Browsing Tag

bangomunda news

କପିଲାଭଟାରେ ଧାନମଣ୍ଡି ସ୍ଥାପନ ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ଅଞ୍ଚଳବାସୀ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ କପିଲାଭଟା ପଞ୍ଚାୟତ ହେଡ଼କ୍ୱାଟର ଠାରେ କୃଷି ସମବାୟ ସମିତି ଲିଃ କାର୍ଯ୍ୟାଳୟ (ଧାନମଣ୍ଡି) ସ୍ଥାପନ ପାଇଁ ବଙ୍ଗୋମୁଣ୍ଡା ତହସିଲଦାରଙ୍କ କାର୍ଯାଳୟର ଦ୍ୱାରସ୍ଥ ହୋଇ ଅଞ୍ଚଳବାସୀ ଦାବି କରିଛନ୍ତି । ବିଭିନ୍ନ
Read More...

ଭାଲୁମୁଣ୍ଡାରେ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ ଭାଲୁମୁଣ୍ଡା ଗଙ୍ଗାଧର ମେହେର ଧର୍ମଶାଳା ଠାରେ ଆଜି ଭାଲୁମୁଣ୍ଡା ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର ଓ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ସିନ୍ଧେକେଲା ତରଫରୁ ସୁସ୍ଥ ନାରୀ ସଶକ୍ତ ପରିବାର ନିରାକରଣ ଅଭିଯାନ
Read More...

ଖଇରାରେ ବ୍ଲକସ୍ତରୀୟ ମାଁ ପାଇଁ ଗଛ ଟିଏ କାର୍ଯ୍ୟକ୍ରମ : ଯୋଗଦେଲେ କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ବିଧାନସଭା କ୍ଷେତ୍ର ବଙ୍ଗୋମୁଣ୍ଡା ବ୍ଲକ ଖଇରା ଗ୍ରାମରେ ଥିବା ସତ୍ୟମହିମା ସଂସ୍କୃତ ବିଦ୍ୟାପୀଠ ପରିସରରେ ବ୍ଲକସ୍ତରୀୟ ମାଁ ପାଇଁ ଗଛ ଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ
Read More...

ଡିଆଟନ ଗାଁରେ ମହାଗୁରୁ ସମ୍ମିଳନୀ ଅନୁଷ୍ଠିତ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ସିନ୍ଧେକେଲା ଥାନା ନିକଟସ୍ଥ ଡିଆଟନ ଗାଁର ଶ୍ରୀ ଶ୍ରୀ ଜ୍ଞାନ ମନ୍ଦିର ପରିସରରେ ପ୍ରଧାନ ଶିକ୍ଷୟିତ୍ରୀ ରୁନାଲତା ପଟ୍ଟାୟତଙ୍କ ଆହ୍ୱାନ କ୍ରମେ ଟିଟିଲାଗଡ଼ ଉପଖଣ୍ଡସ୍ତରୀୟ ମହାଗୁରୁ ସମ୍ମାନିତ କାର୍ଯ୍ୟକ୍ରମ ମହାସମାରୋହରେ ପାଳିତ
Read More...

ଠେମରା ପଞ୍ଚାୟତରେ ଏକ୍‌ ପେଡ଼୍‌ ମା’ କେ ନାମ୍ କାର୍ଯ୍ୟକ୍ରମ ପାଇଁ ବ୍ୟାପକ ପ୍ରସ୍ତୁତି

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ ଠେମରା ପଞ୍ଚାୟତରେ ଏକ୍‌ ପେଡ଼୍‌ ମା' କେ ନାମ୍ କାର୍ଯ୍ୟକ୍ରମ ପାଇଁ ବ୍ଲକ ଓ ପଞ୍ଚାୟତ ପ୍ରଶାସନର ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି । ଆସନ୍ତା ୧୭ ତାରିଖ ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର
Read More...

ବଙ୍ଗୋମୁଣ୍ଡାରେ ଚଉଷଠି ଯୁଗନୀ ସାହିତ୍ୟ କଳା ପରିଷଦ ପକ୍ଷରୁ ନୂଆଁଖାଇ ଭେଟଘାଟ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ବିଧାନସଭା କ୍ଷେତ୍ର ବଙ୍ଗୋମୁଣ୍ଡା ସତ୍ୟ ମହିମା ଆଶ୍ରମ ଠାରେ ଚଉଷଠି ଯୁଗନୀ ସାହିତ୍ୟ କଳା ପରିଷଦ ବଙ୍ଗୋମୁଣ୍ଡାର ଷଷ୍ଠତମ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ସଭାପତି ଡ଼ଃ ନାରାୟଣ
Read More...

ଚୋରି ହୋଇଥିବା ସୁନା ମିଳିବ କେବେ : ୬୦ଗ୍ରାମ ସୁନା ଦେଇ କାମ ସାରିଦେଲା ପୁଲିସ

କଂଟାବାଞ୍ଜି/ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା କଂଟାବାଞ୍ଜି ସହରର ଆଶ୍ରମ ପଡାରେ ରହୁଥିବା ଜଣେ ବିଧବା ମହିଳାଙ୍କ ଘରୁ ଗତ ନୂଆଁଖାଇ ପୂର୍ବରୁ ସୁନା ଓ ଟଙ୍କା ଚୋରି ହୋଇଥିଲା । ତେବେ ଏହାକୁ ନେଇ କଂଟାବାଞ୍ଜି ପୁଲିସ ଏକ ମାମଲା ରୁଜୁ କରି ତଦନ୍ତ କରିବା ସହ କିଛି
Read More...

ଝରିଆଲରେ ବିଶ୍ୱ ଆଦିବାସୀ ଦିବସ ପାଳିତ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ରାଣୀପୁର ଝରିଆଲ ସ୍ଥିତ ଝରିଆଲ ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ କନ୍ଧ ସମାଜ ଯୁବ ସଂଗଠନ ବଲାଙ୍ଗିରଙ୍କ ଆହ୍ୱାନ କ୍ରମେ ସଂଗଠନର ଜିଲ୍ଲା ସଭାପତିଙ୍କ ସଭାପତିତ୍ୱରେ ଜିଲ୍ଲାସ୍ତରୀୟ ବିଶ୍ୱ ଆଦିବାସୀ ଦିବସ ପାଳିତ
Read More...

ଆଦିବାସୀ ଭାଷା, ସଂସ୍କୃତି, ପ୍ରଥା, ପରମ୍ପରାର ସୁରକ୍ଷା ପାଇଁ ଆହ୍ୱାନ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗଶର ଜିଲ୍ଲା କଣ୍ଟାବାଞ୍ଜି ବିଧାନସଭା କ୍ଷେତ୍ର ଅଧିନସ୍ଥ ବଙ୍ଗୋମୁଣ୍ଡା ବ୍ଲକ ମୁଖ୍ୟାଳୟ ଠାରେ ବିଶ୍ୱ ଆଦିବାସୀ ଦିବସ ପାଳିତ ହୋଇଯାଇଛି । ବୁଡୁକା ପ୍ରଗଣା ବଙ୍ଗୋମୁଣ୍ଡାର ସଭାପତି ଚକ୍ରଧର ଜାନିଙ୍କ ସଭାପତିତ୍ୱରେ ଜିଲା ଉପସଭାପତି ଶରତ ଚନ୍ଦ୍ର
Read More...

ଜାମପଡା ଗ୍ରାମର ସନ୍ତୋଷ ରଣା ହତ୍ୟାକାଣ୍ଡର ପର୍ଦାଫାଶ କଲା ପୋଲିସ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ ତଥା ସିନ୍ଧେକେଲା ଥାନା ଜାମଖୁଣ୍ଟା ପଞ୍ଚାୟତ ଅନ୍ତର୍ଗତ ଜାମପଡ଼ା ଗ୍ରାମର ସନ୍ତୋଷ ରଣା ହତ୍ୟାକାଣ୍ଡର ପର୍ଦାଫାଶ କରିଛି ପୋଲିସ । ଜାମପଡ଼ା ଗାଁ ନିକଟସ୍ଥ ମଞ୍ଜୁରମୁଡା ଡ଼ଙ୍ଗର ନିକଟରେ ଏକ ମୃତଦେହ
Read More...