୩୭ତମ ବଙ୍ଗୋମୁଣ୍ଡା ଧନୁଯାତ୍ରା ମହୋତ୍ସବର ଚତୁର୍ଥ ରଜନୀ : ସାଂସ୍କୃତିକ କାର୍ଯ୍ୟକ୍ରମରେ ବିଳମ୍ବିତ ରାତ୍ରି ପର୍ଯ୍ୟନ୍ତ…
ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ସର୍ବସାଧାରଣ ଖେଳପଡିଆଠାରେ ଚାଲିଥିବା ୩୭ତମ ବଙ୍ଗୋମୁଣ୍ଡା ଧନୁଯାତ୍ରା ମହୋତ୍ସବ ଚତୁର୍ଥ ରଜନୀରେ ପହଂଚିଛି । ଧନୁଯାତ୍ରା ପାଇଁ ବଙ୍ଗୋମୁଣ୍ଡା ପାଲଟିଛି ମଥୁରାନଗରୀ ଓ ଗୋହିରାପଦର ପାଲଟିଛି ଗୋପପୁର । ମହୋତ୍ସବର!-->…
Read More...
Read More...