Browsing Tag

baliguda news

ନିରାଡ଼ମ୍ବରରେ ପାଳନ ହେଲା ସରସ୍ୱତୀ ପୂଜା

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ସମଗ୍ର କନ୍ଧମାଳ ଜିଲ୍ଲାର ପ୍ରତ୍ୟେକ ଅଞ୍ଚଳରେ ନିରାଡ଼ମ୍ବର ଭାବେ ସ୍ୱରସ୍ୱତୀ ପୂଜା ପାଳନ ହୋଇଛି । ବିଭିନ୍ନ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ ଗୁଡିକରେ ମାଆ ସରସ୍ୱତୀଙ୍କ ପୂଜା ଅନୁଷ୍ଠିତ ହୋଇଯାଇଛି । ସକାଳୁ ଉଠି ଛାତ୍ରଛାତ୍ରୀମାନେ
Read More...

ଆର.ଜେ.ଏଜୁକେଶନାଲ ଇନଷ୍ଟିଚ୍ୟୁଟରେ ସରସ୍ୱତୀ ପୂଜା ପାଳିତ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଓ ତୁମୁଡ଼ିବନ୍ଧ ଠାରେ ଥିବା ଆର.ଜେ.ଏଜୁକେସନାଲ ଇନଷ୍ଟିଚ୍ୟୁଟରେ ବିଦ୍ୟାଦାତ୍ରୀ ମା' ସରସ୍ଵତୀ ଦେବୀଙ୍କ ପୂଜାର୍ଚନା ଉତ୍ସବ ଅନୁଷ୍ଠାନର ସଭାପତି ଅଭିଜିତ ମିଶ୍ରଙ୍କ ନେତୃତ୍ୱରେ କୋରନା କଟକଣା ମଧ୍ୟରେ ସମ୍ପନ୍ନ
Read More...

କଳିଙ୍ଗା ଘାଟିରେ ବାଇକ ଦୁର୍ଘଟଣା : ଜଣେ ମୃତ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଜି. ଉଦୟଗିରି ବ୍ଲକ କଳିଙ୍ଗା ଘାଟିରେ ମଙ୍ଗଳବାର ଅପରାହ୍ନରେ ଏକ ବାଇକ୍ ଭାରସାମ୍ୟ ହରାଇ ଦୁର୍ଘଟଣା ଘଟି ଜଣଙ୍କ ମୃତ୍ୟୁ ହୋଇଛି । ମୃତକ ଜଣଙ୍କ ହେଲେ ଗଞ୍ଜାମ ଜିଲ୍ଲା ରମ୍ଭା ଅଞ୍ଚଳର ସୁବ୍ରତ
Read More...

ଝିରିପାଣି ଗ୍ରାମରେ ମାଓ ପୋଷ୍ଟର : ପୋଲିସ ଇନଫର୍ମର ମାନେ ଶୀଘ୍ର ଆତ୍ମସମର୍ପଣ କରିବାକୁ ଚେତାବନୀ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ବ୍ଲକ ବେଲଘର ଥାନା ଝିରିପାଣି ଗ୍ରାମରେ ବାଂଶଧାରା- ନାଗାବଳୀ- ଘୁମୁସର ମାଓ ଡିଭିଜନ ପକ୍ଷରୁ ଏକ ହାତ ଲେଖା ପୋଷ୍ଟର ମାରି ପୁଲିସ ଇନଫର୍ମର ମାନଙ୍କୁ ଚେତାବନୀ ଦେଇଛନ୍ତି । ଏଥିରେ
Read More...

ବେଆଇନ ଭାବେ ଗଛ କାଟୁଥିବା ବେଳେ ଗଛରୁ ପଡି ଗଛ କଟାଳି ଗୁରୁତର : କ୍ଷତି ପୂରଣ ପାଇଁ ଦାବୀ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜ଼ିଲ୍ଲା ବାଲିଗୁଡାରେ ଆଜି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କ୍ଷ ବେଆଇନ ଭାବେ ଗଛ କାଟୁଥିବା ବେଳେ ଅସାବଧାନତା ବଶତଃ ଗଛରୁ ପଡି ମନୋଜ ଡିଗାଲ ନାମକ ଜଣେ ଗଛ କଟାଳି ଗୁରୁତର ହୋଇଥିବା ଜଣାପଡିଛି । ସୂଚନା ଯୋଗ୍ୟ
Read More...

ତୁମୁଡିବନ୍ଧ ପୋଲିସ ଦ୍ୱାରା ହେଲମେଟ ଯାଞ୍ଚ କଡାକଡି ସହ ଜୋରିମାନା ଆଦାୟ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ରାଜ୍ୟ ସରକାର ବର୍ତ୍ତମାନ ବିନା ହେଲମେଟରେ ଗାଡି ଚଳାଉ ଥିବା ବାଇକ ଚାଳକଙ୍କ ପାଇଁ କଠୋର ନିୟମ ଲାଗୁ କରିଛନ୍ତି । କିନ୍ତୁ ପ୍ରାୟ ଜନସାଧାରଣ ସରକାରଙ୍କ ନିୟମକୁ ଖୋଲାଖୋଲି ଉଲଂଘନ କରି ବିନା ହେଲମେଟରେ ଗାଡି ଚଳାଉ ଥିବା ଦେଖାଦେଇଛି । ଏହା
Read More...

ମଶାରୀ ବଣ୍ଟନ ବେଳେ ମଦ୍ୟପ ଶିକ୍ଷକଙ୍କ ଉନ୍ମତ କାଣ୍ଡ : ଆମେ ଯଦି ମଦ ପିଇଛୁ ପାଇପ‌ ଲଗାଅ…

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ମଶାରୀ ବଣ୍ଟନ ବେଳେ ଜଣେ ମଦ୍ୟପ ଶିକ୍ଷକଙ୍କ ଉନ୍ମତକାଣ୍ଡ । କାର୍ୟ୍ୟରତ ମହିଳା ସ୍ୱାସ୍ଥ୍ୟକର୍ମୀ ଓ ଆଶାକର୍ମୀଙ୍କୁ ସମ୍ପୃକ୍ତ ମଦ୍ୟପ ଶିକ୍ଷକ ଗାଳିଗୁଲଜ କରିବା ସହ ଆକ୍ରମଣ କରୁଥିବା ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି । ଏଭଳି ଅଭିଯୋଗ
Read More...

ରାଜ୍ୟସ୍ତରୀୟ ବିଧାୟକ କପ ଫୁଟବଲ ଟୁର୍ନାମେଣ୍ଟ ଉଦଯାପିତ : ଫୁଲବାଣୀର ଜେଡି କ୍ଲବ ଚାମ୍ପିୟାନ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୁଆଗାଁ ବ୍ଲକ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମରେ ରାଜ୍ୟସ୍ତରୀୟ ବିଧାୟକ କପ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟର ଉଦଯାପନ ଉତ୍ସବରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ମୁଖ୍ୟ ଅତିଥି
Read More...

ବ୍ଲକ ସ୍ତରୀୟ କ୍ରିକେଟ ଟୁର୍ନାମେଣ୍ଟ ଉଦଯାପିତ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ପଣସପଡ଼ି ସ୍ଥିତ ଗୋଲିଆ ଡ଼ଙ୍ଗର ପଡିଆ ଠାରେ ଯୁବ କ୍ରିକେଟ କ୍ଳବ ଆନୁକୂଲ୍ୟରେ ବ୍ଲକ ସ୍ତରୀୟ କ୍ରିକେଟ ଟୁର୍ଣ୍ଣାମେଣ୍ଟ ୯ ଦିନ ଧରି ଅନୁଷ୍ଠିତ ହେବା ପରେ ଉଦଯାପିତ ହୋଇ ଯାଇଛି । ଉଦଯାପନୀ ତଥା ଫାଇନାଲ ଖେଳ
Read More...

ଦେହରେ କିରୋସିନ ଢାଳି ଯୁବକଙ୍କ ଆତ୍ମହତ୍ୟା : କାରଣ ଅସ୍ପଷ୍ଟ, ତଦନ୍ତ ଅବ୍ୟାହତ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଜି. ଉଦୟଗିରି ପଞ୍ଚାୟତ ସମିତି ଅନ୍ତର୍ଗତ ଲିଙ୍ଗାଗଡ ଗ୍ରାମର ଜଣେ ୨୮ ବର୍ଷର ଯୁବକ ଗୁରୁବାର ରାତିରେ ନିଜ ଦେହରେ କିରାସିନି ଢାଳି ଆତ୍ମହତ୍ୟା କରିଥିବା ସୂଚନା ମିଳିଛି । ବିବରଣୀରୁ ପ୍ରକାଶ
Read More...