Browsing Tag

bangomunda news

ଅସୁସ୍ଥ କଣ୍ଠଶିଳ୍ପୀ ପ୍ରକାଶ ଜାଲଙ୍କୁ ମେଡିକାଲରେ ଭର୍ତ୍ତି କଲେ କଣ୍ଟାବାଞ୍ଜି ବିଧାୟକ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ମାଟିର ଗରିବ ଦୁଃଖ ସୁଖର ସାଥୀ ଚାଷୀ ପୁଅ । ଭାରତୀୟ ଜନତା ପାର୍ଟିର କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗଙ୍କ ଦ୍ଵାରା ପଶ୍ଚିମ ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ପ୍ରକାଶ ଜାଲଙ୍କୁ ଗାଡ଼ିରେ ବଲାଙ୍ଗିର ମୁଖ୍ୟ
Read More...

ପାତଳପଡ଼ା ଗ୍ରାମୀଣ କ୍ରିକେଟ କପ ଉଦଘାଟିତ

ଉଦଘାଟନି ମ୍ୟାଚରେ ଗୋହିରା ପଦରକୁ ହରାଇ ନଙ୍ଗଲାଜୁରୀ ଦଳ ବିଜୟୀ ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଚୁଲିଫୁଙ୍କା ପଞ୍ଚାୟତ ପାତଲପଡ଼ା ଗାଁରେ ପ୍ରଥମେ ଅଧିଷ୍ଠାତ୍ରୀ ଦେବୀଙ୍କୁ ପୂଜାର୍ଚ୍ଚନା ପରେ ମଶାଲ ଶୋଭାଯାତ୍ରା ବାହାରିଥିଲା । ଗାଁ
Read More...

ତେଲିପଦର ଗାଁରେ ଭାରତୀୟ ହ୍ୟୁମାନ ରାଇଟ କାଉନସିଲ ପକ୍ଷରୁ କମ୍ବଳ ଓ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଖଇରା ପଞ୍ଚାୟତ ତେଲିପଦର ଗାଁରେ ଅସହାୟ ବୃଦ୍ଧ ବୃଦ୍ଧାମାନଙ୍କୁ ଭାରତୀୟ ହ୍ୟୁମାନ ରାଇଟ କାଉନସିଲ ପକ୍ଷରୁ କମ୍ବଳ ବଣ୍ଟନ କରାଯିବା ସହ ଓ ଜନ ସଚେତନତା କାର୍ଯ୍ୟକ୍ରମ ରାଜ୍ୟ ସଭାପତି ମହମ୍ମଦ ମୁସ୍ତଫାଙ୍କ
Read More...

ଚଉଷଠି ଯୁଗନୀ ସାହିତ୍ୟ କଳା ପରିଷଦ ପକ୍ଷରୁ ମକର ମିଳନ ଉତ୍ସବ

ଲୋକ କଳା, ଲୋକ କଥା, ଲୋକ ନାଚ, ଲୋକ ଗୀତକୁ ପୁନରୁଦ୍ଧାର କରିବା ପାଇଁ ଆହ୍ୱାନ ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ସଦର ଠାରେ ଥିବା ଦିବ୍ୟ ଚେତନା ମହିମା ସନ୍ଥ ଭୀମ ଭୋଇ ଗୁରୁକୁଳ ଆଶ୍ରମରେ ବଙ୍ଗୋମୁଣ୍ଡା ଚଉଷଠି ଯୁଗନୀ ସାହିତ୍ୟ କଳା ପରିଷଦ
Read More...

ରାଷ୍ଟ୍ରୀୟ ଯୁବ ଦିବସ ପାଳିତ

ବଙ୍ଗୋମୁଣ୍ଡା, (କେପିଏନ୍‌ଏସ୍‌) : ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ ବଙ୍ଗୋମୁଣ୍ଡା ତରଫରୁ ବଙ୍ଗୋମୁଣ୍ଡା ଡିଗ୍ରୀ ମହାବିଦ୍ୟାଳୟ, ପ୍ରଶ୍ନପାଳ ମହାବିଦ୍ୟାଳୟ ଭୁଲୁମୁଣ୍ଡା, ଓଡିଶା ଆଦର୍ଶ ବିଦ୍ୟାଳୟ ଭାଲୁମୁଣ୍ଡା, ଓ ଗ୍ରାମ ପଂଚାୟତ ଉଚ୍ଚ ବିଦ୍ୟାଳୟ କପିଳାଭଟାରେ ରାଷ୍ଟ୍ରୀୟ ଯୁବ ଦିବସ ତଥା
Read More...

ଭୁର୍ଷାଗୁଡା ନୂତନ ସ୍ଥାୟୀ ପଞ୍ଚାୟତ କାର୍ଯ୍ୟାଳୟ ଉଦଘାଟିତ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଳକ ଅନ୍ତର୍ଗତ ଭୁର୍ଷାଗୁଡା ପଞ୍ଚାୟତର ନବ ନିର୍ମିତ ସ୍ଥାୟୀ କାର୍ଯ୍ୟାଳୟ ଉଦଘାଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପଞ୍ଚାୟତ ଗଠନର ଦୀର୍ଘ ବର୍ଷ ପରେ ପଞ୍ଚାୟତର ନୂତନ ପଞ୍ଚାୟତ କାର୍ଯ୍ୟାଳୟ ଉଦ୍ଘାଟନ ହୋଇଛି
Read More...

କଂଗ୍ରେସ ପକ୍ଷରୁ ଫୁଟବଲ ଟୁର୍ଣ୍ଣାମେଣ୍ଟ : ବଗାଡ଼ ବିଜୟୀ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ଟିଟିଲାଗଡ଼ ବ୍ଲକ ଅନ୍ତର୍ଗତ କୁରସୁଡ଼ ଗାଁରେ କଂଗ୍ରେସ ପାର୍ଟି ପକ୍ଷରୁ ଚାଲିଥିବା ଫୁଟବଲ ଟୁର୍ଣ୍ଣାମେଣ୍ଟ ତୃତୀୟ ଦିବସରେ ଅନୁଷ୍ଠିତ ହୋଇଯାଇଛି । ପ୍ରଥମ ଥର ପାଇଁ କୁରସୁଡ଼ ମାଟିରେ କଂଗ୍ରେସ ପାର୍ଟି ଦ୍ଵାରା ଆୟୋଜିତ ଫୁଟବଲ
Read More...

ରତ୍ନାକର ବାଗ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟ : ମନିଗାଁ ଚମ୍ପିଆନ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ କପିଲାଭଟା ଓ ତାଳଭଟା ଗ୍ରାମର ମିଳିତ ଆନୁକୂଲ୍ୟରେ ଚାଲିଥିବା ତୃତୀୟ ତମ ରତ୍ନାକର ବାଗ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଯାପିତ ହୋଇଯାଇଛି । ଆୟୋଜକ କମିଟିର ସଭାପତି ହୁଲେଶ୍ୱର ହଂସଙ୍କ
Read More...

ରତ୍ନାକର ବାଗ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟର ଷଷ୍ଠ ଦିବସ : ଫାଇନାଲରେ ମନିଗାଁ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ କପିଲାଭଟା ଓ ତାଳଭଟା ଗ୍ରାମର ମିଳିତ ଆନୁକୂଲ୍ୟରେ ଚାଲିଥିବା ତୃତୀୟତମ ରତ୍ନାକର ବାଗ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟ ଆଜି ଷଷ୍ଠ ଦିବସରେ ପହଞ୍ଚିଛି । ଆୟୋଜକ କମିଟିର ସଭାପତି ହୁଲେଶ୍ୱର ହଂସଙ୍କ
Read More...

ରାଜ୍ୟ ଯୁବ ବିଜେଡି ସମ୍ପାଦକ ଅଜିତ ଯୋଶୀଙ୍କୁ ବିପୁଳ ସମ୍ବର୍ଦ୍ଧନା

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଙ୍ଗୋମୁଣ୍ଡା ଠାରେ ବଙ୍ଗୋମୁଣ୍ଡା ଯୁବ ବିଜେଡି ପକ୍ଷରୁ ରାଜ୍ୟ ଯୁବ ବିଜେଡି ସାଧାରଣ ସମ୍ପାଦକଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା । ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀର ଟାଣୁଆ ବିଜେଡି ନେତା ଅଜିତ ଯୋଶୀଙ୍କୁ ରାଜ୍ୟ
Read More...