୩୭ତମ ବଙ୍ଗୋମୁଣ୍ଡା ଧନୁଯାତ୍ରା ମହୋତ୍ସବର ତୃତୀୟ ରଜନୀ : କିଆବନ୍ଧରେ କାଳୀୟଦଳନ ଦେଖିବା ଲୋକଙ୍କ ପ୍ରବଳ ଭିଡ
ବଙ୍ଗୋମୁଣ୍ଡା, (କେପିଏନ୍ଏସ୍) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ସର୍ବସାଧାରଣ ଖେଳପଡିଆଠାରେ ଚାଲିଥିବା ୩୭ତମ ବଙ୍ଗୋମୁଣ୍ଡା ଧନୁଯାତ୍ରା ମହୋତ୍ସବ ତୃତୀୟ ରଜନୀରେ ପହଂଚିଛି । ଧନୁଯାତ୍ରା ପାଇଁ ବଙ୍ଗୋମୁଣ୍ଡା ପାଲଟିଛି ମଥୁରାନଗରୀ ଓ ଗୋହିରାପଦର ପାଲଟିଛି ଗୋପପୁର । ହାତୀ ପିଠିରେ ବସି!-->…
Read More...
Read More...