Browsing Tag

baliguda news

ଭୈରବୀ ଉଚ୍ଚ ବିଦ୍ୟାଳୟ ଛାତ୍ରୀ ହଷ୍ଟେଲ ଛାଡ଼ିବା ଘଟଣା : ସ୍କୁଲ କମିଟି ଅଡିବସିଲେ : ପ୍ରଧାନ ଶିକ୍ଷୟତ୍ରୀ ବଦଳିଲେ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ବ୍ଲକ ମୁଣ୍ଡିଗଡସ୍ଥିତ ମା'ଭୈରବୀ ଉଚ୍ଚ ବିଦ୍ୟାଳୟରେ ଲାଗି ରହିଥିବା ପ୍ରଧାନ ଶିକ୍ଷୟତ୍ରୀଙ୍କ ବଦଳି ଦାବୀ ଦୀର୍ଘ ଦିନ ପରେ ଗୁରୁବାର ଜିଲ୍ଲା ସହକାରୀ ଶିକ୍ଷାଧିକାରୀ ମାନସ କୁମାର
Read More...

ବାଲିଗୁଡାରେ ରଥଯାତ୍ରା ପ୍ରସ୍ତୁତି ବୈଠକ : ବିନା ଭକ୍ତରେ ଯଥା ରୀତିନୀତିରେ ପାଳନ ହେବ ରଥଯାତ୍ରା

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଶ୍ରୀଜଗନ୍ନାଥ ମନ୍ଦିରରେ କୋଭିଡ କଟକଣା ମଧ୍ୟରେ ବିନା ଭକ୍ତରେ ହେବ ରଥଯାତ୍ରା । ବାଲିଗୁଡ଼ା ଉପଜିଲ୍ଲାପାଳ ଡ଼. ଶୁଭଙ୍କର ମହାପାତ୍ର ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ରଥଯାତ୍ରା ପ୍ରସ୍ତୁତି ବୈଠକ । ରାଜ୍ୟ
Read More...

କନ୍ଧମାଳର ୱାଇଲଡ୍‌ ଲାଇଫ୍‌ ୱାର୍ଡେନ ହେଲେ କୌଶିକ ସାହୁ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ୱାଇଲଡ଼ ଲାଇଫ ୱାର୍ଡେନ ଭାବେ ବାଲିଗୁଡାର ବରିଷ୍ଠ ଆଇନଜୀବୀ କୌଶିକ ସାହୁ ମନୋନିତ ହୋଇଛନ୍ତି । ରାଜ୍ୟ ମୂଖ୍ୟ ୱାଇଲଡ଼ ଲାଇଫ ଅଧିକାରୀଙ୍କ ଚିଠି ନଂ.୬୦୭୮/୨୧ ପ୍ରକାରେ ୱାଇଲଡ଼ ଲାଇଫ ୱାଡେନ ଭାବେ କୌଶିକ ସାହୁ ମନୋନୀତ
Read More...

ପ୍ରବଳ ବର୍ଷା ଓ ବଜ୍ରପାତରେ ୨୭ଟି ମେଣ୍ଢାଙ୍କର ମୃତ୍ୟୁ : ସରକାରୀ ସାହାଯ୍ୟ ପ୍ରଦାନ ପାଇଁ ଦାବୀ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ରାଇକିଆ ବ୍ଲକର ରଣବା ପଞ୍ଚାୟତ ଖାରିଗୁଡା ଗ୍ରାମରେ ପ୍ରବଳ ବର୍ଷା ଏବଂ ବଜ୍ରପାତ ଯୋଗୁଁ ୨୭ଟି ମେଣ୍ଢାଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି । ଜଙ୍ଗଲକୁ ଚରିବାକୁ ଯାଇଥିବା ବେଳେ ହଠାତ୍
Read More...

ଅଜଣା ଗାଡି ଧକ୍କାରେ ବାଇକ ଦୁର୍ଘଟଣା ଘଟି ଦୁଇ ମୃତ

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଥାନା ମହାସିଙ୍ଗି ୫୯ ନମ୍ବର ଜାତୀୟ ରାଜପଥ ଧୂଙ୍ଗିଆ ଦେଇ ନିକଟରେ ଶୁକ୍ରବାର ଅପରାହ୍ନରେ ଏକ ଅଜଣା ଗାଡି ଧକ୍କାରେ ବାଇକ ଦୁର୍ଘଟଣା ଘଟି ଦୁଇ ଜଣଙ୍କର ମୃତ୍ୟୁ ଘଟିଛି । ମୃତକ ଦ୍ୱୟ ହେଲେ କ.ନୁଆଗାଁ ଥାନା
Read More...

୭୨ତମ ବନ ମହୋତ୍ସବ ଓ ଚାରା ବିତରଣ କେନ୍ଦ୍ର ଉଦ୍‌ଘାଟିତ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଓଡ଼ିଶା ସରକାରଙ୍କ ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ୭୨ତମ ବନ ମହୋତ୍ସବ ପାଳନ କରାଯାଉଥିବା ବେଳେ କନ୍ଧମାଳ ଜିଲ୍ଲାର ବାଲିଗୁଡା ବନଖଣ୍ଡ ପକ୍ଷରୁ ମଧ୍ୟ ବନ ମହୋତ୍ସବ ଓ ଚାରା ବିତରଣ କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି । ବାଲିଗୁଡ଼ା ଡିଏଫଓ
Read More...

ନବଜାତ ଶିଶୁ କନ୍ୟାକୁ ନଦୀ କୂଳରେ ଫିଙ୍ଗି ଦେଲା ଜନ୍ମ କଲା ମାଆ : ଆଦିବାସୀ ଦମ୍ପତି ଉଦ୍ଧାର କରି ପାଳିଲେ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ସରକାର କନ୍ୟା ସନ୍ତାନର ସୁରକ୍ଷା ପାଇଁ ଅନେକ ଯୋଜନା କରିଛନ୍ତି । ଏପରିକି କନ୍ୟା ସନ୍ତାନମାନେ ଦେଶର ଅମୂଲ୍ୟ ସମ୍ପତ୍ତି ବୋଲି ସରକାର କହି ଆସୁଛନ୍ତି । ସେଥିପାଇଁ କେନ୍ଦ୍ର ସରକାର ବେଟି ବଚାଓ, ବେଟି ପଢ଼ାଓ ଯୋଜନା ପ୍ରଣୟନ କରିଛନ୍ତି ।
Read More...

କୋଭିଡ କେୟାର ସେଣ୍ଟରରୁ ମା’ ଓ ଛୋଟ ଶିଶୁ ସୁସ୍ଥ ହୋଇ ଫେରିଲେ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକ ସଶୀମାହା ଗ୍ରାମର ଶାମୁକା ପ୍ରଧାନ କ.ନୂଆଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଏକ ଶିଶୁ ପୁତ୍ରକୁ ଜନ୍ମ ଦେଇଥିଲେ । ସେଠାରେ ଡାକ୍ତର କୋଭିଡ ଟେଷ୍ଟ ପାଇଁ ପରାମର୍ଶ ଦେଇଥିଲେ ।
Read More...

ଦୀର୍ଘ ଦିନ ହେଲା ରାସ୍ତା ମରାମତି ହୋଇନାହିଁ :୧୪ରୁ ଅଧିକ ଗାଁର ଗ୍ରାମବାସୀ ଭୋଗୁଛନ୍ତି ଦୁର୍ଦ୍ଦଶା

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଆଦିବାସୀ ଅଧ୍ୟୁଷିତ କନ୍ଧମାଳ ଜିଲ୍ଲାର ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ ଓ ଦାରିଙ୍ଗବାଡି ବ୍ଲକର ବିଭିନ୍ନ ଦୁର୍ଗମ ଅଞ୍ଚଳର ବିକାଶର ଏକ ନଗ୍ନ ରୂପ ଦେଖିବାକୁ ମିଳୁଛି । ଦୀର୍ଘ ଦିନ ହେଲା ରାସ୍ତା ମରାମତି କାର୍ଯ୍ୟ ହୋଇନାହିଁ । ଏଥି
Read More...

କାର ବାଇକ୍ ମୁହାଁମୁହିଁ ଧକ୍କା : ଦୁଇ ଗୁରୁତର ଆହାତ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମହାସିଙ୍ଗି ନିକଟ ୫୯ ନମ୍ବର ଜାତୀୟ ରାଜପଥରେ ଏକ କାର ସହ ମୋଟର ସାଇକଲ ମୁହାଁମୁହିଁ ଧକ୍କା ହୋଇଛି । ଏହି ଦୁର୍ଘଟଣାରେ ଦୁଇଜଣ ଗୁରୁତର ଆହାତ ହୋଇଛନ୍ତି । ଘଟଣାସ୍ଥଳରେ ବାଲିଗୁଡ଼ା ଥାନା ଭାର
Read More...