Browsing Tag

bangomunda news

ମାଁ ସାହାଜି ଯୁବକ ସଂଘ କପିଲାଭଟାର ଭବନ ନିର୍ମାଣ ପାଇଁ ଉପମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକର ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ ମାଁ ସାହାଜି ଯୁବକ ସଂଘ କପିଲାଭଟାର ସ୍ଥାୟୀ ଭବନ ନିର୍ମାଣ ପାଇଁ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି । କଣ୍ଟାବାଞ୍ଜି ନିର୍ବାଚନ
Read More...

ସିନ୍ଧେକେଲା ସେବା ସମବାୟ ସମିତି ଲିଂ ଚାଷୀଙ୍କୁ ଠିକ୍‌ ସମୟରେ ଋଣ ଅର୍ଥ ଆଦାୟ ସୂଚନା ନଦେବାରୁ ଚାଷୀ ବାଧ୍ୟ ହୋଇ ଅଧିକ…

ବାଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ ସିନ୍ଧେକେଲାର ଚାଷି ମକୁନ୍ଦ ଥନାପତି ଓ ସେବେନ୍ଦ୍ର ଦଲାଇ ଚଳିତ ୨୦୨୪ ଖରିପ ଋତୁ ଆର୍ଥିକ ବର୍ଷରେ ଠିକ୍‌ ସମୟ ଅନୁଯାଇ ଋଣ ପ୍ରତିଶୋଧ ସୂଚନା ନପାଇ କୃଷି ଋଣ ସୁଝିବାରେ ବାଧ୍ୟ ହୋଇଛନ୍ତି ଦୁଇ ଚାଷୀ
Read More...

କଣ୍ଟାବାଞ୍ଜି ବିଧାୟକ ଓ ଜିଲ୍ଲା ବିଜେପି ସଭାପତିଙ୍କୁ ରାଣୀପୁର ଝରିଆଲ ଟ୍ରଷ୍ଟ କମିଟି ତରଫରୁ ସ୍ୱାଗତ ସମ୍ବର୍ଦ୍ଧନା

ଡବଲ ଇଞ୍ଜିନ୍‌ ସରକାର ପୀଠର ବିକାଶ କରିବ : ଜିଲ୍ଲା ସଭାପତି ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀରେ ଥିବା ସର୍ବପ୍ରାଚୀନ ତଥା ଦେଶର ଅନନ୍ୟ ଯୋଗିନୀ ପୀଠ ରାଣୀପୁର ଝରିଆଲରେ ମନ୍ଦିର ଟ୍ରଷ୍ଟ କମିଟି ତରଫରୁ ନବନିର୍ବାଚିତ
Read More...

ବେଲପଡାରେ ‘ଏକ ପେଡ୍‌ ମାଁ କେ ନାମ’ କାର୍ଯ୍ୟକ୍ରମ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଙ୍ଗୋମୁଣ୍ଡା ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ବେଲପଡା ପିଏଚ୍‌ସି ଠାରେ 'ଏକ ପେଡ୍‌ ମାଁ କେ ନାମ' କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମେଡିକାଲ୍‌ ଅଫିସର ଡାକ୍ତର ଅମିର ମେହେର, ସମ୍ମାନିତ ଅତିଥି ଭାବରେ ଡାକ୍ତର ବିଶ୍ୱମ୍ଭର ମେହେର ଓ ଉଦ୍ୟାନ ବିଭାଗର
Read More...

ବ୍ଲକସ୍ତରୀୟ ବକ୍ତୃତା, କବିତା ଆବୃତ୍ତି, ସାଧାରଣ ଜ୍ଞାନ ଓ ଓଡ଼ିଆ ପ୍ରବନ୍ଧ ପ୍ରତିଯୋଗିତା ଅନୁଷ୍ଠିତ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ସଦର ଠାରେ ଥିବା ବଙ୍ଗୋମୁଣ୍ଡା ଚମାର ମେହେର ଉଚ୍ଚ ବିଦ୍ୟାଳୟ ଠାରେ ଆଜି ବ୍ଲକସ୍ତରୀୟ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଆୟୋଜିତ କାର୍ଯ୍ୟକ୍ରମରେ ବଙ୍ଗୋମୁଣ୍ଡା କ୍ଲଷ୍ଟରର ସିଆର୍‌ସିସି
Read More...

ବଙ୍ଗୋମୁଣ୍ଡା ବ୍ଲକ ସାମ୍ବାଦିକ ସଂଘ ଓ ବନ ବିଭାଗ ପକ୍ଷରୁ ୭୫ତମ ବନ ମହୋତ୍ସବ ସପ୍ତାହ ପାଳିତ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ସାମ୍ବାଦିକ ସଂଘ ଓ ବନ ବିଭାଗ ପକ୍ଷରୁ ୭୫ତମ ବନ ମହୋତ୍ସବ ସପ୍ତାହ ମହାସମାରୋହରେ ପାଳିତ ହୋଇଯାଇଛି । ଆୟୋଜିତ କାର୍ଯ୍ୟକ୍ରମରେ ବଙ୍ଗୋମୁଣ୍ଡା ବନାଞ୍ଚଳଧିକାରୀ ପଦ୍ମନାଭ କୁମ୍ଭାରଙ୍କ ତତ୍ୱାବଧାନରେ
Read More...

ବେଲପଡା ପଂଚାୟତ ହାଇସ୍କୁଲର କ୍ରୀଡ଼ା ଶିକ୍ଷକଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ ବେଲପଡା ପଂଚାୟତ ହାଇସ୍କୁଲର କ୍ରୀଡ଼ା ଶିକ୍ଷକ ଶ୍ରୀପତି ଷାଣ୍ଡଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ଦିଆଯାଇଛି । ଆୟୋଜିତ କାର୍ଯ୍ୟକ୍ରମରେ ବିଦ୍ୟାଳୟର ପ୍ରଧାନଶିକ୍ଷକ ରସାନନ୍ଦ ମହାପାତ୍ରଙ୍କ
Read More...

ଅଲଣ୍ଡାରେ ଜନ ଅଭିଯୋଗ ଶୁଣାଣି ଶିବିର

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଅଲଣ୍ଡା ପଞ୍ଚାୟତ କାର୍ଯ୍ୟାଳୟ ଠାରେ ପଞ୍ଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣି ଓ ସଚେତନତା ଶିବିର ଅନୁଷ୍ଠିତ ହୋଇଥିଲା । ସରପଞ୍ଚ ନିବେଦିତା ବାଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଅଭିଯୋଗ ଶୁଣାଣି ଶିବିରରେ ବ୍ଲକ
Read More...

ବଙ୍ଗୋମୁଣ୍ଡାରେ କ୍ଲଷ୍ଟର ସ୍ତରୀୟ ବିଭିନ୍ନ ପ୍ରତିଯୋଗିତା

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ବଙ୍ଗୋମୁଣ୍ଡା ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଆଜି କ୍ଲଷ୍ଟର ସ୍ତରୀୟ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଆୟୋଜିତ କାର୍ଯ୍ୟକ୍ରମରେ ବଙ୍ଗୋମୁଣ୍ଡା କ୍ଳଷ୍ଟରର ସିଆର୍‌ସିସି ଜିତାମିତ୍ର
Read More...

ବ୍ଲକ ସାମ୍ବାଦିକ ସଂଘ ଭବନ ପାଇଁ ଜମି ଯୋଗାଇବା ନେଇ ତହସିଲଦାରଙ୍କୁ ଦାବିପତ୍ର ପ୍ରଦାନ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ସାମ୍ବାଦିକ ସଂଘର ଭବନ ନିର୍ମାଣ ପାଇଁ ଜମି ଯୋଗାଇ ଦେବା ପାଇଁ ବଙ୍ଗୋମୁଣ୍ଡା ତହସିଲଦାରଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି । ବଙ୍ଗୋମୁଣ୍ଡା ବ୍ଲକ ସାମ୍ବାଦିକ ସଂଘର ସଭାପତି ରଶ୍ମିରଞ୍ଜନ ପୁଟେଲଙ୍କ
Read More...