ବଙ୍ଗୋମୁଣ୍ଡରେ ୩୭ତମ ଧନୁଯାତ୍ରା ମହୋତ୍ସବ ପାଇଁ ଶୁଭଖମ୍ବ ସ୍ଥାପନ
ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗୀର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ସଦର ସ୍ଥିତ ସର୍ବସାଧାରଣ ଖେଳପଡ଼ିଆ ଠାରେ ଚଳିତ ବର୍ଷ ୩୭ତମ ଧନୁଯାତ୍ରା ମହୋତ୍ସବ ପାଳନ ପାଇଁ ଶୁଭଖମ୍ବ ସ୍ଥାପିତ ହୋଇଯାଇଛି । ପୂଜାରେ କର୍ତ୍ତା ଭାବେ ଅଶୋକ ହଂସ ଦାୟିତ୍ୱ ନେଇଥିବା ବେଳେ ପୂଜକ ଭାବେ ହରିହର!-->…
Read More...
Read More...