Browsing Tag

banapur news

ପାରିବାରିକ କଳହର କୁପରିଣତି : ବାପାର ବୋମାମାଡ଼ରେ ପୁଅ ମୃତ

ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅଞ୍ଚଳରେ ଆଜି ଏକ ଅଭାବନୀୟ ଘଟଣା ଘଟିଛି । ପାରିବାରିକ କଳହକୁ ନେଇ ପରିବାର ମଧ୍ୟରେ ବାପା-ପୁଅ ମଧ୍ୟରେ ବୋମା ମାଡ଼ ହୋଇଥିବା ଜଣାପଡିଛି । ସୂଚନା ଅନୁଯାୟୀ, ଭବାନୀପୁର ପଞ୍ଚାୟତ ଅନ୍ତର୍ଗତ ଶାନ୍ତିନଗରରେ ସଠ ରାଉତରାୟଙ୍କ ପରିବାର ବହୁ ବର୍ଷ ଧରି
Read More...

କ୍ରେନ ବୋଝେଇ ଟ୍ରଲରକୁ ପଟିଲା କୋଇଲା ବୋଝେଇ ଟ୍ରକ, ଅଳ୍ପକେ ବର୍ତ୍ତିଲେ ଚାଳକ

ବାଣପୁର : ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ନାଚୁଣୀ ଫାଣ୍ଡି ୧୬ ନମ୍ବର ଜାତୀୟ ରାଜପଥ ହରିକୁଣ୍ଡବରଡ଼ି ଛକରେ ନିକଟରେ ସଡ଼କ ଦୁର୍ଘଟଣା । ଏକ କ୍ରେନ ବୋଝେଇ ଟ୍ରଲରକୁ ପଟିଲା କୋଇଲା ବୋଝେଇ ଟ୍ରକ । ଏତେ ବଡ଼ ଦୁର୍ଘଟଣାରେ କାହାର କିଛି କ୍ଷତି ହୋଇନଥିବା ସୂଚନା ମିଳିଛି । ସୂଚନା ମୁତାବକ,
Read More...

୩୦୦ ଲିଟର ଦେଶୀମଦ ଜବତ : ୨ ମହିଳା ଗିରଫ

ବାଣପୁର : ଖୋର୍ଦ୍ଧା ଜିଲ୍ଲା ବାଣପୁର ଅଞ୍ଚଳରେ ବହୁ ଦିନ ଧରି ଚୋରା ଦେଶୀ ମଦ ବିକ୍ରି ହେଉଥିବା ଅଭିଯୋଗ ଆସୁଛି । ତେଣୁ ଅବକାରୀ ବିଭାଗ ଏଭଳି ବେଆଇନ କାର୍ଯ୍ୟରେ ଲିପ୍ତ ଥିବା ବ୍ୟକ୍ତିଙ୍କ ଉପରେ ସକାଳେ ବାଣପୁରର ବିଭିନ୍ନ ଅଞ୍ଚଳରେ ଚଢ଼ାଉ ଆରମ୍ଭ କରିଥିଲା । ଖୋର୍ଦ୍ଧା ଜିଲ୍ଲା ଅବକାରୀ
Read More...

ବେଆଇନ ଲଘୁ ଖଣିଜ ଦ୍ରବ୍ୟ ଚାଲାଣ : ଗାଡ଼ି ଜବତ କଲେ ତହସିଲଦାର

ବାଣପୁର : ଜିଲ୍ଲା ପ୍ରଶାସନର ନିର୍ଦ୍ଦେଶ କ୍ରମେ ଖୋର୍ଦ୍ଧା ଜିଲ୍ଲା ବାଣପୁର ଏବଂ ଚିଲିକା ଅଞ୍ଚଳରେ ପ୍ରତିଦିନ ବେଆଇନ ବାଲି, ମାଟି, ଗୋଡି, ମାଙ୍କଡା ପଥର ଚାଲାଣ କରୁଥିବା ଗାଡିଗୁଡିକ ଉପରେ ଚଢ଼ାଉ କରାଯାଉଛି । ବାଣପୁର ଏବଂ ଚିଲିକା ତହସିଲଦାର ଏହିସବୁ ଗାଡିଗୁଡ଼ିକ ଉପରେ ଚଢାଉ କରି ଜରିମାନା
Read More...