ମା’ ବସ୍ତ୍ରାଣୀ ଫୁଟବଲ ଟୁର୍ଣ୍ଣାମେଣ୍ଟ : ସୁଲେକେଲା ଚାମ୍ପିଆନ
ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ବଳଧା ପଞ୍ଚାୟତ ସିନ୍ଧିଭାଡ଼ି ଗାଁର କୁମ୍ଭୀ ପଟୁଆ ଡୁଙ୍ଗରି ଖେଳପଡିଆଠାରେ ଚାଲିଥିବା ମା' ବସ୍ତ୍ରାଣୀ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦ୍ଯାପିତ ହୋଇଯାଇଛି । ଉଦ୍ଯାପନୀ ପୁରସ୍କାର ବିତରଣୀ ଉତ୍ସବରେ ମୁଖ୍ୟ ଅତିଥି!-->…
Read More...
Read More...