ପିପଲମୁଣ୍ଡାରେ ବଙ୍ଗୋମୁଣ୍ଡା କ୍ଲଷ୍ଟରସ୍ତରୀୟ ଶିକ୍ଷକଙ୍କୁ ନେଇ ବୈଠକ
ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଖଇରା ପଂଚାୟତ ଅନ୍ତର୍ଗତ ପିପଲମୁଣ୍ଡା ଗ୍ରାମରେ ଥିବା ପ୍ରାଥମିକ ବିଦ୍ୟାଳୟ ଠାରେ ଆଜି ବଙ୍ଗୋମୁଣ୍ଡା କ୍ଲଷ୍ଟରସ୍ତରୀୟ ଶିକ୍ଷକମାନଙ୍କୁ ନେଇ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ବଙ୍ଗୋମୁଣ୍ଡା କ୍ଲଷ୍ଟର!-->…
Read More...
Read More...