Browsing Tag

bangomunda news

ୟଙ୍ଗ୍‌ଷ୍ଟାର୍‌ ଫୁଟ୍‌ବଲ ଟୁର୍ଣ୍ଣାମେଣ୍ଟ କୁର୍‌ସୁଡ୍‌ ଚାମ୍ପିଆନ୍

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ଟିଟିଲାଗଡ ବ୍ଲକ ତଥା ସିନ୍ଧେକେଲା ଥାନା ଅନ୍ତର୍ଗତ କୁର୍‌ସୁଡ୍‌ ଗ୍ରାମର ନୀଳଚକ୍ର ଖେଳପଡିଆଠାରେ ଚାଲିଥିବା ୟଙ୍ଗ୍‌ଷ୍ଟାର୍‌ ଫୁଟ୍‌ବଲ ଟୁର୍ଣ୍ଣାମେଣ୍ଟ ଆଜି ସନ୍ଧ୍ୟାରେ ଉଦ୍‌ଯାପିତ ହୋଇଯାଇଛି । ଏହି ଟୁର୍ଣ୍ଣାମେଣ୍ଟରେ ୮ଗୋଟି ଦଳ
Read More...

ଜୟ ରାକାମବୁଢା ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦ୍‌ଘାଟନୀ ମ୍ୟାଚ୍‌ରେ ସୁଲେକେଲା ବିଜୟୀ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗୀର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଗନ୍ଧରାବନ୍ଧ ପଞ୍ଚାୟତ ତେତେଲପଡା ଗାଁର ପୋଡ଼ଖାଇ ଖେଳପଡିଆଠାରେ ରାକାମବୁଢା ଫୁଟବଲ କ୍ଲବ ପକ୍ଷରୁ ୪ତମ ଜୟ ରାକାମ ବୁଢାଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦ୍‌ଘାଟିତ ହୋଇଯାଇଛି । ଏହି ଉଦ୍‌ଘାଟନ ଉତ୍ସବରେ ମୁଖ୍ୟ ଅତିଥି
Read More...

ଧାନ ବିକ୍ରି ପାଇଁ ଟୋକନ୍‌ ବିଳମ୍ବ ନେଇ ଚୁଲିଫୁଙ୍କା ଧାନମଣ୍ଡିକୁ ତାଲା ପକାଇଲେ ଚାଷୀ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ଚାଷୀଙ୍କ ଧାନ ବିକ୍ରି କରିବା ପାଇଁ ଟୋକାନ୍‌ ବିଳମ୍ବରେ ଆସିଥିବାରୁ ଆଜି ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଚୁଲିଫୁଙ୍କାରେ ଥିବା ସେବା ସମବାୟ ସମିତି ଲିଃ ଧାନମଣ୍ଡିକୁ ତାଲା ପକାଇଲେ ଚାଷୀ । ଚାଷୀମାନେ ଦୀର୍ଘ ଦିନ ହେଲା ଧାନକୁ ଅମଳ କରି ଖଳା
Read More...

ବ୍ଲକସ୍ତରୀୟ ଖେଳ ଓ ସାଂସ୍କୃତିକ ପ୍ରତିଯୋଗିତା ସମାରୋହ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗୀର ଜିଲ୍ଲା ବଙ୍ଗୋମୁଣ୍ଡା ଗୋଷ୍ଠୀ ଶିକ୍ଷାଅଧିକାରୀଙ୍କ କାର୍ଯ୍ୟାଳୟଠାରେ ଆଜି ସକାରାତ୍ମକ ପରିବେଶ ସୃଷ୍ଟି ନିମନ୍ତେ ଭିନ୍ନକ୍ଷମ ଛାତ୍ର ଛାତ୍ରୀମାନଙ୍କ ସକାଶେ ବ୍ଲକସ୍ତରୀୟ ଖେଳ ଓ ସାଂସ୍କୃତିକ ପ୍ରତିଯୋଗିତା ସମାରୋହ କାର୍ଯ୍ୟକ୍ରମ ଅନୁଷ୍ଠିତ
Read More...

ବଙ୍ଗୋମୁଣ୍ଡା ପଞ୍ଚାୟତ ସମିତି ମାଧ୍ୟମିକ ବିଦ୍ୟାଳୟରେ ନୂଆ-ଓ ଯୁବ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଉଦ୍‌ଘାଟିତ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ସଦରଠାରେ ପଞ୍ଚାୟତ ସମିତି ମାଧ୍ୟମିକ ବିଦ୍ୟାଳୟ ପରିସରରେ ନୂଆ-ଓ ଓଡିଶା ନବୀନ ଓଡିଶାର କାର୍ଯ୍ୟକ୍ରମର ଉଦ୍‌ଘାଟନୀ ଉତ୍ସବରେ ମହାବିଦ୍ୟାଳୟର ଅଧ୍ୟକ୍ଷ ଗରୁଡ଼ଧ୍ଵଜ ବେହେରାଙ୍କ ସଭାପତିତ୍ୱରେ ଅନୁଷ୍ଠିତ
Read More...

କୁରସୁଡ଼ରେ ୟଙ୍ଗଷ୍ଟାର୍‌ ଫୁଟବଲ ଟୁର୍ଣ୍ଣାମେଣ୍ଟ : ବଙ୍କାପୁରକୁ ପରାସ୍ତ କରି ଫାଇନାଲରେ କୁରସୁଡ଼

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ଟିଟିଲାଗଡ ବ୍ଲକ ତଥା ସିନ୍ଧେକେଲା ଥାନା କୁରସୁଡ଼ ଗାଁରେ ଥିବା ନୀଳଚକ୍ର ଖେଳ ପଡିଆଠାରେ ଚାଲିଥିବା ୟଙ୍ଗଷ୍ଟାର୍ ଫୁଟବଲ ଟୁର୍ଣ୍ଣାମେଣ୍ଟର ଆଜି ଷଷ୍ଠ ଦିବସରେ ପହଞ୍ଚିଛି । ଆଜିର ଏହି ଷଷ୍ଠ ଦିବସରେ ମୁଖ୍ୟ ଅତିଥି ଭାବେ
Read More...

୮ ଦାଦନ ଶ୍ରମିକ ଉଦ୍ଧାର, ୨ ଦଲାଲଙ୍କୁ ବାନ୍ଧିଲା ପୋଲିସ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବାହାର ରାଜ୍ୟ ହାଇଦ୍ରାବାଦକୁ ଚାଲାଣ ବେଳେ ୮ ଜଣ ଦାଦନ ଶ୍ରମିକଙ୍କୁ ଉଦ୍ଧାର କଲା ବଙ୍ଗୋମୁଣ୍ଡା ପୋଲିସ । ଉଦ୍ଧାର ଶ୍ରମିକମାନେ ନୂଆପଡା ଜିଲ୍ଲା ସିନାପାଲି ଓ କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ଅଞ୍ଚଳର ବୋଲି ଜଣାପଡିଛି । ଏକ ଟାଟା ମ୍ୟାଜିକ ଗାଡିରେ
Read More...

ଚୁଲିଫୁଙ୍କାରେ ମୋ’ ବ୍ୟାଙ୍କ ଉଦ୍‌ଘାଟିତ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକର ଚୁଲିଫୁଙ୍କା ଗ୍ରାମରେ ମୋ' ବ୍ୟାଙ୍କ ଉଦ୍‌ଘାଟିତ ହୋଇଯାଇଛି । ସାରା ଓଡ଼ିଶାରେ ଭିଡିଓ କନ୍ଫରେନ୍ସ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ଉକ୍ତ ବ୍ୟାଙ୍କଙ୍କୁ ବିଧି ବଦ୍ଧ ଭାବେ ଉଦ୍‌ଘାଟନ କରିଛନ୍ତି । ମୋ' ବ୍ୟାଙ୍କ
Read More...

ବଙ୍ଗୋମୁଣ୍ଡା ଖେଳ ପଡିଆର ଉନ୍ନତିକରଣ ପାଇଁ ଭୂମି ପୂଜନ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ସଦରଠାରେ ସର୍ବସାଧାରଣ ଖେଳ ପଡିଆଠାରେ ଆଜି ଆମ ଓଡିଶା ନବୀନ ଓଡିଶା ଯୋଜନାରେ ଖେଳପଡିଆର ଉନ୍ନତିକରଣ ପାଇଁ ଆଜି ଭୂମି ପୂଜନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ
Read More...

କଂସ ବଧ ସହ ୩୭ତମ ବଙ୍ଗୋମୁଣ୍ଡା ଧନୁଯାତ୍ରା ମହୋତ୍ସବ ଉଦ୍‌ଯାପିତ : ୭୦ ହଜାରରୁ ଅଧିକ ଦର୍ଶକ ସାମିଲ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ଢୋଲ ନିଶାନ ତାଶା ଓ ଘଣ୍ଟ ତଥା ସୁଦୁର ବନାରସରୁ ଆସିଥିବା ଅଘୋରୀ କଳାକାରଙ୍କ ବାଦ୍ୟ ଯନ୍ତ୍ର ନୃତ୍ୟରେ କମ୍ପିଲା ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ଗାଁ । ହାତୀ ପିଠିରେ ବସି ମହାରାଜ କଂସଙ୍କ ଶୋଭାଯାତ୍ରା ଓ ରଥରେ ବସି କୃଷ୍ଣ ବଳରାମଙ୍କ ଶୋଭାଯାତ୍ରା
Read More...