Browsing Tag

baliguda news

ନାବାଳିକା‌ଙ୍କ ଅନିଚ୍ଛା ସତ୍ୱେ ବିବାହ : ପୁଣି ୮ ମାସ ପରେ ଯୌତୁକ ନିର୍ଯ୍ୟାତନା ଦେଇ ଘରକୁ ତଡ଼ି ଦେଲେ : ନ୍ୟାୟ ପାଇଁ…

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ପ୍ରଥମେ ନାବାଳିକାଙ୍କୁ ଏକ ତରଫା ପ୍ରେମ ନିବେଦନ । ନାବାଳିକା ଜଣକ ପ୍ରତ୍ୟାଖ୍ୟାନ କରିବା ପରେ ନାବାଳିକାଙ୍କୁ ଧମକ ଚମକ ଦେଇ ସମ୍ପର୍କ ରଖିବାକୁ ବାଧ୍ୟ କରିଥିଲା । ନଚେତ ନାବାଳିକା ଜଣକୁ ଜୀବନରେ ମାରି ଦେବି ବୋଲି ଧମକ ଦେଇଥିଲା ମୁଖ୍ୟ
Read More...

ସିଆରପିଏଫର ୩୧ତମ ସ୍ଥାପନା ଦିବସ ପାଳିତ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ୧୨୭ ବାଟାଲିୟନ ସିଆରପିଏଫର ୩୧ ତମ ସ୍ଥାପନା ଦିବସ ସ୍ଥାନୀୟ ବାଟାଲିୟନର ମୁଖ୍ୟାଳୟ ପରିସରରେ କମାଡେଣ୍ଟ ଆନନ୍ଦ ଝାଙ୍କ ଅଧ୍ୟକ୍ଷତାରେ କୋଭିଡ କଟକଣା ମଧ୍ୟରେ ପାଳିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ ଏକ
Read More...

ଚାଷୀ ସଂଗଠନର କୃଷି ଆଇନ ପ୍ରତ୍ୟାହାର ଦାବୀରେ ଭାରତ ବନ୍ଦ ବାଲିଗୁଡାରେ ସଫଳ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କେନ୍ଦ୍ର ସରକାରଙ୍କ ନୂଆ କୃଷି ଆଇନ ଏବଂ ଅତ୍ୟାବଶ୍ୟକ ସାମଗ୍ରୀ ସଂଶୋଧନ ଆଇନ ବିରୋଧରେ ସଂଯୁକ୍ତ କିଶାନ ମୋର୍ଚ୍ଚା ପକ୍ଷରୁ ଭାରତ ବନ୍ଦ ଡାକରା ଦିଆଯାଇଛି । ଏହାକୁ ରାଜ୍ୟ ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ସମର୍ଥନ ଜଣାଇ ସକାଳ ୬ ଟାରୁ
Read More...

ବେଲଘର ସିଆରପିଏଫର ୮୨ତମ ବାର୍ଷିକ ଉତ୍ସବ ଅବସରରେ ସ୍ୱଚ୍ଛ ଭାରତ ଅଭିଯାନ ସହ ବିଭିନ୍ନ ଜନହିତକର କାର୍ୟ୍ୟକ୍ରମ ଆୟୋଜିତ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କେନ୍ଦ୍ରୀୟ ରିଜର୍ଭ ପୋଲିସ ଫୋର୍ସ (ସିଆରପିଏଫ)ର ୮୨ତମ ବାର୍ଷିକ ଉତ୍ସବ ଅବସରରେ କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ବ୍ଲକ ବେଲଘର ଠାରେ ଥିବା ୧୨୭ ବାଟାଲିୟନର ଇନ୍ସପେକ୍ଟର ବେଣୁକୁମାର ଏବଂ ଏଏସଆଇ ଇସଲାମ ଖାନ
Read More...

ମା’ ପାଟ୍ଟଖଣ୍ଡାଙ୍କ କୃଷି ଭିତ୍ତିକ ପର୍ବ କାନ୍ଦୁଲ ଭଜା ଯାତ୍ରା ଅନୁଷ୍ଠିତ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ନୂଆସାହିରେ ପାରମ୍ପରିକ କାନ୍ଦୁଲ ଭଜା ଯାତ୍ରା ଅନୁଷ୍ଠିତ ହୋଇଯାଇଛି । ପଶ୍ଚିମ ଓଡ଼ିଶାରେ ହେଉଥିବା ଗଣପର୍ବ ନୂଆଖାଇ ଭଳି ବାଲିଗୁଡ଼ା ଉପଖଣ୍ଡ ଅଞ୍ଚଳରେ ଦୀର୍ଘ ହଜାରେ ବର୍ଷରୁ ଉର୍ଦ୍ଧ୍ବ ହେବ ଏହି କାନ୍ଦୁଲ୍
Read More...

ସିଆରଏଫ ପକ୍ଷରୁ ସୋଲାର ଲ୍ୟାମ୍ପ ଓ ଷ୍ଟ୍ରୀଟ ଲାଇଟ ବିତରଣ ଉତ୍ସବ ଆୟୋଜିତ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଗୃହ ମନ୍ତ୍ରଣାଳୟ, ଭାରତ ସରକାର ଏବଂ ଆଇଜିପି ଓଡିଶା ବିଭାଗ ସିଆରପିଏଫଙ୍କ ଦ୍ୱାରା ଦିଶା ନିର୍ଦ୍ଦେଶରେ କନ୍ଧମାଳ ଜିଲ୍ଲା ସିଆରପିଏଫ ଯବାନ ମାନଙ୍କ ତରଫରୁ ସୋଲାର ଓ ଷ୍ଟ୍ରୀଟ ଲାଇଟ ବିତରଣ ଉତ୍ସବ ୧୨୭ ବାଟାଲିୟନର କମାଣ୍ଡେଣ୍ଟ ଆନନ୍ଦ ଝା ଏବଂ
Read More...

୫ଲକ୍ଷରୁ ଉର୍ଦ୍ଧ ଟଙ୍କାର ଗଞ୍ଜେଇ ସହ ଜଣେ ଗିରଫ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ପକ୍ଷରୁ ବାଲିଗୁଡା ଠାରୁ ସିନ୍ଦ୍ରିଗାଁ ରାସ୍ତାରେ ପୁଲିସ ବିଭାଗ ତରଫରୁ ଏସଆଇ ରଚିତା ମାଡ଼କାମୀଙ୍କ ସହ ସଦଳ ବଳ ପାଟ୍ରୋଲିଂ କରୁଥିବା ସମୟରେ ସିନ୍ଦ୍ରିଗାଁ ବ୍ରିଜ ନିକଟରେ ଯାଞ୍ଚ ସମୟରେ ଗଞ୍ଜେଇ ଧରି
Read More...

ଭାରସାମ୍ୟ ହରାଇ ଓଲଟି ପଡିଲା ଖାଇବା ତେଲ ବୋଝେଇ ଟ୍ରକ୍‌

ବାଲିଗୁଡ଼ା, (ସୁରେ‌ନ୍ଦ୍ର ପାଣିଗ୍ରାହୀ) : ଆଜି ସକାଳେ ଏକ ଖାଇବା ତେଲ ବୋଝେଇ ଟ୍ରକ୍‌ ଓଲଟି ପଡିଲା ବୋଲି ଖବର ମଳିଛି । ସୂଚନା ଯୋଗ୍ୟ ଯେ, ଆଜି ସକାଳେ ଗାଡ଼ିଟି କନ୍ଧମାଳ ଜିଲ୍ଲା କଳିଙ୍ଗା ଘାଟିର ଅନ୍ଧାରକୋଟ ବୁଲାଣି ରାସ୍ତାରେ ଯାଉଥିବା ବେଳେ ଭାରସାମ୍ୟ ହରାଇ ଓଲଟି ପଡ଼ିଲା । ଫଳରେ
Read More...

ଜଙ୍ଗଲରେ ନିଆଁ ଲଗାଉଥିବା ବେଳେ ବନ କର୍ମଚାରୀଙ୍କ ଦ୍ଵାରା ଜଣେ ଗିରଫ : କଡା ପାଟ୍ରୋଲିଂ ବ୍ୟବସ୍ଥା

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ବନବିଭାଗର ବ୍ୟାପକ ସଚେତନତା ସତ୍ତ୍ଵେ କିଛି ଖଳ ପ୍ରକୃତିର ଲୋକ ଜାଣିଶୁଣି ନିଆଁ ଲଗାଉଛନ୍ତି । ଟିକାବାଲି ଫରେଷ୍ଟ ବିଭାଗ ତରଫରୁ ପାଟ୍ରୋଲିଂ କରୁଥିବା ସମୟରେ ଫୁଲବାଣୀ ବନଖଣ୍ଡ ଅଧିନ ଟିକାବାଲି ପରେଷ୍ଟ ରେଞ୍ଜ ଅର୍ନ୍ତଗତ ଲାଇନପଡ଼ା ରିଜର୍ଭ
Read More...

ବାଲିଗୁଡାରେ ସିଆରପିଏଫଙ୍କ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ଅନ୍ତର୍ଗତ ବାଟାଗୁଡ଼ା ପଞ୍ଚାୟତସ୍ଥିତ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସରରେ ବାଲିଗୁଡାରେ ଥିବା ୧୨୭ ନଂ.ବାଟାଲିୟନ ପକ୍ଷରୁ ଆନ୍ତର୍ଜାତିୟ ମହିଳା ଦିବସ କମାଡେଣ୍ଟ ଆନନ୍ଦ ଝାଙ୍କ ନେତୃତ୍ୱରେ ପାଳିତ
Read More...