Browsing Tag

bangomunda news

ବଙ୍ଗୋମୁଣ୍ଡା ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ ଯୁବ ଭୋଟର୍ ସଚେତନତା କାର୍ଯ୍ୟକ୍ରମ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ ଯୁବ ଭୋଟର୍ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଅଧ୍ୟକ୍ଷ ଡଃ. ଶୋଭେନ୍ଦ୍ର କୁମାର ମେହେରଙ୍କ ସଭାପତିତ୍ୱରେ ମୁଖ୍ୟ ଅତିଥି ଭାବେ ବଙ୍ଗୋମୁଣ୍ଡା ବିଡ଼ିଓ ବାସନ୍ତୀ
Read More...

କୃଷି ଓ କୃଷକ ସଶକ୍ତିକରଣ ବିଭାଗ ସହଯୋଗରେ କ୍ରେଟ୍ ବଣ୍ଟନ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ କାର୍ଯ୍ୟାଳୟ ସ୍ଥିତ ମିଶନ ଶକ୍ତି ସଭା ଗୃହଠାରେ ଆଜି ସ୍ୱୟଂ ସହାୟକ ଗୋଷ୍ଠୀ ସଭ୍ୟା ଓ ମହିଳା ସାମୁକ୍ଷ ଫାର୍ମର୍ସ ପ୍ରଡୁସର କମ୍ପାନୀ ଲିମିଟେଡର ସଭ୍ୟାମାନଙ୍କୁ ନେଇ ଉଦ୍ୟାନ ବିଭାଗ ତରଫରୁ କ୍ରେଟ୍ ବଣ୍ଟନ
Read More...

୨ ପିକ୍‌ଅପ୍‌ ଭ୍ୟାନ ଗାଡି ଦୁର୍ଘଟଣାଗ୍ରସ୍ତ : ୨ ଚାଳକ ଗୁରୁତର

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା- ଖଡ଼ିଆଳ ୫୯ ନମ୍ବର ଭାଲୁମୁଣ୍ଡାଠାରେ ୨ଟି ପିକ୍‌ଅପ୍‌ ଭ୍ୟାନ ଗାଡି ଦୁର୍ଘଟଣାଗ୍ରସ୍ତ ହୋଇ ଓଲଟି ପଡିବା ଫଳରେ ୨ ଜଣ ଗାଡି ଚାଳକ ଗୁରୁତର ଆହତ ହୋଇଥିବା ସୂଚନା ମିଳିଛି । ସୂଚନା ଆନୁସାରେ, ଖପ୍ରାଖୋଲ ବ୍ଲକ ଲାଠୋର
Read More...

ବଙ୍ଗୋମୁଣ୍ଡା ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟ ବାର୍ଷିକ କ୍ରୀଡା ଉଦ୍‌ଯାପିତ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ ଦୁଇଦିନ ଧରି ଚାଲୁଥିବା ବାର୍ଷିକ କ୍ରୀଡା ଆଜି ଉଦ୍‌ଯାପିତ ହୋଇଯାଇଛି । ଆୟୋଜିତ ଉଦ୍‌ଯାପନ ଉତ୍ସବରେ ମହାବିଦ୍ୟାଳୟର ଅଧ୍ୟକ୍ଷ ଡଃ. ଶୋଭେନ୍ଦ୍ର କୁମାର ମେହେରଙ୍କ
Read More...

୫ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଚୁନା ପ୍ରକ୍ରିୟାକରଣ ମେସିନ ବଣ୍ଟନ ଉତ୍ସବ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ମିଶନ ଶକ୍ତି ଭବନଠାରେ ଆଜି ଓଡିଶା ମିଲେଟ ମିଶନ ପ୍ରକଳ୍ପ ଲୋକଶକ୍ତି ଅନୁଷ୍ଠାନ ପକ୍ଷରୁ ୫ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଚୁନା ପ୍ରକ୍ରିୟାକରଣ ମେସିନ ବଣ୍ଟନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଆୟୋଜିତ କାର୍ଯ୍ୟକ୍ରମରେ
Read More...

ତୁରେକେଲାରେ ବିଜେଡିର ନୂଆଁଖାଇ ଭେଟ୍‌ଘାଟ ଓ କର୍ମୀ ସମ୍ମିଳନୀ

ଓଡ଼ିଆ ପୁଅଙ୍କୁ ଟିକେଟ ଦେବା ପାଇଁ ଉଠିଲା ଦାବୀ ବଙ୍ଗୋମୁଣ୍ଡା, (ହୁଲେଶ୍ୱର ହଂସ) : ବଲାଙ୍ଗିର ଜିଲ୍ଲା ତୁରେକେଲା ହାଇସ୍କୁଲର ଖେଳ ପଡିଆଠାରେ ବିଜେଡିର ନୂଆଁଖାଇ ଭେଟ୍‌ଘାଟ୍‌ ଓ କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଥମେ ସ୍ୱର୍ଗତ ବିଜୁ
Read More...

ମହିଳା ସାମ୍ବାଦିକାଙ୍କୁ ଦୁର୍ବ୍ୟବହାର ଓ ମାଡ଼ ମାରିବା ଘଟଣାକୁ ନିନ୍ଦା କଲା ବଙ୍ଗୋମୁଣ୍ଡା ବ୍ଲକ ସାମ୍ବାଦିକ ସଂଘ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ପ୍ରଯୋଜକ ଟୁଟୁ ନାୟକ ମହିଳା ସାମ୍ବାଦିକାଙ୍କୁ ଦୁର୍ବ୍ୟବହାର ଓ ମାଡ଼ ମାରିବା ଘଟଣାକୁ ନିନ୍ଦା କରିଛି ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ସାମ୍ବାଦିକ ସଂଘ । ରାଜଧାନୀ ଭୁବନେଶ୍ୱରରେ ମହିଳା ସାମ୍ବାଦିକାଙ୍କୁ ଓଡ଼ିଆ ସିନେ ପ୍ରଯୋଜକ ସଞ୍ଜୟ ନାୟକ
Read More...

ବଙ୍ଗୋମୁଣ୍ଡା ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟର ବାର୍ଷିକ କ୍ରୀଡା ଉତ୍ସବ ଉଦ୍‌ଘାଟିତ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟ ବାର୍ଷିକ କ୍ରୀଡା ଉତ୍ସବ ଆଜି ଉଦ୍‌ଘାଟିତ ହୋଇଯାଇଛି । ସର୍ବ ପ୍ରଥମେ ଗ୍ରାମର ଆରାଧ୍ୟ ଦେବୀ ମା' ଦ୍ୱାରସେନୀଙ୍କ ମନ୍ଦିରରୁ ଦୀପ ପ୍ରଜ୍ୱଳନ କରି ଛାତ୍ରଛାତ୍ରୀମାନେ ମଶାଲ
Read More...

ସିନ୍ଧେକେଲା ସ୍ୱାସ୍ଥ୍ୟକେନ୍ଦ୍ରରେ ରୋଗୀ କଲ୍ୟାଣ ସମିତି ବୈଠକ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ସିନ୍ଧେକେଲା ସ୍ଥିତ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ସଭାଗୃହରେ ରୋଗୀ କଲ୍ୟାଣ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜା ଉକ୍ତ ବୈଠକରେ ସଭାପତିତ୍ୱ କରିଥିବା ବେଳେ
Read More...

ବଙ୍ଗୋମୁଣ୍ଡାରେ ଯୋଗଦେଲେ ଦୁଇ ଏବିଇଓ

ବଙ୍ଗୋମୁଣ୍ଡା, (କେପିଏନ୍‌ଏସ୍‌) : ବଙ୍ଗୋମୁଣ୍ଡା ଗୋଷ୍ଠି ଶିକ୍ଷା କାର୍ଯ୍ୟାଳୟରେ ଦୁଇଜଣ ଗୋଷ୍ଠି ଶିକ୍ଷା ସହ-ଅଧିକାରୀ (ଏବିଇଓ) କାର୍ଯ୍ୟରେ ଯୋଗ ଦେଇଥିବା ସୂଚନା ମିଳିଛି । ସେମାନେ ହେଲେ ଚୈତନ୍ୟ ଧରୁଆ ଓ ସୋମନାଥ ମଙ୍ଗରାଜ । ଏ ଅବସରରେ ବିଇଓ ବୈକୁଣ୍ଠ ନାଥ ଶବର, ବିଆରସି ଅରୁଣ କୁମାର
Read More...