ଗୋହିରାପଦର ଗାଁରେ ଜଗନ୍ନାଥ ମନ୍ଦିର କୁମ୍ଭଭରଣ ଉତ୍ସବ
ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଗୋହିରାପଦର ଗ୍ରାମରେ ଜଗନ୍ନାଥ ମନ୍ଦିରର କୁମ୍ଭଭରଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଗତକାଲି ସନ୍ଧ୍ୟାରେ ସ୍ଥାନୀୟ ଏକ ପୋଖରୀରୁ ବିରାଟ ଶୋଭାଯାତ୍ରାରେ ବାହାରି କଳସ ଆଣି ମନ୍ଦିରରେ ସ୍ଥାପନ କରାଯାଇଥିଲା । ଏହି!-->…
Read More...
Read More...