ଦାରିଙ୍ଗବାଡ଼ି ପୋଲିସ୍ ପଞ୍ଝାରେ ଫେରାର ଥିବା ଦୁଇ ନକଲି ମାଓବାଦୀ ଗିରଫ
ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ପୋଲିସ୍ ପଞ୍ଝାରେ ପୁଣି ଦୁଇଜଣ ଫେକ୍ ମାଓବାଦୀ । ଗତ ୧୦ ତାରିଖରେ ଦାରିଙ୍ଗବାଡ଼ି ଥାନା ମକପାଟା ଓ ଟେପାରୀ ଗାଁରେ ହୋଇଥିଲା ଡକାୟତି । ମାଓବାଦୀ ନାମରେ ଡକାୟତି କରିଥିଲେ!-->…
Read More...
Read More...