Browsing Tag

baliguda news

ବନବିଭାଗ ଦ୍ୱାରା ୧୦ଫୁଟ ଲମ୍ବର ଅହିରାଜ ସାପ ଉଦ୍ଧାର

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ ସଗଡ଼ିଆ ସାହିରୁ ୧୦ଫୁଟ ଲମ୍ବର ଗୋଟିଏ ଅହିରାଜ ସାପ ଉଦ୍ଧାର କରିଛି କୋଟଗଡ଼ ବନବିଭାଗ । ସୂଚନାନୁସାରେ କୋଟଗଡ଼ ବତାଗୁଡ଼ା ନିକଟ ସଗଡ଼ିଆ ସାହିର କିଛି ଲୋକ ଏକ ୧୦ ଫୁଟରୁ ଉର୍ଦ୍ଧ୍ବ
Read More...

କରୋନା ସଂକ୍ରମଣ ରୋକିବାକୁ ପ୍ରଶାସନର ତତ୍ପରତା : କୋଭିଡ୍ ନିୟମ ଉଲଂଘନ ଅଭିଯୋଗରେ ଜରିମାନା ସହ ଦୁଇଟି ଦୋକାନ ସିଲ୍

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କରୋନା ‌ଦ୍ୱିତୀୟ ଲହରୀରେ ସାରା ଦେଶରେ ହୁହୁ ହୋଇ ସଂକ୍ରମଣ ବଢ଼ିବାରେ ଲାଗିଛି । ଏହାର ପ୍ରଭାବ ଓଡ଼ିଶାରେ ମଧ୍ୟ ଦେଖିବାକୁ ମିଳିଛି । ସଂକ୍ରମଣ ରୋକିବାକୁ ମୁଖ୍ୟମନ୍ତ୍ରୀ ବିଭିନ୍ନ ପଦକ୍ଷେପ ନେବାସହ ସବୁ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ
Read More...

ପୋଲିସ୍ ପଞ୍ଝାରେ ଦୁଇ ଆନ୍ତଃରାଜ୍ୟ ଗଞ୍ଜେଇ ମାଫିଆ ସହ ଗଞ୍ଜେଇ ଜବତ : ଡାକ୍ତରୀ ପରୀକ୍ଷା ବେଳେ ଜଣଙ୍କ କରୋନା ପଜିଟିଭ୍…

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ ପୋଲିସ୍ ହାବୁଡ଼ରେ ଦୁଇ ଆନ୍ତଃରାଜ୍ୟ ଗଞ୍ଜେଇ ଚାଲାଣକାରୀ ଧରାପଡିଛନ୍ତି । ପ୍ରକାଶ ଯେ, ଅର୍ଣ୍ଣପୂର୍ଣ୍ଣା ନାମକ ଏକ ଘରୋଇ ବସରେ ଗଞ୍ଜେଇ ନେଇ ଯିବାବେଳେ ଦୁଇଜଣ ଗଞ୍ଜେଇ ମାଫିଆଙ୍କୁ
Read More...

ଦଣ୍ଡ ନୃତ୍ୟ ମାଧ୍ୟମରେ କରୋନା ସଚେତନତା

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କରୋନା ପାଇଁ ସମସ୍ତେ ଚିନ୍ତିତ । କିଭଳି କରୋନାକୁ ମୁକାବିଲା କରାଯାଇପାରିବ ସେ ନେଇ କେନ୍ଦ୍ର ଓ ରାଜ୍ୟ ସରକାର ବ୍ୟାପକ ବନ୍ଦୋବସ୍ତ କରିବା ସହ ସଚେତନତା ଜାରି ରଖିଛନ୍ତି । ତଥାପି କରୋନା ସଂକ୍ରମଣ ସଂଖ୍ୟା ବଢ଼ିଚାଲିଛି । ଏହା ଭିତରେ
Read More...

ବିଦ୍ୟୁତ ଆଘାତରେ କନଷ୍ଟ୍ରୋକସନ କର୍ମଚାରୀ ମୃତ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ଥାନା ଆଲାରୀ ଗ୍ରାମ ନିକଟରେ ଥିବା ତ୍ରିଶକ୍ତି କନଷ୍ଟ୍ରୋକସନ କମ୍ପାନୀ କାମରେ ଜଣେ କାର୍ୟ୍ୟରତ ଶ୍ରମିକ କାମ କରିବା ସମୟରେ ବିଦ୍ୟୁତ ଆଘାତ ହୋଇ ମୃତ୍ୟୁ ବରଣ କରିଥିଲେ । ମୃତକ
Read More...

ଭାରସାମ୍ୟ ହରାଇ ସ୍କୁଟି ଦୁର୍ଘଟଣା ଗ୍ରସ୍ତ : ଦୁଇ ଆହତ ବ୍ୟକ୍ତି ମେଡିକାଲରେ ଭ‌ର୍ତ୍ତି

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ. ନୂଆଗାଁ ବ୍ଳକର ମହାଶିଙ୍ଘି ଗ୍ରାମ ୫୯ନଂ ଜାତୀୟ ରାଜପଥରେ ଶୁକ୍ରବାର ଅପରାହ୍ନରେ ଏକ ସ୍କୁଟି ଦୃତଗତିରେ ଆସୁଥିବା ସମୟରେ ଭାରସାମ୍ୟ ହରାଇ ସ୍କୁଟି ଦୁର୍ଘଟଣା ଗ୍ରସ୍ତ ହୋଇଥିବା ଜଣାପଡିଛି ।
Read More...

ପୋଲିସ୍ ବେଶରେ ଡକାୟତି ଉଦ୍ୟମ ଘଟଣା : ଅସଲି ପୋଲିସ ପଞ୍ଝାରେ ପୁଣି ଦୁଇଜଣ ନକଲି ପୋଲିସ

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ପୋଲିସକୁ ମିଳିଛି ପୁଣି ଏକ ସଫଳତା । ଦୁଇଜଣ ନକଲି ପୋଲିସକୁ ଧରିଲା ଅସଲି ପୋଲିସ । ଗତ ମାର୍ଚ୍ଚ ୫ତାରିଖ ବିଳମ୍ବିତ ରାତିରେ ବଡ଼ ଧରଣର ଡକାୟତି ଉଦ୍ୟମକୁ ପଣ୍ଡ କରିଥିଲା ବାଲିଗୁଡ଼ା ପୋଲିସ । ଘଟଣାରେ ଦୁଇଜଣ
Read More...

ତଦନ୍ତକୁ ଆସି କନ୍ଧମାଳ ଜିଲ୍ଲା ମଙ୍ଗଳ ଅଧିକାରୀ କରୋନା ପଜିଟିଭ : ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ଚିନ୍ତା ବଢିଲା

ବାଲିଗୁଡା,(ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ମଙ୍ଗଳ ଅଧିକାରୀ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ଜଣାପଡ଼ିଛି । ଫଳରେ କନ୍ଧମାଳ ଜିଲ୍ଲା ତୁମୁଡ଼ିବନ୍ଧ ବ୍ଲକ୍ ମୁଣ୍ଡିଗଡ଼ରେ ଥିବା ମା ଭୈରବୀ ଉଚ୍ଚବିଦ୍ୟାଳୟ ହଷ୍ଟେଲରେ ଥିବା ୫୦ ଅନ୍ତେବାସୀଙ୍କ ଚିନ୍ତା ବଢ଼ିଛି । ଗତ
Read More...

କୋର୍ଟ ପରିସରରେ ଇ-ସେବା କେନ୍ଦ୍ର ଉଦଘାଟିତ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଜି. ଉଦୟଗିରି ସ୍ଥିତ ମୁଖ୍ୟ ବିଚାରପତି ମାନ୍ୟବର ଉଚ୍ଚ ନ୍ୟାୟାଳୟ ଓଡ଼ିଶା କଟକଙ୍କ ନିର୍ଦ୍ଦେଶକ୍ରମେ କୋର୍ଟ ପରିସରରେ ଏକ ଇ-ସେବା କେନ୍ଦ୍ର ଉଦଘାଟିତ ହୋଇଯାଇଛି । ଏହାକୁ ପ୍ରଥମ ଶ୍ରେଣୀ
Read More...

ଘଞ୍ଚ ଜଙ୍ଗଲରୁ ଦେଶୀ ବନ୍ଧୁକ ସହ ଝିଙ୍କ ମାଂସ ଜବତ, ଶିକାରୀ ଚମ୍ପଟ୍

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ରାଇକିଆ ବନ ବିଭାଗ ପକ୍ଷରୁ ଜଙ୍ଗଲରେ ପାଟ୍ରୋଲିଂ କରୁଥିବା ସମୟରେ ଦେଶୀ ବନ୍ଧୁକ ସହ ଝିଙ୍କ ମାଂସ ଜବତ କରାଯାଇଛି । ମିଳିଥିବା ସୂଚନା ଅନୁଯାୟୀ କୌଣସି ସୂତ୍ରରୁ ଖବର ପାଇ ରାଇକିଆ ବନ ବିଭାଗ
Read More...