Browsing Tag

bangomunda news

ମୁଣ୍ଡପଦର ପଞ୍ଚାୟତ ଅଫିସ୍‌ କାର୍ଯ୍ୟାଳୟରେ ଜିଆର୍‌ଏସ୍‌ର ଅନୁପସ୍ଥିତି ଯୋଗୁଁ ନୂତନ ଜିଆର୍‌ଏସ୍‌ ନିଯୁକ୍ତି ପାଇଁ…

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ମୁଣ୍ଡପଦର ପଞ୍ଚାୟତ ଅଫିସ କାର୍ଯ୍ୟାଳୟରେ ଜିଆର୍‌ଏସ୍‌ ଅନୁପସ୍ଥିତି ଯୋଗୁଁ ନୂତନ ଜିଆର୍‌ଏସ୍‌ ନିଯୁକ୍ତି ପାଇଁ ଆଜି ଗ୍ରାମବାସୀ ବଙ୍ଗୋମୁଣ୍ଡା ବ୍ଲକର ଦ୍ୱାରସ୍ଥ ହୋଇ ବିଡ଼ିଓ ରିପୁନାଥ ସୁନାଙ୍କ
Read More...

ଶ୍ରମିକ ଶକ୍ତି ସଂଘ ପକ୍ଷରୁ ଗାନ୍ଧୀ ଜୟନ୍ତୀ ପାଳିତ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ପବିତ୍ର ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ଶ୍ରମିକ ଶକ୍ତି ସଂଘ ତରଫରୁ ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକର କାର୍ଯ୍ୟ ପରିସର ଗ୍ରାମଗୁଡିକରେ 'ସ୍ୱଛତା ହିଁ ସେବା' କାର୍ଯ୍ୟକ୍ରମ କରାଯାଇଥିଲା । ଏହି ଅବସରରେ ଗ୍ରାମକୁ ସ୍ୱଚ୍ଛ ରଖିବା ପାଇଁ ଶପଥ ପାଠ
Read More...

ବରପାନ ଗାଁର ବିଭିନ୍ନ ସମସ୍ୟା ବୁଝିଲେ ଜିଲ୍ଲା ପରିଷଦ ସଦସ୍ୟ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ମୁଣ୍ଡପଦର ପଞ୍ଚାୟତର ବରପାନ ଗାଁକୁ ପରିଦର୍ଶନ କରି ଲୋକଙ୍କ ସମସ୍ୟା ବୁଝିଛନ୍ତି ବଙ୍ଗୋମୁଣ୍ଡା ଜୋନ୍‌ର ଜିଲ୍ଲା ପରିଷଦ ସଦସ୍ୟ ଓମ୍‌ ପ୍ରକାଶ କୁମ୍ଭାର । ବରପାନ ଗାଁକୁ ଗସ୍ତ କରିଥିଲେ । ସଂକୀର୍ତ୍ତନର ତାଳେ
Read More...

କପିଲାଭଟାରେ କ୍ଲଷ୍ଟରସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ କପିଲାଭଟା ଗ୍ରାମର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଆଜି କ୍ଲଷ୍ଟରସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ଅଶୁର୍ଲା କ୍ଲଷ୍ଟରର ଆଞ୍ଚଳିକ ସାଧନ
Read More...

ମହିଳା ସାମୁଖ୍ୟ ଫାର୍ମର୍ସ ପ୍ରଡୁସର କଂପାନୀ ଲିମିଟେଡର ୩ୟ ବାର୍ଷିକ ସାଧାରଣ ପରିଷଦ ବୈଠକ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ବେଲପଡା ପଂଚାୟତ ଉଦ୍ୟାନ ନିକଟସ୍ଥ ମେହେର ଧର୍ମଶାଳା ସଭାମଣ୍ଡପଠାରେ ମହିଳା ସାମୁଖ୍ୟ ଉତ୍ପାଦକ କଂପାନୀ ଲିମିଟେଡ୍‌ର ୩ୟ ବାର୍ଷିକ ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ କଂପାନୀର ଲକ୍ଷ୍ୟ
Read More...

କପିଳେଶ୍ଵର ଯୁବକ ସଂଘ ଯୁରାବନ୍ଧ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ ଉଦ୍‌ଯାପିତ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ପବିତ୍ର ଗଣେଶ ପୂଜା ଓ ନୂଆଁଖାଇ ଉପଲକ୍ଷେ କପିଳେଶ୍ଵର ଯୁବକ ସଂଘ ଯୁରାବନ୍ଧ ଅନୁକୂଲ୍ୟରେ ଦୁଇ ଦିନିଆ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପ୍ରଥମ ଦିନରେ ମୂଖ୍ୟ ଅତିଥି ଭାବେ ରାଜ୍ୟ ଯାଦବ ସଭାପତି ପ୍ରକଳ୍ପ ବିଭାଗ(ଓଡିଶା)
Read More...

ଜୁରାବନ୍ଧ କପିଳେଶ୍ୱର ଯୁବକ ସଂଘ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ ଉତ୍ସବ

କପିଳେଶ୍ୱର ମିତ୍ର ସମ୍ମାନରେ ସମ୍ବର୍ଦ୍ଧିତ ହେଲେ ସାମ୍ବାଦିକ ହୁଲେଶ୍ୱର ହଂସ ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଜୁରାବନ୍ଧ ଗ୍ରାମର କପିଳେଶ୍ୱର ଯୁବକ ସଂଘ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ ଓ ନୃତ୍ୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଏହି
Read More...

ଚଉଷଠି ଯୁଗନୀ ସାହିତ୍ୟ କଳା ପରିଷଦ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ସରିଯାଇଛି ପଶ୍ଚିମ ଓଡ଼ିଶାର ମହାନ କୃଷି ଭିତ୍ତିକ ଗଣପର୍ବ ନୂଆଁଖାଇ । ଚାଲିଛି ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ ଏହି ଅବସରରେ ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ସଦରଠାରେ ଥିବା ଦିବ୍ୟ ଚେତନା ମହିମା ମନ୍ଦିର ସନ୍ଥ ଭୀମ ଭୋଇ ଗୁରୁକୂଳ ଆଶ୍ରମଠାରେ
Read More...

ଖଇରାରେ ଗଣେଷ ପୂଜା କମିଟି ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଖଇରା ମନ୍ଦିରପଡା ଗଣେଷ ପୂଜା କମିଟି ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ ୨୦୨୩ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଥମେ ଗ୍ରାମ ଦେବାଦେବୀଙ୍କୁ ପୂଜାର୍ଚ୍ଚନା କରାଯିବା ପରେ
Read More...

ବଙ୍ଗୋମୁଣ୍ଡା ଝାଙ୍କରପଡା ଗଣେଶ ପୂଜା କମିଟି ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌

ଏକତା ସୂତ୍ରରେ ବାନ୍ଧି ରଖିଛି ନୂଆଁଖାଇ ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ସଦର ସର୍ବସାଧାରଣ ଖେଳ ପଡିଆଠାରେ ଝାଙ୍କରପଡା ଗଣେଶ ପୂଜା କମିଟି ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ପ୍ରଥମେ
Read More...