ସକ୍ରିୟ ଥିବାର ସୂଚନା ପାଇ କନ୍ଧମାଳ ଏସ.ପି. ବିନୀତ ଅଗ୍ରୱାଲ, ବାଲିଗୁଡା ଏସ.ଡି.ପି.ଓ.ମନୋଜ କୁମାର
Read More...

ତହସିଲଦାରଙ୍କ ପାଟ୍ରୋଲିଂ ବ୍ୟବସ୍ଥା କଡାକଡି : ଅମାନିଆ ବ୍ୟବସାୟୀଙ୍କ ୭ଟି ଦୋକାନ ସିଲ୍‌

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଦିନକୁ ଦିନ ବୃଦ୍ଧି ପାଉଛି, କରୋନା ସଂକ୍ରମଣର ଭୟ କିନ୍ତୁ ଏମିତି କିଛି ଅମିନିଆ ଅଛନ୍ତି ଯେଉଁମାନେକି କୈାଣସି ସରକାରୀ କୋଭିଡ ନିୟମକୁ ମାନିବାକୁ ନାରାଜ । ସରକାରୀ କୋଭିଡ ନିୟମକୁ ଫୁ କରି ନିଜ ମନମାନି ଚଳାଇଥାନ୍ତି । ଏହି ଭଳି କିଛି
Read More...

ଆମ୍ବୁଲାନ୍ସ-ଟ୍ରକ୍‌ ମୁହାଁମୁହିଁ ଧକ୍କା : ଆମ୍ବୁଲାନ୍ସ ଡ୍ରାଇଭର ଗୁରୁତର

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡ଼ିବନ୍ଧ ଥାନା କୁର୍ତ୍ତମଗଡ ପନ୍ଦରମାଇଲ୍‌ ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ୧୦୮ ଆମ୍ବୁଲାନ୍ସ ଓଡି-୧୨ସି- ୬୭୧୦ ସହ ଏକ ଟ୍ରକ୍‌ ମୁହାଁମୁହିଁ ଧକ୍କା ହୋଇଛି ।
Read More...

କରୋନାକୁ ମାତ୍ ଦେଲେ ୮୩ ବର୍ଷୀୟ ଶ୍ୟାମଘନ : ଟ୍ୱିଟ୍ କରି ଶୁଭେଚ୍ଛା ଜଣାଇଲେ ଜିଲାପାଳ, ବିଭିନ୍ନ ମହଲରେ ଶୁଭେଚ୍ଛା

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କୋଭିଡର ଦ୍ୱିତୀୟ ଲହର ସମଗ୍ର ଦେଶରେ ଆତଙ୍କ ଖେଳାଇଥିବା ବେଳେ ଦୃଢ ମନୋବଳ ଯେ ଏହାକୁ ହରାଇ ପାରେ, ଏଭଳି ଏକ ସନ୍ଦେଶ ଦେଇଛନ୍ତି କନ୍ଧମାଳ ଜିଲା ବାଲିଗୁଡାର ଜଣେ ୮୩ ବର୍ଷ ବୟସ୍କ ବ୍ୟକ୍ତି । ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦର ୨ ନମ୍ବର
Read More...

ପ୍ରଶାସନ ଓ ପୁଲିସ ପକ୍ଷରୁ ଯାଞ୍ଚ କଡାକଡି : ଅମାନିଆଙ୍କଠାରୁ ତଣ୍ଡ ଆଦାୟ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କରୋନାର ଦ୍ୱିତୀୟ ଲହର ପ୍ରଭାବରେ ରାଜ୍ୟରେ ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ଏଥିରେ ରୋକ ଲଗାଇବା ସକାଶେ ପ୍ରଶାସନ ପକ୍ଷରୁ ପ୍ରଚାର ମାଧ୍ୟମରେ ଜନସାଧାରଣଙ୍କୁ ବାରମ୍ବାର ସଚେତନ କରାଯାଇଛି । ତଥାପି କିଛି ଅମାନିଆ
Read More...

ବିଦେଶୀ ମଦ ଦୋକାନରୁ ଡକାୟତି : ଲକ୍ଷାଧିକ ଟଙ୍କାର ମଦ ସହ ବ୍ୟାପକ ସାମଗ୍ରୀ ଚୋରି ଅଭିଯୋଗ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡ଼ିବନ୍ଧ ବ୍ଲକରେ କରୋନାର ଦ୍ୱିତୀୟ ଲହରକୁ ପ୍ରତିହିତ କରିବା ପାଇଁ ପ୍ରଶାସନ ପକ୍ଷରୁ ଲକଡାଉନ୍ ଓ ସଟ ଡାଉନ ଜାରି ରହିଥିବା ବେଳେ ଏହାର ସୁଯୋଗ ନେଇ ଗତ ରାତି ପ୍ରାୟ ୧୦.୩୦ସମୟରେ ରାମପୁର
Read More...

ବିଜୁ ଜନତା ଦଳର ମହାନତା : ଭୋକିଲା ପେଟକୁ ନିୟମିତ ଦାନା ଯୋଗାଉଛନ୍ତି ଦଳର ସଦସ୍ୟ ଗଣ

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ବିଜୁ ଜନତାଦଳର ମହାନତା । ଅନାହାର ମୁହଁରେ ମୁଠାଏ ଦାନା ଦେବାକୁ ଅଣ୍ଟା ଭିଡ଼ିଛନ୍ତି କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବିଜୁଜନତା ଦଳର ସଦସ୍ୟମାନେ । ସାରା ଦେଶରେ ମହାମାରୀ କରୋନା ନିଜର କାୟା ବିସ୍ତାର କରିବାକୁ ଲାଗିଥିବାବେଳେ ସଂକ୍ରମଣ ଚେନ୍
Read More...

ତୁମୁଡିବନ୍ଧ ପଞ୍ଚାୟତ ଏକ ସପ୍ତାହ ପାଇଁ ସମ୍ପୂର୍ଣ୍ଣ ବନ୍ଦ ଘୋଷଣା କଲେ ସରପଞ୍ଚ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲାରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । କରୋନାର ଏହି ଦ୍ୱିତୀୟ ଲହର ବେଶି ଘାତକ ହେଉଥିବା ବେଳେ କନ୍ଧମାଳ ଜିଲ୍ଲାର ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ବ୍ଲକ ଅଞ୍ଚଳରେ ମଧ୍ୟ ସଂକ୍ରମଣ ହାର
Read More...

ସଂକ୍ରମଣ ଚେନ୍‌ ଭାଙ୍ଗିବାକୁ ଲକ୍‌ଡାଉନ୍‌ : ନିୟମ କଡ଼ାକଡ଼ି ସହ ଅମାନିଆଙ୍କୁ ସାବାଡ଼ କରୁଛି ପ୍ରଶାସନ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ମହାମାରୀ କରୋନା ଭୂତାଣୁର ଦ୍ୱିତୀୟ ଲହରୀ ଅସ୍ତବ୍ୟସ୍ତ କଲାଣି ସାରା ଦେଶକୁ । ରାଜ୍ୟରେ ମଧ୍ୟ ଦିନକୁଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଦ୍ୱିତୀୟ ଲହର ଭୟାବହ ପରିସ୍ଥିତି ସୃଷ୍ଟି କଲାଣି ସାରା ରାଜ୍ୟରେ । ସଂକ୍ରମଣରେ ଅନେକଙ୍କ
Read More...