Browsing Tag

baliguda news

ସିଆରଏଫ ପକ୍ଷରୁ ସୋଲାର ଲ୍ୟାମ୍ପ ଓ ଷ୍ଟ୍ରୀଟ ଲାଇଟ ବିତରଣ ଉତ୍ସବ ଆୟୋଜିତ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଗୃହ ମନ୍ତ୍ରଣାଳୟ, ଭାରତ ସରକାର ଏବଂ ଆଇଜିପି ଓଡିଶା ବିଭାଗ ସିଆରପିଏଫଙ୍କ ଦ୍ୱାରା ଦିଶା ନିର୍ଦ୍ଦେଶରେ କନ୍ଧମାଳ ଜିଲ୍ଲା ସିଆରପିଏଫ ଯବାନ ମାନଙ୍କ ତରଫରୁ ସୋଲାର ଓ ଷ୍ଟ୍ରୀଟ ଲାଇଟ ବିତରଣ ଉତ୍ସବ ୧୨୭ ବାଟାଲିୟନର କମାଣ୍ଡେଣ୍ଟ ଆନନ୍ଦ ଝା ଏବଂ
Read More...

୫ଲକ୍ଷରୁ ଉର୍ଦ୍ଧ ଟଙ୍କାର ଗଞ୍ଜେଇ ସହ ଜଣେ ଗିରଫ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ପକ୍ଷରୁ ବାଲିଗୁଡା ଠାରୁ ସିନ୍ଦ୍ରିଗାଁ ରାସ୍ତାରେ ପୁଲିସ ବିଭାଗ ତରଫରୁ ଏସଆଇ ରଚିତା ମାଡ଼କାମୀଙ୍କ ସହ ସଦଳ ବଳ ପାଟ୍ରୋଲିଂ କରୁଥିବା ସମୟରେ ସିନ୍ଦ୍ରିଗାଁ ବ୍ରିଜ ନିକଟରେ ଯାଞ୍ଚ ସମୟରେ ଗଞ୍ଜେଇ ଧରି
Read More...

ଭାରସାମ୍ୟ ହରାଇ ଓଲଟି ପଡିଲା ଖାଇବା ତେଲ ବୋଝେଇ ଟ୍ରକ୍‌

ବାଲିଗୁଡ଼ା, (ସୁରେ‌ନ୍ଦ୍ର ପାଣିଗ୍ରାହୀ) : ଆଜି ସକାଳେ ଏକ ଖାଇବା ତେଲ ବୋଝେଇ ଟ୍ରକ୍‌ ଓଲଟି ପଡିଲା ବୋଲି ଖବର ମଳିଛି । ସୂଚନା ଯୋଗ୍ୟ ଯେ, ଆଜି ସକାଳେ ଗାଡ଼ିଟି କନ୍ଧମାଳ ଜିଲ୍ଲା କଳିଙ୍ଗା ଘାଟିର ଅନ୍ଧାରକୋଟ ବୁଲାଣି ରାସ୍ତାରେ ଯାଉଥିବା ବେଳେ ଭାରସାମ୍ୟ ହରାଇ ଓଲଟି ପଡ଼ିଲା । ଫଳରେ
Read More...

ଜଙ୍ଗଲରେ ନିଆଁ ଲଗାଉଥିବା ବେଳେ ବନ କର୍ମଚାରୀଙ୍କ ଦ୍ଵାରା ଜଣେ ଗିରଫ : କଡା ପାଟ୍ରୋଲିଂ ବ୍ୟବସ୍ଥା

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ବନବିଭାଗର ବ୍ୟାପକ ସଚେତନତା ସତ୍ତ୍ଵେ କିଛି ଖଳ ପ୍ରକୃତିର ଲୋକ ଜାଣିଶୁଣି ନିଆଁ ଲଗାଉଛନ୍ତି । ଟିକାବାଲି ଫରେଷ୍ଟ ବିଭାଗ ତରଫରୁ ପାଟ୍ରୋଲିଂ କରୁଥିବା ସମୟରେ ଫୁଲବାଣୀ ବନଖଣ୍ଡ ଅଧିନ ଟିକାବାଲି ପରେଷ୍ଟ ରେଞ୍ଜ ଅର୍ନ୍ତଗତ ଲାଇନପଡ଼ା ରିଜର୍ଭ
Read More...

ବାଲିଗୁଡାରେ ସିଆରପିଏଫଙ୍କ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ଅନ୍ତର୍ଗତ ବାଟାଗୁଡ଼ା ପଞ୍ଚାୟତସ୍ଥିତ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସରରେ ବାଲିଗୁଡାରେ ଥିବା ୧୨୭ ନଂ.ବାଟାଲିୟନ ପକ୍ଷରୁ ଆନ୍ତର୍ଜାତିୟ ମହିଳା ଦିବସ କମାଡେଣ୍ଟ ଆନନ୍ଦ ଝାଙ୍କ ନେତୃତ୍ୱରେ ପାଳିତ
Read More...

ପରିବେଶ ଓ ବନ୍ୟଜନ୍ତୁଙ୍କ ସୁରକ୍ଷା ପାଇଁ ଅଣ୍ଟା ଭିଡ଼ିଲା ଜିଲ୍ଲା ପ୍ରଶାସନ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଜଙ୍ଗଲ ମାଫିଆ ବା ଶିକାରୀଙ୍କ କବଜାରେ ଜଙ୍ଗଲ । ସବୁଜ ବନାନୀ ଜଙ୍ଗଲ ଏବେ ରକ୍ତ ମୁଖା ପାଲଟିଛି । ଏହାକୁ ଆୟତ୍ତ କରିବାରେ ବନ ବିଭାଗରେ ପର୍ୟ୍ୟାପ୍ତ ପରିମାଣର କର୍ମଚାରୀ ନ ଥିବାରୁ ବିଭାଗ ନିଜର ସମସ୍ତ ପ୍ରକାର ଉଦ୍ୟମ ଜାରି ରଖିଛନ୍ତି । ଏ
Read More...

‘ନୀର’ପକ୍ଷରୁ ଜାତୀୟ ମହିଳା ଦିବସ ପାଳିତ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ନାବାର୍ଡ ଓଡିଶା, ଭୁବନେଶ୍ୱର ସହାୟତାରେ ସ୍ବେଚ୍ଛାସେବୀ ଅନୁଷ୍ଠାନ “ନୀର” ଆନୁକୁଲ୍ୟରେ ଜି.ଉଦୟଗିରି ପଞ୍ଚାୟତ ସମିତି ଅନ୍ତର୍ଗତ କଳିଙ୍ଗା ଗ୍ରାମ ପଞ୍ଚାୟତର ଦାରାବାଡି ଗ୍ରାମରେ ଜାତୀୟ ମହିଳା ଦିବସ ପାଳନ କରାଯାଇଥିଲା । ଏହି ଅବସରରେ
Read More...

ଗଞ୍ଜେଇ ସହ ଅଟୋ ଓ ସ୍କୁଟି ଜବତ : ଜଣେ ଗିରଫ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ପକ୍ଷରୁ ସନ୍ଧ୍ୟା ସମୟରେ ପୁଲିସ ପେଟ୍ରୋଲିଂ କରୁଥିବା ସମୟରେ ଜକିକିଆ-ମିଡ଼ିଆକିଆ ରାସ୍ତାରେ ନିକଟରେ ଏକ ଅଟୋରେ ଗଞ୍ଜେଇ ଲୋଡ୍ ହୋଇ ଆସୁଥିବା ଖବର ପାଇ ବାଲିଗୁଡା ଥାନା ଏସ୍ଆଇ ଦୀପକ ରାଉତଙ୍କ ସହ ତାଙ୍କ
Read More...

ବାଲିଗୁଡାରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୫ ତମ ଜନ୍ମ ଜୟନ୍ତୀ ଉତ୍ସବ ପାଳିତ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ାର ବିଜୁ ପଟ୍ଟନାୟକ ମିନିଷ୍ଟାଡିୟମ ପରିସରରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୫ ତମ ଜନ୍ମ ଜୟନ୍ତୀ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ବାଲିଗୁଡ଼ା ବିଜେଡ଼ି ବ୍ଲକ ସଭାପତି ଟୁନା ଦାସଙ୍କ ନେତୃତ୍ୱରେ
Read More...

ଗଞ୍ଜେଇ ସହ କାର ଜବତ : ଜଣେ ଗିରଫ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ଥାନା ଡବେରି ଗ୍ରାମ ଠାରେ ଦାରିଙ୍ଗବାଡି ପୋଲିସ ପକ୍ଷରୁ ପାଟ୍ରୋଲିଂ କରୁଥିବା ସମୟରେ ୨୪ କେଜି ୬୦୦ ଗ୍ରାମ ଗଞ୍ଜେଇ ସହ ଜଣକୁ ଗିରଫ କରାଯାଇଥିବା ଦାରିଙ୍ଗବାଡି ଥାନା ଅଧିକାରୀ
Read More...