ରତ୍ନାକର ବାଗ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟ : କୁରସୁଡ଼ ଓ ବଙ୍ଗୋମୁଣ୍ଡା ବିଜୟୀ
ବଙ୍ଗୋମୁଣ୍ଡା, (ଅର୍ଜୁନ କଜମାର ହଂସ ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ କପିଲାଭଟା ଓ ତାଳଭଟା ଗ୍ରାମବାସୀଙ୍କ ମିଳିତ ଆନୁକୂଲ୍ୟରେ ମା' ସାହାଜି ଯୁବକ ସଂଘର ସହଯୋଗରେ ଚାଲିଥିବା ରତ୍ନାକର ବାଗ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟ ଆଜି ଷଷ୍ଠ ଦିବସରେ ପହଞ୍ଚିଛି । ଷଷ୍ଠ ଦିବସରେ ମୁଖ୍ୟ!-->…
Read More...
Read More...