ଭାଲୁମୁଣ୍ଡା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ କଣ୍ଟାବାଞ୍ଜି ସଙ୍କୁଳ ସ୍ତରୀୟ କ୍ରୀଡ଼ା ସମାରୋହ ଅନୁଷ୍ଠିତ
ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ ଭାଲୁମୁଣ୍ଡା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ କଣ୍ଟାବାଞ୍ଜି ସଙ୍କୁଳ ସ୍ତରୀୟ କ୍ରୀଡ଼ା ସମାରୋହ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଭାଲୁମୁଣ୍ଡା ହନୁମାନ ମନ୍ଦିର ଠାରୁ ବିରାଟ ଶୋଭାଯାତ୍ରାରେ!-->…
Read More...
Read More...