Browsing Tag

bangomunda news

ସାହାରା ଇଣ୍ଡିଆରେ ଜମା ଟଙ୍କା ଫେରସ୍ତ ପାଇଁ ଦାବି ନେଇ ବଙ୍ଗୋମୁଣ୍ଡା ତହସିଲଦାରଙ୍କୁ ଦାବିପତ୍ର ପ୍ରଦାନ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଅଞ୍ଚଳର ସାହାରା ଜମାକାରୀମାନେ ଜମା ଟଙ୍କା ଶୀଘ୍ର ପ୍ରଦାନ ଦାବି କରିବା ସହ ଆନ୍ଦୋଳନର ଚେତାବନୀ ଦେଇଥିଲେ । ବଙ୍ଗୋମୁଣ୍ଡା ଅଞ୍ଚଳର ଶହ ଶହ ଜମାକାରୀଙ୍କ ଜମା ଟଙ୍କା ବର୍ଷ ବର୍ଷ ପରେ ମଧ୍ୟ ମିଳିନଥିବାରୁ ତୀବ୍ର
Read More...

ବଙ୍ଗୋମୁଣ୍ଡା ବ୍ଲକରେ ମନରେଗା ଦୁର୍ନୀତି : ତଦନ୍ତ ଦାବି ନେଇ ବଙ୍ଗୋମୁଣ୍ଡା ବ୍ଲକ ଅଫିସ ଘେରିଲା କଂଗ୍ରେସ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ବିଧାନସଭା କ୍ଷେତ୍ର ଦାଦନ ଗଡ଼ ଭାବେ ବେଶ ପରିଚିତ । ବଙ୍ଗୋମୁଣ୍ଡା ବ୍ଲକର ଏକାଧିକ ପଞ୍ଚାୟତରେ ମନରେଗା ଦୁର୍ନିତି ହୋଇଛି । ଦୁର୍ନୀତିରେ ପଞ୍ଚାୟତ ସରପଞ୍ଚ ଠୁ ଆରମ୍ଭ କରି ବ୍ଲକ ପ୍ରଶାସନ ମଧ୍ୟ ସାମିଲ ଅଛନ୍ତି ।
Read More...

ସରକାରୀ ଯୋଜନାରୁ ବଂଚିତ ୮ ବର୍ଷର ଦିବ୍ୟାଙ୍ଗ ପ୍ରଭାତ ପୁଞ୍ଜି

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ଦିବ୍ୟାଙ୍ଗ ମାନଙ୍କ ପାଇଁ ସରକାରୀ ଯୋଜନା ଅନେକ ରହିଛି , କିନ୍ତୁ ୮ ବର୍ଷର ମାନସିକ ରୋଗୀ ପାଇଁ ଯୋଜନା ଅପହଞ୍ଚ ହୋଇପଡିଛି । ବଲାଙ୍ଗିର ଜିଲା ବଙ୍ଗୋମୁଣ୍ଡା ବ୍ଲକ ଅଲଣ୍ଡା ପଞ୍ଚାୟତର ନୂଆପଡା ଗାଁ ଭୀଷ୍ମ ପୁଞ୍ଜିଙ୍କ ପୁଅ ପ୍ରଭାତ ପୁଞ୍ଜି ଜନ୍ମରୁ
Read More...

ଟିଟିସିଲେଟ ଗ୍ରାମରେ ଜୈବିକ ଚାଷ ଉପରେ ସଚେତନ ପଦଯାତ୍ରା

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ମୁଣ୍ଡପଦର ପଞ୍ଚାୟତ ଅର୍ନ୍ତଗତ ଟିଟିସିଲେଟ ଗ୍ରାମର ମହିଳା ଓ ପୁରୁଷ ଚାଷୀଙ୍କୁ ନେଇ ମାଁ ମାଉଲି ଚାଷୀ କମିଟି ମାଧ୍ୟମରେ ଶ୍ରମିକ ଶକ୍ତି ସଂଘ ଦ୍ୱାରା ଜୈବିକ ପଦ୍ଧତିରେ ଚାଷ କରିବାର ଉପାଦେୟତା ଉପରେ ଏକ ସଚେତନ
Read More...

ପଲସଖଣ୍ଡ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଭୁସଲାଡ଼ ପଞ୍ଚାୟତ ପଲସଖଣ୍ଡ ଗ୍ରାମରେ ଥିବା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଆମ ସଂସ୍କୃତି ଆମ ଖେଳଣା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ବିଦ୍ୟାଳୟର ପ୍ରଧାନଶିକ୍ଷକ ଶ୍ରୀବତ୍ସ
Read More...

ବଙ୍ଗୋମୁଣ୍ଡା ପଞ୍ଚାୟତରେ ସୁଭଦ୍ରା ରାଲି ଅନୁଷ୍ଠିତ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ପଞ୍ଚାୟତ କାର୍ଯ୍ୟାଳୟ ଠାରେ ଆଜି ସୁଭଦ୍ରା ରାଲି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ମହିଳା ସଶକ୍ତିକରଣ ଓ ସାମାଜିକ କଲ୍ୟାଣ ବାର୍ତ୍ତା ଆଧାରରେ ଏହି ରାଲି ଅନୁଷ୍ଠିତ ହୋଇଯାଇଛି । ଏହି ରାଲିରେ ସମସ୍ତେ
Read More...

ହନୁମାନ ମନ୍ଦିର ପ୍ରତିଷ୍ଠା ଉତ୍ସବ ନେଇ ସାମ୍ବାଦିକ ସମ୍ମିଳନୀ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ସତ୍ୟ ମହିମା ଆଶ୍ରମ ନିକଟସ୍ଥ ନବ ନିର୍ମିତ ହନୁମାନ ମନ୍ଦିରର ପ୍ରତିଷ୍ଠା ଓ ପ୍ରାଣ ପ୍ରତିଷ୍ଠା ଉତ୍ସବ ଆସନ୍ତା ୬ ତାରିଖରୁ ଆରମ୍ଭ ହୋଇ ୧୨ ତାରିଖ ଦିନ ଉଦ୍‌ଯାପିତ ହେବ । ୬ ତାରିଖ ସକାଳୁ କଳସ ଯାତ୍ରା,
Read More...

ରାଣୀପୁର ଝରିଆଲରେ ଚଉଷଠି ଯୋଗିନୀ ମହୋତ୍ସବ ଉଦ୍‌ଘାଟିତ

ସାଂସ୍କୃତିକ କାର୍ଯ୍ୟକ୍ରମରେ ଝୁମିଲେ ଦର୍ଶକ ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଳକର ଐତିହାସିକ ଯୋଗିନୀ ପୀଠ ରାଣୀପୁର ଝରିଆଲର ସୋମେଶ୍ୱର ମହାଦେବଙ୍କ ଶିବରାତ୍ରି ମେଳା ମହାଆଡମ୍ବରରେ ପାଳିତ ହୋଇଯାଇଛି । ତନ୍ତ୍ର, ମନ୍ତ୍ର, ସିଦ୍ଧି ସାଧନାର
Read More...

କୁଣ୍ଡାବୁଟୁଲା ପଞ୍ଚାୟତକୁ ବ୍ଲକ ମାନ୍ୟତା ନେଇ କଣ୍ଟାବାଞ୍ଜି ବିଧାୟକଙ୍କୁ ଦାବିପତ୍ର ପ୍ରଦାନ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକର କୁଣ୍ଡାବୁଟୁଲା ପଞ୍ଚାୟତକୁ ବ୍ଲକ ମାନ୍ୟତା ଦାବି ଜୋର ଧରୁଛି । ଦୀର୍ଘ ବର୍ଷରୁ କୁଣ୍ଡାବୁଟୁଲା ପଞ୍ଚାୟତକୁ ବ୍ଲକ ମାନ୍ୟତା ଦାବି ହୋଇଆସୁଛି । ବିଭିନ୍ନ ସମୟରେ ବିଡ଼ିଓ ଓ ଜିଲ୍ଲାପାଳଙ୍କ ଦୃଷ୍ଟି ଆକର୍ଷଣ କରି
Read More...

ଐତିହାସିକ ଯୋଗିନୀ ପୀଠ ରାଣୀପୁର ଝରିଆଲରେ ମହାଶିବରାତ୍ରି ଓ ଚଉଷଠି ଯୋଗିନୀ ମହୋତ୍ସବ ପାଇଁ ପ୍ରଶାସନ ଟ୍ରଷ୍ଟର ଚୁଡାନ୍ତ…

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ପଞ୍ଚାୟତ ସମିତି ସଭାଗୃହଠାରେ ଐତିହାସିକ ଯୋଗିନୀ ପୀଠ ରାଣୀପୁର ଝରିଆଲ ମହାଶିବରାତ୍ରି ମେଳା ଓ ଚଉଷଠି ଯୋଗିନୀ ମହୋତ୍ସବ ପାଳନ ପାଇଁ ରାଣୀପୁର ଝରିଆଲ ମନ୍ଦିର ଟ୍ରଷ୍ଟ ଏବଂ ପ୍ରଶାସନର ସମନ୍ୱୟ ବୈଠକ ବିଡ଼ିଓ
Read More...