ବଙ୍ଗୋମୁଣ୍ଡାରେ ଜାତୀୟ ପ୍ରେସ ଦିବସ ପାଳନ ନେଇ ପ୍ରସ୍ତୁତି ବୈଠକ
ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡାଠାରେ ଆଜି ବଙ୍ଗୋମୁଣ୍ଡା ସାମ୍ବାଦିକ ସଂଘ ପକ୍ଷରୁ ଜାତୀୟ ପ୍ରେସ ଦିବସ ପାଳନ ନେଇ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକ ସଂଘର ସଭାପତି ରଶ୍ମିରଞ୍ଜନ ପୁଟେଲଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିଲା ।!-->…
Read More...
Read More...