ମା’ ବସ୍ତ୍ରାଣୀ ଫୁଟବଲ ଟୁର୍ଣ୍ଣାମେଣ୍ଟ : ବଡ଼ଗମଡ଼ା ଦଳକୁ ୧-୦ ଗୋଲରେ ପରାସ୍ତ କରି ଫାଇନାଲ୍ରେ ସୁଲେକେଲା
ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ବଳଧା ପଞ୍ଚାୟତ ସିନ୍ଧିଭାଡ଼ି ଗାଁର ପଟୁଆ ଡୁଙ୍ଗରି ଖେଳପଡିଆରେ ଚାଲିଥିବା ମା' ବସ୍ତ୍ରାଣୀ ଫୁଟବଲ ଟୁର୍ଣ୍ଣାମେଣ୍ଟ ଆଜି ତୃତୀୟ ଦିବସରେ ପହଞ୍ଚିଛି । ତୃତୀୟ ଦିବସରେ ମୁଖ୍ୟ ଅତିଥି ଭାବେ ସମାଜସେବୀ ଫାଲଗୁନୀ!-->…
Read More...
Read More...