Browsing Tag

baliguda news

ସାହାରା ପକ୍ଷରୁ କନ୍ଧମାଳ ଜିଲ୍ଲା ସ୍ତରୀୟ ଗଣମାଧ୍ୟମ ପ୍ରତିନିଧି ମାନଙ୍କ କର୍ମଶାଳା

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲାରେ ବାଲ୍ୟ ବିବାହ ଓ ଶିଶୁ ମାନଙ୍କ ଉପରେ ଶାରୀରିକ ନିର୍ୟାତନା ବୃଦ୍ଧି ପାଉଥିବା ବେଳେ ଗଣମାଧ୍ୟମ ପ୍ରତିନିଧିଙ୍କ ଦାୟିତ୍ୱ ଓ ଖବର ପରିବେଷଣ ସମ୍ପର୍କିତ ଏକ ଜିଲ୍ଲା ସ୍ତରୀୟ କର୍ମଶାଳା ବାଲିଗୁଡ଼ା ସ୍ଥିତ ବନବାସୀ ସେବା
Read More...

ଦୁଇଟି ମନ୍ଦିରର ତାଲା ଭାଙ୍ଗି ଦାନ ହୁଣ୍ଡି ଲୁଟି ନେଲେ ଦୁର୍ବୁତ୍ତ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଚକାପାଦ ବ୍ଲକ ବିରୁପାକ୍ଷ ଓ ଆନନ୍ଦେଶ୍ୱର ମନ୍ଦିରରୁ ମଙ୍ଗଳବାର ବିଳମ୍ବିତ ରାତିରେ ମନ୍ଦିରର ତାଲା ଭାଙ୍ଗି ଦାନ ହୁଣ୍ଡି ଲୁଟି ନେଲେ ଦୁର୍ବୁତ୍ତ । ଏ ନେଇ ଖବର ପାଇବା ପରେ ଘଟଣାସ୍ଥଳରେ ପୋଲିସ
Read More...

ଅଟୋ ଧକ୍କାରେ ବାଲିଗୁଡା ବ୍ଲକ ବିଜେଡ଼ି ସଭାପତି ଆହତ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଏନ୍ଏସି ଦଣ୍ଡପଦର ଠାରେ ଏକ ଅଟୋ ବାଲିଗୁଡ଼ାକୁ ଆସୁଥିବା ବେଳେ ବାଲିଗୁଡ଼ା ବ୍ଲକ ବିଜେଡ଼ି ସଭାପତି ଟୁନା ଦାସ ନିଜ ସ୍କୁଟିରେ ମହାସିଙ୍ଗି ଯାଉଥିବା ବେଳେ ବେପରୁଆ ଭାବେ ଅଟୋ ଚଳାଇ ଅଟୋଟି ଧକ୍କା ଦେବାରୁ ଟୁନା
Read More...

ପୋଲିସ ପାଟ୍ରୋଲିଂ ଯୋଗୁଁ ଦାରିଙ୍ଗବାଡିରେ ଏଟିଏମ୍‌ ଲୁଟ୍‌ ଉଦ୍ୟମ ବିଫଳ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ଭାରତୀୟ ଷ୍ଟେଟ ବ୍ୟାଙ୍କ ନିକଟରେ ଥିବା ଏସ୍‌ବିଆଇ ଏଟିଏମ୍‌ ଲୁଟ୍‌ ଉଦ୍ୟମ ବିଫଳ ହୋଇଥିବା ଦେଖିବାକୁ ମିଳିଛି । ଏଟିଏମ୍‌ ମେସିନ୍‌ ଭାଙ୍ଗିଥିଲେ ସୁଦ୍ଧା ଟଙ୍କା ଲୁଟ୍‌ କରିବାରେ
Read More...

ଆଦିବାସୀ ମହାବିଦ୍ୟାଳୟରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ : ୩୩ ୟୁନିଟ୍ ରକ୍ତ ସଂଗ୍ରହ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଆଦିବାସୀ ମହାବିଦ୍ୟାଳୟରେ ଆମ ଓଡିଶା, ଯୁବ ରେଡକ୍ରସ, ଜାତୀୟ ସମର ଶିକ୍ଷାର୍ଥୀ ବାହିନୀ ଓ ଜାତୀୟ ସେବା ଯୋଜନାର ମିଳିତ ଉଦ୍ୟମରେ ଏକ ରକ୍ତଦାନ ଶିବିର ଆୟୋଜିତ ହୋଇଯାଇଛି । ଏଥିରେ ପ୍ରଥମେ ଅଧ୍ୟାପକ
Read More...

ରାସ୍ତା କଡ଼ରୁ ହଟିଲେ ବ୍ୟବସାୟୀ : ଟ୍ରାଫିକ ସମସ୍ୟାରୁ ତ୍ରାହି ପାଇଲେ ଜନସାଧାରଣ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ବ୍ଲକ ଅଧିନସ୍ତ ବ୍ରାହ୍ମଣୀ ଗାଁ ବଜାର ଉପରେ ବ୍ଲକ ଅଧିନସ୍ତ ୮ ଗୋଟି ଗ୍ରାମ ପଞ୍ଚାୟତ ସମେତ ସୀମାନ୍ତବର୍ତ୍ତି ଗଞ୍ଜାମ, ଗଜପତି ଓ ରାୟଗଡା ଜିଲ୍ଲାର ୪ଟି ପଞ୍ଚାୟତ ସହିତ ପ୍ରାୟ
Read More...

ଫାର୍ମାସିଷ୍ଟ ଭରସାରେ ଚାଲିଛି ସ୍ୱାସ୍ଥ୍ୟସେବା : ଡାକ୍ତର ନିଯୁକ୍ତି ପାଇଁ ଅଞ୍ଚଳବାସୀଙ୍କ ଦାବୀ

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଡାକ୍ତରଖାନା ଅଛି ହେଲେ ନାହାନ୍ତି ଡ଼ାକ୍ତର । ଫାର୍ମାସିଷ୍ଟ ଭରସାରେ ଚାଲିଛି ଡ଼ାକ୍ତରଖାନା । ବାରମ୍ବାର ଅଭିଯୋଗ ପରେ ମଧ୍ୟ ଏଯାବତ୍ କୌଣସି ସୁଫଳ ମିଳିନାହିଁ । ଫଳରେ ୪ଟି ପଞ୍ଚାୟତର ପାଖାପାଖି ୨୦ ହଜାର ଲୋକ ଦୈନନ୍ଦିନ ଜୀବନରେ ନାହିଁ
Read More...

କରୋନାରେ ମୃତ ସାମ୍ବାଦିକଙ୍କ ପରିବାରକୁ ବନବାସୀ ସେବା ସମିତି ପକ୍ଷରୁ ସହାୟତା ପ୍ରଦାନ

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକର ଏକ ଦୈନିକ ଖବର କାଗଜର ସାମ୍ବାଦିକ ମୃତ ସୁଦାମ ନାୟକଙ୍କ ପରିବାରକୁ ସ୍ୱେଚ୍ଛାସେବୀ ଅନୁଷ୍ଠାନ ବନବାସୀ ସେବା ସମିତି ପକ୍ଷରୁ ସହାୟତା ଯୋଗାଇ ଦିଆଯାଇଛି । ସୂଚନା ଅନୁସାରେ
Read More...

ଲେବରୋଟୋରି ଟେକ୍ନିସିଆନମାନଙ୍କ ୧୦ ଦଫା ଦାବୀ ନେଇ କଳା ବ୍ୟାଜ ପରିଧାନ

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲାର ସମସ୍ତ ଲେବରୋଟୋରି ଟେକ୍ନିସିଆନମାନଙ୍କ ୧୦ ଦଫା ଦାବୀ ନେଇ ଅଗଷ୍ଟ ୧ରୁ କଳା ବ୍ୟାଜ ପିନ୍ଧି କାର୍ଯ୍ୟ କରୁଛନ୍ତି । ରାଜ୍ୟ ସରକାର ଲେବରୋଟୋରି ଟେକ୍ନିସିଆନ ମାନଙ୍କର କ୍ୟାଡ଼ର ରୁଲ୍‌ରେ ପରିବର୍ତ୍ତନ ସମେତ ଅନ୍ୟ ରାଜ୍ୟ
Read More...

କନ୍ଧମାଳ ପର୍ଯ୍ୟବେକ୍ଷକଙ୍କ ଦିନିକିଆ କ.ନୂଆଗାଁ ଗସ୍ତ : ବିଜେଡିର କାର୍ଯ୍ୟକାରିଣୀ ବୈଠକରେ ସଂଗଠନକୁ ସୁଦୃଢ କରିବାକୁ…

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ପଞ୍ଚାୟତିରାଜ, ପାନୀୟଜଳ, ଆଇନ୍, ଗୃହ ଓ ନଗର ଉନ୍ନୟନ ବିଭାଗ ମନ୍ତ୍ରୀ ତଥା କନ୍ଧମାଳ ପର୍ଯ୍ୟବେକ୍ଷକ ପ୍ରତାପ ଜେନା ଓ ବଡ଼ମ୍ବା ବିଧାୟକ ତଥା କନ୍ଧମାଳ ପର୍ଯ୍ୟବେକ୍ଷକ ଦେବୀପ୍ରସାଦ ମିଶ୍ର ଦିନିକିଆ କ.ନୂଆଗାଁ ଗସ୍ତରେ ଆସି ସ୍ଥାନୀୟ ପୂର୍ତ୍ତ
Read More...