ବଙ୍ଗୋମୁଣ୍ଡା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ବ୍ଲକସ୍ତରୀୟ ଆନ୍ତର୍ଜାତୀୟ ସାକ୍ଷରତା ଦିବସ ପାଳିତ
ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ସଦର ଠାରେ ଥିବା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ବଙ୍ଗୋମୁଣ୍ଡା ବ୍ଲକସ୍ତରୀୟ ଆନ୍ତର୍ଜାତୀୟ ସାକ୍ଷରତା ଦିବସ ପାଳିତ ହୋଇଯାଇଛି । ପ୍ରଥମେ ଏକ ସଭା ଆୟୋଜନ କରାଯାଇଥିଲା । ଉକ୍ତ ସଭାରେ ପ୍ରଧାନ ଶିକ୍ଷକ!-->…
Read More...
Read More...