Browsing Tag

baluguda news

ଆଦିବାସୀ ବୃଦ୍ଧାଙ୍କ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ : ସରକାରୀ ସାହାଯ୍ୟ ଯୋଗାଇ ଦେବାକୁ ଦାବୀ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ବ୍ଳକର କରଡୁକୁପା ପଞ୍ଚାୟତର ଉପାନ୍ତ ଅଞ୍ଚଳ ଟକପଦର୍ ଗ୍ରାମରେ ଜଣେ ବୃଦ୍ଧା ଆଦିବାସୀ ମହିଳା ଋତୁଲୀ ମାଝୀଙ୍କ ଦୁଃଖ ବୁଝିବାକୁ କାହା ପାଖରେ ସମୟ ନାହିଁ । ଏହି ବୃଦ୍ଧା ମହିଳା
Read More...