Browsing Tag

bangomunda news

ନରୋତ୍ତମ ସ୍ମାରକୀ କ୍ରିକେଟ ଟୁର୍ଣ୍ଣାମେଣ୍ଟ : ଅଲଣ୍ଡା ଚାମ୍ପିଆନ୍‌

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଗନ୍ଧର୍ଲା ଗାଁରେ ମହାବୀର କ୍ରିକେଟ କ୍ଲବ ପକ୍ଷରୁ ଚାଲିଥିବା ନରୋତ୍ତମ ସ୍ମାରକି କ୍ରିକେଟ ଟୁର୍ଣ୍ଟାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି । ଏହି ଟୁର୍ଣ୍ଣାମେଣ୍ଟରେ ୧୬ ଗୋଟି ଦଳ ଭାଗ ନେଇଥିବା ବେଳେ ଅଲଣ୍ଡା ଓ
Read More...

ବଙ୍ଗୋମୁଣ୍ଡା ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ “ନୂଆ-ଓ, ଯୁବ ଓଡିଶା ନବୀନ ଓଡିଶା” ପଞ୍ଚମ ଦିବସରେ ପାରମ୍ପରିକ…

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟ ପରିସରରେ “ନୂଆ-ଓ ଯୁବ ଓଡିଶା, ନବୀନ ଓଡିଶା” କାର୍ଯ୍ୟକ୍ରମ ଅଧ୍ୟକ୍ଷ ଡଃ ଶୋଭେନ୍ଦ୍ର କୁମାର ମେହେରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଓଡିଶା ସରକାରଙ୍କର କ୍ରୀଡା ଓ
Read More...

ବିଏସ୍‌ଏଚ୍‌ ଦଳ ପକ୍ଷରୁ ହଷ୍ଟେଲ ଛାତ୍ରୀମାନଙ୍କୁ ଶୁଖିଲା ଖାଦ୍ୟ, ଖାତା କଲମ ବଣ୍ଟନ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ସଦରଠାରେ କସ୍ତୁରବା ଗାନ୍ଧୀ ବାଳିକା ହଷ୍ଟେଲଠାରେ ବିଏସ୍ଏଚ୍‌ ଦଳ ତରଫରୁ ଶତାଧିକ ଛାତ୍ରୀମାନଙ୍କୁ ଶୁଖିଲା ଖାଦ୍ୟ, ଖାତା କଲମ ବଣ୍ଟନ କରାଯାଇଛି । ଏହି ସଭା କାର୍ଯ୍ୟ ବିଏସ୍‌ଏଚ୍‌ର ବରିଷ୍ଠ କର୍ମକର୍ତ୍ତା
Read More...

ମିଗଜୋମ୍‌ ବାତ୍ୟା ଆସି ଦେଇଗଲା ଚାଷୀଙ୍କୁ କଷ୍ଟ : ନଷ୍ଟ ହେଲା ଏକର ଏକର ଚାଷ ଜମି

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ସମ୍ଭାବ୍ୟ ବାତ୍ୟା ମିଗଜୋମ୍‌ ଆସି ଫେରିଗଲାଣି ସତ ହେଲେ ଦେଇ ଗଲା ଚାଷୀଙ୍କୁ ଅନେକ କଷ୍ଟ । ବାତ୍ୟା ଯୋଗୁ ହୋଇଥିବା ବର୍ଷା ଯୋଗୁ ଏକର ଏକର ଜମିରେ ଚାଷ ହୋଇଥିବା ଧାନ ସହ ଡାଲିଜାତୀୟ ଫସଲ ସବୁ ନଷ୍ଟ ହୋଯାଇଛି । ଧାନକୁ ଦେଖି ବର୍ତମାନ ଚାଷୀକୁଳ ହତାଶ
Read More...

୪୨ତମ ଭାଲୁମୁଣ୍ଡା କୁମାର ଲୋକ ମହୋତ୍ସବର ଦ୍ଵିତୀୟ ରଜନୀ : ବିଷ୍ଣୁ ଓ ମହାଲକ୍ଷ୍ମୀ ବିବାହ ବର୍ଷାରେ ଭିଜି ଭିଜି ଦେଖିଲେ…

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଭାଲୁମୁଣ୍ଡା ରାଇଜିଙ୍ଗ୍‌ ଷ୍ଟାର୍‌ ୟଙ୍ଗ୍‌ମାସ୍‌ କ୍ଲବ ତରଫରୁ ୪୨ତମ ଭାଲୁମୁଣ୍ଡା କୁମାର ଲୋକ ମହୋତ୍ସବ ଦ୍ଵିତୀୟ ରଜନୀ ଅନୁଷ୍ଠିତ ହୋଇଯାଇଛି । ପୌରାଣିକ ନାଟ୍ୟବସ୍ତୁ ଆଧାରିତ ଦ୍ଵିତୀୟ ଦିନ ହୋଇଥିଲା ।
Read More...

ବଙ୍ଗୋମୁଣ୍ଡା ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ ନୂଆ-ଓ, ଯୁବ ଓଡିଶା ନବୀନ ଓଡିଶା ଦ୍ଵିତୀୟ ଦିବସରେ ସାଂସ୍କୃତିକ…

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟ ପରିସରରେ ନୂଆ-ଓ, ଯୁବ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଅଧ୍ୟକ୍ଷ ଡଃ. ଶୋଭେନ୍ଦ୍ର କୁମାର ମେହେରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଓଡିଶା ସରକାରଙ୍କର କ୍ରୀଡା ଓ
Read More...

ଗୋହିରାପଦର ଗାଁରେ ବିଏସ୍‌ଏଚ୍ ଦଳ ପକ୍ଷରୁ ବିଭିନ୍ନ ପ୍ରତିଯୋଗିତା ଓ ବୃଦ୍ଧବୃଦ୍ଧାଙ୍କୁ କମ୍ବଳ ବଣ୍ଟନ

ବଙ୍ଗୋମୁଣ୍ଡା, (ହୁଲେଶ୍ୱର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ ଗୋହିରାପଦର ଗ୍ରାମର ଲକ୍ଷ୍ମୀ ପେଣ୍ଡାଲଠାରେ ବିଏସ୍ଏଚ୍‌ ଦଳ ତରଫରୁ ଶତାଧିକ ଅସହାୟ, ଗରିବ, ବିଧବା, ବୃଦ୍ଧବୃଦ୍ଧାମାନଙ୍କୁ ଶୀତବସ୍ତ୍ର ଓ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ ବଣ୍ଟନ କରିବା ସହିତ ନିସହାୟ ଏବଂ
Read More...

ଜୟ ରାକାମ ବୁଢା ଫୁଟବଲ ଟୁର୍ଣ୍ଣାମେଣ୍ଟ : ସୁଲେକେଲାକୁ ପରାସ୍ତ କରି ଚଲକି ଦଳ ଚାମ୍ପିଆନ୍‌

ବଙ୍ଗୋମୁଣ୍ଡା, (ହୁଲେଶ୍ୱର ହଂସ) : ବଲାଙ୍ଗୀର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଗନ୍ଧରାବନ୍ଧ ପଞ୍ଚାୟତ ତେତେଲପଡା ଗାଁର ପୋଡ଼ଖାଇ ଖେଳ ପଡିଆଠାରେ ଚାଲିଥିବା ଜୟ ରାକାମ ବୁଢା ଫୁଟବଲ କ୍ଲବ ପକ୍ଷରୁ ୪ର୍ଥତମ ଜୟ ରାକାମ ବୁଢା ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି । ଏହି ଟୁର୍ଣ୍ଣାମେଣ୍ଟରେ
Read More...

ଭାଲୁମୁଣ୍ଡାରେ ୪୨ତମ କୁମାର ଲୋକ ମହୋତ୍ସବ ଉଦ୍‌ଘାଟିତ : ସାଂସ୍କୃତିକ କାର୍ଯ୍ୟକ୍ରମରେ ଝୁମିଲେ ଦର୍ଶକ

ବଙ୍ଗୋମୁଣ୍ଡା, (ହୁଲେଶ୍ୱର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଭାଲୁମୁଣ୍ଡା ଗାଁରେ ଥିବା ରାଇଜିଙ୍ଗ ଷ୍ଟାର ୟଙ୍ଗମାସ କ୍ଲବ ପକ୍ଷରୁ ୪୨ତମ କୁମାର ଲୋକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି । ଆୟୋଜିତ କାର୍ଯ୍ୟକ୍ରମରେ ସ୍ଥାନୀୟ ଦେବାଦେବୀଙ୍କ ଫଟୋ ଚିତ୍ରରେ ପୂଜାର୍ଚ୍ଚନା କରାଯିବା
Read More...

ବ୍ଲକସ୍ତରୀୟ ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପାଳନ ସମାରୋହ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗୀର ଜିଲ୍ଲା ବଙ୍ଗୋମୁଣ୍ଡା ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟଠାରେ ଆଜି ସକାରାତ୍ମକ ପରିବେଶ ସୃଷ୍ଟି ନିମନ୍ତେ ଭିନ୍ନକ୍ଷମ ଛାତ୍ରଛାତ୍ରୀମାନଙ୍କ ସକାଶେ ବ୍ଲକସ୍ତରୀୟ ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପାଳନ ସମାରୋହ କାର୍ଯ୍ୟକ୍ରମ
Read More...