ମୌଳିକ ସୁବିଧାରୁ ବଞ୍ଚିତ ଗଦାପୁର ପଞ୍ଚାୟତ : ବୃଦ୍ଧାଙ୍କ ମୃତ୍ୟୁରୁ ଉତ୍ତେଜନା ରାସ୍ତା ଅବରୋଧ
ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଗଦାପୁର ପଞ୍ଚାୟତରେ ମଙ୍ଗଳବାର ଜଣେ ବୃଦ୍ଧା ନାଳରେ ପଡି ମୃତ୍ୟୁବରଣ କରିଛନ୍ତି । ମୃତକ ହେଲେ ଉକ୍ତ ଅଞ୍ଚଳର ଶାନ୍ତି ବଳିୟାର ସିଂ । ସ୍ଥାନୀୟ ଲୋକେ!-->…
Read More...
Read More...