ବିଭିନ୍ନ ସମସ୍ୟାର ସମାଧାନ ପାଇଁ ପ୍ରତିଶ୍ରୁତି ଦେଲେ କଣ୍ଟାବାଞ୍ଜି ବିଧାୟକ
ବଙ୍ଗୋମୁଣ୍ଡା, (ହୁଲେଶ୍ୱର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ବେଲପଡା ପଞ୍ଚାୟତକୁ ଗସ୍ତ କରି ଲୋକଙ୍କ ସମସ୍ୟା ବୁଝିବା ସହିତ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ପ୍ରତିଶ୍ରୁତି ଦେଇଛନ୍ତି କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜା । ବିଭିନ୍ନ ଗାଁରେ ଢୋଳ ବାଦ୍ୟ ଓ!-->…
Read More...
Read More...