ଯୁରାବନ୍ଧ କପିଳେଶ୍ଵର ଯୁବକ ସଂଘ ପକ୍ଷରୁ ନୂଆଁଖାଇ ଭେଟ୍ଘାଟ୍
ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଯୁରାବନ୍ଧ ଗ୍ରାମରେ ଥିବା କପିଳେଶ୍ଵର ଯୁବକ ସଂଘ ଆନୁକୂଳ୍ୟରେ ନୂଆଁଖାଇ ଭେଟ୍ଘାଟ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବରେ କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ, ସମ୍ମାନିତ!-->…
Read More...
Read More...