ବଙ୍ଗୋମୁଣ୍ଡା ବ୍ଲକରେ ମିଳିତ ଜନ ଅଭିଯୋଗ ଶିବିର ଅନୁଷ୍ଠିତ
ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ କାର୍ଯ୍ୟାଳୟଠାରେ ମିଳିତ ଜନ ଅଭିଯୋଗ ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ବଲାଙ୍ଗିର ଏସ୍ପି ଋଷିକେଶ ଖିଲାରୀ ଓ ପ୍ରକଳ୍ପ ନିର୍ଦେଶକ ସୁଶାନ୍ତ ସିଂ ଯୋଗ ଦେଇ ଲୋକଙ୍କ ଆପତ୍ତି ଅଭିଯୋଗ ଶୁଣିଥିଲେ । ଏହି!-->…
Read More...
Read More...