ଡିସେମ୍ବର ୨୦ରୁ ରତ୍ନାକର ବାଗ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଇଁ ଚୂଡାନ୍ତରେ ପହଞ୍ଚିଲା ପ୍ରସ୍ତୁତି
ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ କପିଲାଭଟା ଓ ତାଳଭଟା ଗ୍ରାମବାସୀଙ୍କ ମିଳିତ ଆନୁକୂଲ୍ୟରେ ଓ ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ ମାଁ' ସାହାଜି ଯୁବକ ସଂଘର ସହଯୋଗରେ ଆସନ୍ତା ଡିସେମ୍ବର ୨୦ ତାରିଖଠାରୁ ୨୮ ତାରିଖ ପର୍ଯ୍ୟନ୍ତ!-->…
Read More...
Read More...