ବଂଶୀଧର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସମନ୍ୱିତ ଯୁବ ବିକାଶ କାର୍ଯ୍ୟକ୍ରମର ଉଦ୍ଘାଟନ
ବଣାଇ, (ହବିବ ମହମ୍ମଦ ଖାନ୍) : ଆଜି କେନାବେଟା ବଂଶୀଧର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ସମନ୍ୱିତ ଯୁବ ବିକାଶ କାର୍ଯ୍ୟକ୍ରମର ଉଦ୍ଘାଟନ ହୋଇଯାଇଛି । ଏହି ଭବ୍ୟ କାର୍ଯ୍ୟକ୍ରମକୁ ଅନୁଷ୍ଠାନିକ ଭାବେ ବଣାଇ ଉପଜିଲ୍ଲାପାଳ ସୁରଞ୍ଜନ ସାହୁ ଉଦ୍ଘାଟନ କରିଥିଲେ । ଏହି ଉତ୍ସବରେ ସମ୍ମାନିତ!-->…
Read More...
Read More...