Browsing Tag

bangomunda news

ରାଜ୍ୟସ୍ତରୀୟ ଏଗ୍ରିକଲଚର ପ୍ରଡକ୍ସନ କ୍ଲଷ୍ଟର ଯୋଜନା ବୈଠକରେ ଶ୍ରମିକ ଶକ୍ତି ସଂଘ ହେଲେ ସମ୍ବର୍ଦ୍ଧିତ

ବଙ୍ଗୋମୁଣ୍ଡା, (କେପିଏନ୍‌ଏସ୍‌) : ଭାରତ ର୍ୟୁରାଲ ଲାଇଭଲିହୁଡ ଫାଉଣ୍ଡେସନ ନୂଆଦିଲ୍ଲୀ ତରଫରୁ ଆୟୋଜିତ ରାଜ୍ୟର ରାଜଧାନୀ ଭୁବନେଶ୍ୱର ସ୍ଥିତ ହୋଟେଲ ପ୍ରେସିଡେନ୍ସିରେ ୨୦୨୫ - ୨୬ର ଶ୍ରମିକ ଶକ୍ତିସଂଘର କାର୍ଯ୍ୟ ଯଥା : ସଏଲଲେସ ନର୍ସରୀ, ପରିବେଶ ଅନୁକୂଳ ଚାଷ ଓ ଉତ୍ପାଦକ ଗୋଷ୍ଠୀର ଦକ୍ଷତା…
Read More...

ବଙ୍ଗୋମୁଣ୍ଡା ସାମ୍ବାଦିକ ଭବନ ପାଇଁ ଭୂମି ପୂଜନ କଲେ କଣ୍ଟାବାଞ୍ଜି ବିଧାୟକ

ବଙ୍ଗୋମୁଣ୍ଡା, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ଠାରେ ବଙ୍ଗୋମୁଣ୍ଡା ସାମ୍ବାଦିକ ଭବନ ନିର୍ମାଣ ପାଇଁ ଭୂମିପୂଜନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଥମେ ବଙ୍ଗୋମୁଣ୍ଡା ଗାଁର ଅଧିଷ୍ଠାତ୍ରୀ ଦେବୀ ମା' ଦ୍ୱାରସେନିଙ୍କ…
Read More...

୧୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ବଙ୍ଗୋମୁଣ୍ଡା ତହସିଲ କାର୍ଯ୍ୟାଳୟର କୋର୍ଟ ଅମିନଙ୍କୁ ଧରିଲା ଭିଜିଲାନ୍ସ

ବଙ୍ଗୋମୁଣ୍ଡା, (କେପିଏନ୍‌ଏସ୍‌) : ଭିଜିଲାନ୍ସ ଜାଲରେ ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ତହସିଲ କାର୍ଯ୍ୟାଳୟ କୋର୍ଟ ଅମିନ ନିର୍ମଳେନ୍ଦୁ କବି । ଏକ ପାଟିସନ ସୁଟକେଶ ପାଇଁ ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଭାଲୁମୁଣ୍ଡା ଗାଁର ହରେକୃଷ୍ଣ ମେହେରଙ୍କ ଠାରୁ ୧୫ ହଜାର ଟଙ୍କା ଲାଞ୍ଚ…
Read More...

କୁଆପଥର ମାଡ଼ରେ ଅମଳ ହୋଇଥିବା ଧାନ ଫସଲ ନଷ୍ଟ : ଚିନ୍ତାରେ ଚାଷୀ

ବଙ୍ଗୋମୁଣ୍ଡା, (କେପିଏନ୍‌ଏସ୍‌) : ଅଦିନିଆ ବର୍ଷା ସହ କୁଆପଥର ମାଡ଼ରେ ଅମଳ ହେବାକୁ ଥିବା ଏକର ଏକର ଧାନ ଚାଷ ନଷ୍ଟ ହୋଇଥିବା ବେଳେ ଚିନ୍ତାରେ ପଡିଯାଇଛନ୍ତି ଚାଷୀ । ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ବିଧାନସଭା କ୍ଷେତ୍ର ବଙ୍ଗୋମୁଣ୍ଡା ବ୍ଲକ ବରତୁଣ୍ଡା ଗାଁର ବିଶ୍ୱମ୍ଭର ଭୋଇ, ଅନିଲ ଭୋଇ,…
Read More...

ଚୁଲିଫୁଙ୍କା ଗାଁରେ ଷୋହଳ ପ୍ରହରୀ ନାମଯଜ୍ଞ ପାଇଁ କଳସ ଯାତ୍ରା

ବଙ୍ଗୋମୁଣ୍ଡା, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ ଚୁଲିଫୁଙ୍କା ଗ୍ରାମରେ ଷୋହଳ ପ୍ରହରୀ ନାମଯଜ୍ଞ ପାଇଁ କଳସ ଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଏଥିରେ କର୍ତ୍ତା ଭାବେ ପୂର୍ବତନ ପ୍ରଧାନ ଶିକ୍ଷକ କପିଳ ବେହେରା ଓ ତାଙ୍କ ସହଧର୍ମିଣୀ ରଙ୍ଗବତୀ ବେହେରା…
Read More...

ବଙ୍ଗୋମୁଣ୍ଡା ସାମ୍ବାଦିକ ସଂଘର ୧୩ ତମ ବାର୍ଷିକ ଉତ୍ସବ ସମାରୋହ

ସାମ୍ବାଦିକଙ୍କ ସୁରକ୍ଷା ସମ୍ମାନ ନିତାନ୍ତ ଜରୁରୀ ବଙ୍ଗୋମୁଣ୍ଡା, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟ ପରିସରରେ ବଙ୍ଗୋମୁଣ୍ଡା ସାମ୍ବାଦିକ ସଂଘର ୧୩ ତମ ବାର୍ଷିକ ଉତ୍ସବ ସମାରୋହ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ…
Read More...

ଦାଦନଗଡ଼ରେ ଜୈବିକ ଚାଷ କରି ନିଜେ ସ୍ୱାବଲମ୍ବୀ ହେବା ସହ ଅନ୍ୟମାନଙ୍କୁ ଦେଇଛନ୍ତି ରୋଜଗାର

ବଙ୍ଗୋମୁଣ୍ଡା, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ବିଧାନସଭା କ୍ଷେତ୍ର ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ ଝଲପ ଗାଁର ମହିଳା ଚାଷୀ ଶୃଙ୍ଖଳା ପୁଟେଲ । ଚାଷ ପ୍ରତି ତାଙ୍କର ବହୁତ ଆଗ୍ରହ । ବହୁ ପରିଶ୍ରମ କରି ନିଜ ସ୍ୱାମୀଙ୍କ ସହ ଏକର ଏକର ଚାଷ ଜମିରେ ପନିପରିବା ଚାଷକରି ନିଜେ…
Read More...

କୁଦୋଭଟାରେ ମା’ ତାରିଣୀଙ୍କ ମନ୍ଦିର ପ୍ରତିଷ୍ଠା ଓ ପଞ୍ଚକୁଣ୍ଡ ମହାଯଜ୍ଞ ଅନୁଷ୍ଠିତ

ବଙ୍ଗୋମୁଣ୍ଡା, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା-କଣ୍ଟାବାଞ୍ଜି ୪୨ ନମ୍ବର ରାଜ୍ୟ ରାଜପଥ ତଥା ମୁରିବାହାଲ ବ୍ଲକ ଅନ୍ତର୍ଗତ କୁଦୋଭଟାରେ ମା' ତାରିଣୀଙ୍କ ଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ନବ ନିର୍ମିତ ମନ୍ଦିର ପ୍ରତିଷ୍ଠା ଓ ପଞ୍ଚକୁଣ୍ଡ ମହାଯଜ୍ଞ ଅନୁଷ୍ଠିତ…
Read More...

କପିଲାଭଟାରେ ଆସୁନି ୫-ଜି ନେଟୱର୍କ : ଗ୍ରାହକ ହଇରାଣ

ବଙ୍ଗୋମୁଣ୍ଡା, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ବିଧାନସଭା କ୍ଷେତ୍ର ବଙ୍ଗୋମୁଣ୍ଡା ବ୍ଲକ କପିଲାଭଟା ଗାଁରେ ଆସୁନି ୫-ଜି ନେଟୱର୍କ । ନେଟୱର୍କ ଆସୁନଥିବାରୁ ଗ୍ରାହକମାନେ ହଇରାଣ ହେଉଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି । କପିଲାଭଟା ପଞ୍ଚାୟତ ହେଡ କ୍ୱାର୍ଟର ହୋଇଥିବା…
Read More...

ବଙ୍ଗୋମୁଣ୍ଡାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହାଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ

ବଙ୍ଗୋମୁଣ୍ଡା, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ବିଧାନସଭା କ୍ଷେତ୍ର ବଙ୍ଗୋମୁଣ୍ଡା ଉଗ୍ରେସନ ଭବନ ଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ବର୍ଗ ବଙ୍ଗୋମୁଣ୍ଡା ମଣ୍ଡଳ ସ୍ତରୀୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ଭାରତ ମାତା ଓ ଶ୍ୟାମପ୍ରସାଦ…
Read More...