Browsing Tag

bangomunda news

ବେଷ୍ଟ ରିପୋର୍ଟର ଆୱାର୍ଡରେ ସମ୍ବର୍ଦ୍ଧିତ ହେଲେ ସାମ୍ବାଦିକ ହୁଲେଶ୍ୱର ହଂସ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ସଦରଠାରେ ଥିବା ଡବ୍ଲୁଓଡିସି ପାଭିଲିଅନ କାର୍ଯ୍ୟାଳୟ ପରିସରରେ ୱେବ ମିଡିଆ ସାମ୍ବାଦିକ ସଂଘ ବଲାଙ୍ଗିର ପକ୍ଷରୁ ପ୍ରଥମ ବାର୍ଷିକ ଉତ୍ସବ-୨୦୨୪ରେ ବେଷ୍ଟ ରିପୋର୍ଟର ଆୱାର୍ଡରେ ସମ୍ବର୍ଦ୍ଧିତ ହୋଇଛନ୍ତି କଣ୍ଟାବାଞ୍ଜି ଅଞ୍ଚଳର ଯୁବ…
Read More...

ବଙ୍ଗୋମୁଣ୍ଡା କ୍ରୀଷ୍ଣା ଲର୍ଣ୍ଣିଂ ସ୍କୁଲର ପ୍ରଥମ ବାର୍ଷିକ ଉତ୍ସବ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ସଦରଠାରେ କ୍ରିଷ୍ଣା ଲର୍ଣ୍ଣିଂ ସ୍କୁଲର ପ୍ରଥମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ସ୍କୁଲ ପରିଚାଳକ ରାଜେଶ ଜୈନଙ୍କ ସଭାପତିତ୍ୱରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ବିଜେପି କୃଷକ ମୋର୍ଚ୍ଚାର…
Read More...

ଝଲପ ପଞ୍ଚାୟତରେ ପଞ୍ଚାୟତସ୍ତରୀୟ ସଚେତନତା ଶିବିର

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ ଝଲପ ପଞ୍ଚାୟତ କାର୍ଯ୍ୟାଳୟଠାରେ ଆମ ଓଡ଼ିଶା ନବୀନ ଓଡ଼ିଶା ପଞ୍ଚାୟତସ୍ତରୀୟ ସଚେତନା ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ କାର୍ଯ୍ୟନିର୍ବାହୀ ଅଧିକାରୀ ପୀତବାସ ଯାନୀଙ୍କ ସଭାପତିତ୍ୱରେ…
Read More...

ଭାଲୁମୁଣ୍ଡା କଲେଜରେ ଆତ୍ମରକ୍ଷା ତାଲିମ ଶିବିର ଉଦ୍‌ଘାଟିତ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଭାଲୁମୁଣ୍ଡା ପ୍ରସନ୍ନପାଳ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଠାରେ ଆତ୍ମରକ୍ଷା ତାଲିମ ଶିବିର ଉଦ୍‌ଘାଟିତ ହୋଇଯାଇଛି । ବିଦ୍ୟାଳୟର ଅଧ୍ୟକ୍ଷ ଅମୀୟରଞ୍ଜନ ଦାସ ଶିବିରକୁ ଉଦ୍‌ଘାଟନ କରିବା ସହ ଆତ୍ମରକ୍ଷା ତାଲିମ…
Read More...

ଚମାର ମେହେର ଉଚ୍ଚ ବିଦ୍ୟାଳୟଠାରେ ବାର୍ଷିକ କ୍ରୀଡା ଉତ୍ସବ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ସଦରଠାରେ ଚମାର ମେହେର ଉଚ୍ଚ ବିଦ୍ୟାଳୟଠାରେ ବାର୍ଷିକ କ୍ରୀଡା ଉତ୍ସବ ୨୦୨୪ ଅନୁଷ୍ଠିତ ହୋଇଯାଇଛି । ସର୍ବ ପ୍ରଥମେ ସମସ୍ତ ଛାତ୍ରଛାତ୍ରୀ ଗୋହିରାପଦର ସ୍ଥିତ ମା' ଛୁଟିଗୁଡି ମନ୍ଦିରଠାରୁ ମଶାଲ ଶୋଭାଯାତ୍ରାରେ…
Read More...

ଗନ୍ଧରାବନ୍ଧ ପଞ୍ଚାୟତରେ ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ ଗନ୍ଧରାବନ୍ଧ ପଞ୍ଚାୟତ କାର୍ଯ୍ୟାଳୟଠାରେ ଆମ ଓଡ଼ିଶା ନବୀନ ଓଡ଼ିଶା ପଞ୍ଚାୟତସ୍ତରୀୟ ସଚେତନନା ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ କାର୍ଯ୍ୟନିର୍ବାହୀ ଅଧିକାରୀ ଶଶୀକାନ୍ତ…
Read More...

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଥିବା ଶିକ୍ଷକଙ୍କୁ ଗାଁରେ ସ୍ୱାଗତ ସମ୍ବର୍ଦ୍ଧନା

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଠେମରା ପଂଚାୟତ ମଲକାସଡା ଗ୍ରାମର ଜଣେ ଶିକ୍ଷକ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଥିବା ଯୋଗୁଁ ଗାଁରେ ତାଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଛି । ମଲକାସଡା ଗାଁର ଡିଲୁ ସାହୁ ନୂଆପଡା ଜିଲ୍ଲା କୋମନା ବ୍ଲକ…
Read More...

ଗ୍ରାମସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧୀୟ କର୍ମଶାଳା

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ସଭାଗୃହରେ ଗ୍ରାମ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧୀୟ କର୍ମଶାଳା ଜିଲ୍ଲା ଜରୁରୀ କାଳୀନ ବିଭାଗ ସହାୟତାରେ ଅନୁଷ୍ଠିତ ହୋଇଯାଇଛି । ଏହି କର୍ମଶାଳାରେ ତୁରେକେଲା ଗୋଷ୍ଠୀ ଉନ୍ନୟନ ଅଧିକାରୀ…
Read More...

ଚାଷୀଙ୍କ ଋଣ ଛାଡ କରିବା ନେଇ ସାମ୍ବାଦିକ ସମ୍ମିଳନୀ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡାଠାରେ ଆଜି ଚାଷୀମାନଙ୍କ ବିଭିନ୍ନ ସମସ୍ୟାକୁ ନେଇ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏହି ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ ଯୁବ ବିଜେଡି ସମ୍ପାଦକ ବଙ୍ଗୋମୁଣ୍ଡା ସରପଞ୍ଚ ତଥା ଯୁବନେତା ଅଜିତ କୁମାର ଯୋଶୀ…
Read More...

କପିଲାଭଟା ପଞ୍ଚାୟତ କାର୍ଯ୍ୟାଳୟଠାରେ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ କପିଲାଭଟା ପଞ୍ଚାୟତ କାର୍ଯ୍ୟାଳୟଠାରେ ଆଜି ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ପ୍ରଥମେ ମହାପୁରୁଷଙ୍କ ଫଟୋଚିତ୍ରରେ ପୂଜାର୍ଚ୍ଚନା କରାଯିବା ପରେ ସଭାକାର୍ଯ୍ୟ ଆରମ୍ଭ…
Read More...