ସନ୍ଧିସର ସ୍କୁଲରେ କ୍ଲଷ୍ଟରସ୍ତରୀୟ ସୁରଭି କାର୍ଯ୍ୟକ୍ରମ
ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ କପିଲାଭଟା ପଂଚାୟତ ସନ୍ଧିସର ଗ୍ରାମରେ ଥିବା ପ୍ରାଥମିକ ବିଦ୍ୟାଳୟ ଠାରେ ଅଶୁର୍ଲା କ୍ଲଷ୍ଟରସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ପ୍ରଥମେ ବାଗଦେବୀ ସରସ୍ୱତୀଙ୍କ!-->…
Read More...
Read More...