ବଙ୍ଗୋମୁଣ୍ଡା ପଞ୍ଚାୟତ ସମିତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ରେଡ୍କ୍ରସ୍ ବିଭାଗ ତରଫରୁ ରକ୍ତଦାନ ଶିବିର
ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ସଦର ଠାରେ ଥିବା ପଞ୍ଚାୟତ ସମିତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଏକ ରକ୍ତଦାନ ଶିବିର ଆୟୋଜନ କରାଯାଇଛି । ଯୁବ ରେଡ୍କ୍ରସ୍ ବିଭାଗ ପକ୍ଷରୁ ଆୟୋଜିତ ଏହି ଶିବିରକୁ ବଙ୍ଗୋମୁଣ୍ଡା ବ୍ଲକର ବିଡ଼ିଓ ଶଙ୍କର୍ଷଣ!-->…
Read More...
Read More...