ଟ୍ରକ୍କୁ ପଛରୁ ପିଟିଲା ଟ୍ରକ୍ : ଡ୍ରାଇଭର ମୃତ
ବାଙ୍ଗିରିପୋଷି : ମୟୂରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ଜଗନ୍ନାଥଖୁଣ୍ଟା ଓଭର ବ୍ରିଜ୍ ଉପରେ ମର୍ମନ୍ତୁଦ ଦୁର୍ଘଟଣା । ଟ୍ରକ୍କୁ ପଛରୁ ପିଟିଲା ଆଉ ଏକ ଟ୍ରକ୍ । ଦୁର୍ଘଟଣାରେ ଚାଲିଗଲା ଚାଳକଙ୍କ ଜୀବନ । ମୃତ ଡ୍ରାଇଭର ଜଣକ ପଶ୍ଚିମବଙ୍ଗ ଗଡବେତା ଅଞ୍ଚଳର ସମୀର ଦାସ ବୋଲି ଜଣା!-->…
Read More...
Read More...