Browsing Tag

bangomunda news

ବଙ୍ଗୋମୁଣ୍ଡାରେ ପ୍ରଧାନମନ୍ତ୍ରୀ ଭାରତୀୟ ଜନ ଔଷଧି କେନ୍ଦ୍ରକୁ ଉଦ୍‌ଘାଟନ କଲେ କଣ୍ଟାବାଞ୍ଜି ବିଧାୟକ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା- ଖଡ଼ିଆଳ ୫୯ ନମ୍ବର ଜାତୀୟ ରାଜପଥ ପାର୍ଶ୍ଵରେ ଥିବା ଚୁଲିଫୁଙ୍କା ଛକ ଠାରେ ଆଜି ପ୍ରଧାନମନ୍ତ୍ରୀ ଭାରତୀୟ ଜନ ଔଷଧି କେନ୍ଦ୍ର ଉଦ୍‌ଘାଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଶ୍ରୀ ଗଣେଶଙ୍କ ଫଟୋ
Read More...

ଭୁବନେଶ୍ୱରରେ ବେଷ୍ଟ ରିପୋର୍ଟର ଆୱାର୍ଡରେ ସମ୍ବର୍ଦ୍ଧିତ ହେଲେ କଣ୍ଟାବାଞ୍ଜିର ସାମ୍ବାଦିକ ହୁଲେଶ୍ୱର ହଂସ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ରାଜ୍ୟର ରାଜଧାନୀ ଭୁବନେଶ୍ୱର ସ୍ଥିତ ସିମ୍ ଫୋନି ମଲ୍‌ କନ୍‌ଫରେନ୍ସ ହଲ୍‌ ଠାରେ ଅର୍ଗସ ନ୍ୟୁଜର ତୃତୀୟ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ବେଷ୍ଟ ରିପୋର୍ଟର ଆୱାର୍ଡରେ ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ଅର୍ଗସ ପ୍ରତିନିଧି ତଥା
Read More...

ଗ୍ରାମ ପଞ୍ଚାୟତ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଓ ସଚେତନତା କାର୍ଯ୍ୟକ୍ରମ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ ଭୁର୍ଷାଗୁଡା ପଞ୍ଚାୟତ କାର୍ଯ୍ୟାଳୟ ଠାରେ ଆଜି ଗ୍ରାମ ପଞ୍ଚାୟତସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଓ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଭୁର୍ଷାଗୁଡ଼ା ଗ୍ରାମ
Read More...

ବଙ୍ଗୋମୁଣ୍ଡା ବ୍ଲକର ନୂତନ ୧୭୩ ଭତ୍ତା ବଣ୍ଟନ କଲେ କଣ୍ଟାବାଞ୍ଜି ବିଧାୟକ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ କାର୍ଯ୍ୟାଳୟ ଠାରେ ୧୭୩ ଗୋଟି ନୂତନ ଭତ୍ତା ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେରେ ଆୟୋଜିତ କାର୍ଯ୍ୟକ୍ରମରେ ବଙ୍ଗୋମୁଣ୍ଡା ବିଡିଓ ବାସନ୍ତୀ ସେଠୀଙ୍କ ସଭାପତିତ୍ୱରେ ମୁଖ୍ୟ ଅତିଥି ଭାବେ
Read More...

ଭାଲୁମୁଣ୍ଡା ପଞ୍ଚାୟତସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ ଭାଲୁମୁଣ୍ଡା ପଞ୍ଚାୟତ କାର୍ଯ୍ୟାଳୟ ଠାରେ ଆଜି ଗ୍ରାମପଞ୍ଚାୟତ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଓ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଭାଲୁମୁଣ୍ଡା ପଞ୍ଚାୟତ
Read More...

ମୃତକଙ୍କ ପରିବାରକୁ ଭେଟି ସହାୟତାର ହାତ ବଢ଼ାଇଲେ କପିଲାଭଟା ପଞ୍ଚାୟତର ଯୁବ ସମିତି ସଭ୍ୟ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ କପିଲାଭଟା ଗାଁର ମୃତକଙ୍କ ପରିବାରକୁ ଭେଟି ସହାୟତାର ହାତ ବଢ଼ାଇଛନ୍ତି କପିଲାଭଟା ଗ୍ରାମ ପଞ୍ଚାୟତର ଯୁବ ସମିତି ସଭ୍ୟ କେଦାର ଭୋଇ । ସୂଚନା ଅନୁସାରେ, କପିଲାଭଟା ଗାଁର ଭିକାରୀ ହଂସ ଗତ କିଛି ଦିନ ତଳେ କୌଣସି
Read More...

ବ୍ଲକସ୍ତରୀୟ ୭୭ତମ ସ୍ୱାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ସଦର ସର୍ବସାଧାରଣ ଖେଳ ପଡିଆ ଠାରେ ହେବାକୁ ଥିବା ବ୍ଲକସ୍ତରୀୟ ୭୭ତମ ସ୍ୱାଧୀନତା ଦିବସ ପାଳନ ପାଇଁ ଆଜି ବଙ୍ଗୋମୁଣ୍ଡା ବ୍ଲକ କାର୍ଯ୍ୟାଲୟ ଠାରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ
Read More...

ବଙ୍ଗୋମୁଣ୍ଡାରେ ଶ୍ରୀମଦ ଭାଗବତ ସପ୍ତାହ କଥାମୃତ ପାଇଁ କଳସ ଶୋଭାଯାତ୍ରା

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ଅଗ୍ରସେନ ଭବନ ଠାରେ ଶ୍ରୀମଦ ଭାଗବତ ସପ୍ତାହ କଥାମୃତ ପାଇଁ ଆଜି କଳସ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି । ବଙ୍ଗୋମୁଣ୍ଡା ଅଗ୍ରସେନ ଭବନ ଠାରେ ସ୍ୱଶକ୍ତି ଜାଗରଣ ସେବା ସଂସ୍ଥାନ ବ୍ରହ୍ମପୁର ଓ ସାର୍ବଜନୀନ ଶ୍ରୀମଦ
Read More...

ଗ୍ରାମ ପଞ୍ଚାୟତସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଓ ସଚେତନତା କାର୍ଯ୍ୟକ୍ରମ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ ବଲଧା ପଞ୍ଚାୟତ କାର୍ଯ୍ୟାଳୟ ଠାରେ ଆଜି ଗ୍ରାମ ପଞ୍ଚାୟତସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଓ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ବଲଧା ଗ୍ରାମ ପଞ୍ଚାୟତ ସରପଞ୍ଚ
Read More...

ଦେଢ଼ଗାଁରେ ପଞ୍ଚାୟତସ୍ତରୀୟ ସାମାଜିକ ସମୀକ୍ଷା ଗ୍ରାମସଭା ବୈଠକ ଅନୁଷ୍ଠିତ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ ଦେଢ଼ଗାଁ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ଠାରେ ଆଜି ପଞ୍ଚାୟତସ୍ତରୀୟ ସାମାଜିକ ସମୀକ୍ଷା ଗ୍ରାମସଭା ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ପଞ୍ଚାୟତର କାର୍ଯ୍ୟନିର୍ବାହୀ
Read More...