Browsing Tag

bangomunda news

ଅନୁସୂଚିତ ଜାତି ତାଲିକାରୁ କେଉଁଟ, କୈବର୍ତ୍ତ ଓ ଧୀବର ହଟାଓ ଦାବି ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର…

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ଅନୁସୂଚିତ ଜାତି ତାଲିକାରୁ କେଉଁଟ, କୈବର୍ତ୍ତ ଓ ଧୀବର ହଟାଓ ଦାବି ନେଇ ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ବଙ୍ଗୋମୁଣ୍ଡା ତହସିଲଦାରଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରାଯାଇଛି ।
Read More...

ପୂର୍ବତନ ଛାତ୍ରଛାତ୍ରୀଙ୍କୁ ପ୍ରଶଂସା ପତ୍ର ବଣ୍ଟନ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ମୋ ସ୍କୁଲ ଅଭିଯାନ ତରଫରୁ ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକର ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ଗନ୍ଧର୍ଲାରେ ବିଦ୍ୟାଳୟର ପୂର୍ବତନ ଛାତ୍ରଛାତ୍ରୀଙ୍କୁ ପ୍ରଶଂସା ପତ୍ର ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଗନ୍ଧର୍ଲା ଗ୍ରାମ
Read More...

ବଙ୍ଗୋମୁଣ୍ଡାକୁ ଏନ୍ଏସିର ମାନ୍ୟତା ଦାବି ନେଇ ସ୍ମାରକପତ୍ର ପ୍ରଦାନ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ପଞ୍ଚାୟତକୁ ଏନ୍ଏସିର ମାନ୍ୟତା ଦାବି ନେଇ ସ୍ମାରକପତ୍ର ପ୍ରଦାନ କରାଯାଇଛି । ଆଜି ପୂର୍ବତନ ବଲାଙ୍ଗିର ସାଂସଦ ତଥା ବର୍ତ୍ତମାନ ହାଉସିଂ ବୋର୍ଡ ଅଧ୍ୟକ୍ଷ କଳିକେଶ ନାରାୟଣ ସିଂହଦେଓଙ୍କ ବାସଭବନରେ ବଙ୍ଗୋମୁଣ୍ଡା
Read More...

ରାଣୀପୁରଝରିଆଲରେ ପୁଣିଥରେ ଦେଖିବାକୁ ମିଳିଛି ବିଦେଶୀ ପର୍ଯ୍ୟଟକଙ୍କ ଭିଡ଼

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକର ଉପାନ୍ତ ଇଲାକାରେ ଥିବା ରାଣୀପୁରଝରିଆଲରେ ପୁଣିଥରେ ଦେଖିବାକୁ ମିଳିଛି ବିଦେଶୀ ପର୍ଯ୍ୟଟକଙ୍କ ଭିଡ଼ । କିଛିଦିନ ତଳେ ଫ୍ରାନ୍ସର ପର୍ଯ୍ୟଟକମାନେ ମନ୍ଦିର ମାଳିନୀ ରାଣୀପୁରଝରିଆଲ ପରିଭ୍ରମଣ କରି ଫେରିଥିବା
Read More...

ବିଶାଳ ଶଙ୍ଖ ଜନସମ୍ପର୍କ ସମାବେଶ ଅନୁଷ୍ଠିତ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀ ମୁରିବାହାଲ ବ୍ଲକ ଗୁରୁଣ୍ଡା ଖେଳ ପଡିଆଠାରେ ଓଡିଶାର ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୮ତମ ଜନ୍ମ ଜୟନ୍ତୀ ଅବସରରେ ବିଶାଳ ଶଙ୍ଖ ଜନସମ୍ପର୍କ ସମାବେଶ ଅନୁଷ୍ଠିତ ହୋଇଥିଲା । ବଲାଙ୍ଗିର ଜିଲ୍ଲା
Read More...

ବିଧାୟକ ପାଣ୍ଠିରୁ ୭ ଗୋଟି ପ୍ରକଳ୍ପ ପାଇଁ କାର୍ଯ୍ୟାଦେଶ ବଣ୍ଟନ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ସଭାଗୃହଠାରେ ଆଜି ବିଧାୟକ ପାଣ୍ଠିରୁ ବ୍ଲକର ବିଭିନ୍ନ ପଞ୍ଚାୟତର ୭ ଗୋଟି ପ୍ରକଳ୍ପର କାର୍ଯ୍ୟାଦେଶ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କଣ୍ଟାବାଞ୍ଜି
Read More...

କପିଲାଭଟାରେ କଂଗ୍ରେସ କର୍ମୀ ସମ୍ମିଳନୀ ସହ ମିଶ୍ରଣ ପର୍ବ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ କପିଲାଭଟା ପଞ୍ଚାୟତ ରାଜୀବ ଗାନ୍ଧୀ ସେବାକେନ୍ଦ୍ରଠାରେ ଆଜି କଂଗ୍ରେସ କର୍ମୀ ସମ୍ମିଳନୀ ସହ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି । ଆୟୋଜିତ କଂଗ୍ରେସ କର୍ମୀ ସମ୍ମିଳନୀରେ ବଙ୍ଗୋମୁଣ୍ଡା ବ୍ଲକ କଂଗ୍ରେସ କମିଟିର
Read More...

ଭାଲୁମୁଣ୍ଡା ବଜାରରେ ଜୈବିକ ଉତ୍ପାଦିତ ପନିପରିବା ବିକ୍ରି

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଭାଲୁମୁଣ୍ଡା ହାଟରେ ଜୈବିକ ଉତ୍ପାଦିତ ପନିପରିବା ଯଥା ବାଇଗଣ, ଟମାଟୋ, ସଜନା, ଲଟି କନ୍ଦା ଶାଗ ଇତ୍ୟାଦି ବିକ୍ରି କରାଯାଇଥିଲା । ଏହା ପଂଚାୟତ ପ୍ରତିନିଧିଙ୍କ ଦ୍ୱାରା ଶୁଭାରମ୍ଭ କରାଯାଇଥିଲା । ଏହି
Read More...

ମହିଳା ସାମୁକ୍ଷ୍ୟ ଫାର୍‌ମର୍ସ ପ୍ରଡ୍ୟୁସର କମ୍ପାନୀ ଦ୍ୱାରା ସଜନା ବ୍ୟବସାୟ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ଚଳିତ ବର୍ଷ ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଳକର ବିଭିନ୍ନ ଗ୍ରାମରୁ ଏପିସି ପ୍ରୋଜେକ୍ଟ ଦ୍ୱାରା ପରିଚାଳିତ ଉତ୍ପାଦକ ଗୋଷ୍ଠୀର ସଭ୍ୟାଙ୍କଠାରୁ ସଜନାଛୁଇଁ ଉଚିତ୍ ମୂଲ୍ୟରେ କ୍ରୟ କରି ମହିଳା ସାମୁକ୍ଷ୍ୟ ଫାର୍‌ମର୍ସ ପ୍ରଡ୍ୟୁସର କମ୍ପାନୀ ବିଭିନ୍ନ
Read More...

କପିଲାଭଟାରେ ମୋ ବ୍ୟାଙ୍କ ଉଦ୍‌ଘାଟିତ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକର କପିଲାଭଟା ଗ୍ରାମ ପଞ୍ଚାୟତ ରାଜୀବ ଗାନ୍ଧୀ ସେବା କେନ୍ଦ୍ରଠାରେ ମୋ ବ୍ୟାଙ୍କ ଉଦ୍‌ଘାଟିତ ହୋଇଯାଇଛି । ସାରା ଓଡ଼ିଶାରେ ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉକ୍ତ ବ୍ୟାଙ୍କଙ୍କୁ
Read More...