Browsing Tag

bangomunda news

ଶ୍ରାବଣର ଦ୍ଵିତୀୟ ସୋମବାର

ଐତିହାସିକ ୬୪ ଯୋଗିନୀ ପୀଠ ରାଣୀପୁର ଝରିଆଲ ଚଳଚଞ୍ଚଳହଜାର ହଜାର ଶ୍ରଦ୍ଧାଳୁଙ୍କ ସମାଗମ ବଙ୍ଗୋମୁଣ୍ଡା, (କେପିଏନ୍‌ଏସ୍‌) : ଶ୍ରାବଣ ମାସର ଦ୍ଵିତୀୟ ସୋମବାରରେ ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ବିଧାନସଭା କ୍ଷେତ୍ର ବଙ୍ଗୋମୁଣ୍ଡା ବ୍ଲକର ଉପାନ୍ତ ଇଲାକାରେ ଥିବା ଐତିହାସିକ ଯୋଗିନୀ ପୀଠ…
Read More...

କପିଲାଭଟା ହାଇସ୍କୁଲରେ ପିସିଏମ୍ ଓ ସିବିଜେଡ ଶିକ୍ଷକଙ୍କ ଡେପୁଟେସନ ପାଇଁ କଣ୍ଟାବାଞ୍ଜି ବିଧାୟକଙ୍କୁ ଦାବିପତ୍ର ପ୍ରଦାନ

ବଙ୍ଗୋମୁଣ୍ଡା, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ବିଧାନସଭା କ୍ଷେତ୍ର ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ କପିଳାଭଟା ଗ୍ରାମ ପଞ୍ଚାୟତ ହାଇସ୍କୁଲରେ ପିସିଏମ୍ ଓ ସିବିଜେଡ ଶିକ୍ଷକଙ୍କ ଡେପୁଟେସନ ପାଇଁ କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି…
Read More...

ବାଇକ ଦୁର୍ଘଟଣାରେ ୩ ଗୁରୁତରଙ୍କ ଜୀବନ ବଞ୍ଚାଇଲେ ପୂର୍ବତନ ଭାଲୁମୁଣ୍ଡା ସରପଞ୍ଚ ଉପେନ୍ଦ୍ର ମେହେର

ନିଜସ୍ୱ ଆମ୍ବୁଲାନ୍ସରେ ଉଦ୍ଧାର କରି ଡାକ୍ତରଖାନାରେ କଲେ ଭର୍ତ୍ତି ବଙ୍ଗୋମୁଣ୍ଡା, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଭାଲୁମୁଣ୍ଡା ବେଲପଡ଼ା ମୁଖ୍ୟ ରାସ୍ତାରେ ଏକ ବାଇକ୍‌ ଦୁର୍ଘଟଣା ଗ୍ରସ୍ତ ହୋଇଛି । ରାସ୍ତାରେ ଗାଈଗୋରୁ ବୁଲୁଥିବା ବେଳେ ଆଜି ବଡ଼ ଦୁର୍ଘଟଣା ଘଟିଥିବା ନେଇ ସୂଚନା…
Read More...

ଭୂଷଲାଡ଼ ଭୀମଭୋଇ ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକଙ୍କୁ ବିଦାୟକାଳୀନ ସମର୍ଦ୍ଧନା

ବଙ୍ଗୋମୁଣ୍ଡା, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ବିଧାନସଭା କ୍ଷେତ୍ର ବଙ୍ଗୋମୁଣ୍ଡା ବ୍ଲକ ଭୁସଲାଡ଼ ଗ୍ରାମରେ ଥିବା ଭୀମଭୋଇ ଉଚ୍ଚ ବିଦ୍ୟାଳୟ ପ୍ରଧାନଶିକ୍ଷକ ସନ୍ତୋଷ କୁମାର ମିଶ୍ରଙ୍କୁ ବିଦ୍ୟାଳୟସ୍ତରୀୟ ବିଦାୟକାଳୀନ ସମ୍ବର୍ଦ୍ଧନା ଉତ୍ସବ ପାଳନ କରାଯାଇଥିଲା ।…
Read More...

ପ୍ରାକୃତିକ କୃଷି ସମ୍ବନ୍ଧୀୟ ତାଲିମ ଶିବିର ଅନୁଷ୍ଠିତ

ବଙ୍ଗୋମୁଣ୍ଡା, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ କନଫରେନ୍ସ ହଲ ଠାରେ ପ୍ରଦାନ ଭୁବନେଶ୍ୱରଙ୍କ ଆୟୋଜନ କ୍ରମେ ଏକ ଦିନିକିଆ ପ୍ରାକୃତିକ କୃଷି ସମ୍ବନ୍ଧୀୟ ତାଲିମ କାର୍ଯ୍ୟକ୍ରମ କଣ୍ଟାବାଞ୍ଜି ବିଧାନସଭା କ୍ଷେତ୍ରର ବଙ୍ଗୋମୁଣ୍ଡା ଓ ମୁରିବାହାଲ ବ୍ଲକର କୃଷି ମିତ୍ର,…
Read More...

କପିଲାଭଟା ୟୁପି ସ୍କୁଲରେ ଦ୍ୱିତୀୟ ପିଟିଏ ବୈଠକ ଅନୁଷ୍ଠିତ

ବଙ୍ଗୋମୁଣ୍ଡା, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ କପିଲାଭଟା ଗ୍ରାମରେ ଥିବା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଆଜି ଦ୍ୱିତୀୟ ପିଟିଏ ବୈଠକ ଅନୁଷ୍ଠିତ ହୋଇଯାଇଛି । ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଥମେ ଶ୍ରୀ ଗଣେଶଙ୍କ ଫଟୋଚିତ୍ରରେ ପୂଜାର୍ଚ୍ଚନା କରାଯିବା…
Read More...

ବ୍ଲକସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ

ବଙ୍ଗୋମୁଣ୍ଡା, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ସଦର ସର୍ବସାଧାରଣ ଖେଳ ପଡିଆ ଠାରେ ହେବାକୁ ଥିବା ବ୍ଲକସ୍ତରୀୟ ୭୯ ତମ ସ୍ୱାଧୀନତା ଦିବସ ପାଳନ ପାଇଁ ଆଜି ବଙ୍ଗୋମୁଣ୍ଡା ବ୍ଲକ କାର୍ଯ୍ୟାଳୟ ଠାରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକ ବଙ୍ଗୋମୁଣ୍ଡା…
Read More...

କପିଲାଭଟା ହାଇସ୍କୁଲରେ ଦ୍ୱିତୀୟ ପିଟିଏ ବୈଠକ ଅନୁଷ୍ଠିତ

ବଙ୍ଗୋମୁଣ୍ଡା, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ କପିଲାଭଟା ଗ୍ରାମ ପଞ୍ଚାୟତ ହାଇସ୍କୁଲ ପରିସରରେ ଦ୍ୱିତୀୟ ପିଟିଏ ବୈଠକ ଅନୁଷ୍ଠିତ ହୋଇଯାଇଛି । ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଥମେ ବାଗଦେବୀ ମା'ସରସ୍ୱତୀଙ୍କ ଫଟୋଚିତ୍ରରେ ପୂଜାର୍ଚ୍ଚନା କରାଯିବା ପରେ ସଭାକାର୍ଯ୍ୟ…
Read More...

ବଙ୍ଗୋମୁଣ୍ଡା ବ୍ଲକ ନୂତନ ଓଷ୍ଟା କମିଟି ଗଠିତ : ସଭାପତି ବରୁଣ ବାରିକ ଓ ସମ୍ପାଦକ ଅନୁପ କୁମାର ବାଗ

ବଙ୍ଗୋମୁଣ୍ଡା, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ମାଧ୍ୟମିକ ସ୍କୁଲ ଶିକ୍ଷକ ସଙ୍ଘ (ଓଷ୍ଟା)ର ସମ୍ବିଧାନିକ ସମ୍ମିଳନୀ ବଙ୍ଗୋମୁଣ୍ଡା ବ୍ଲକ କୁଣ୍ଡାବୁଟୁଲା ହାଇସ୍କୁଲ ଠାରେ ଅନୁଷ୍ଠିତ ହୋଇଯାଇଛି । ପୁରାତନ କମିଟିର କାର୍ଯ୍ୟକାଳ ଶେଷ ହୋଇଯାଇଥିବାରୁ ନୂତନ…
Read More...

ପ୍ରାରମ୍ଭିକ ନିଯୁକ୍ତ ସ୍ନାତକ ପ୍ରଶିକ୍ଷିତ ଶିକ୍ଷକଙ୍କ ସିନିଅରିଟି ସୁରକ୍ଷା ଦାବିରେ ବିଇଓଙ୍କୁ ସ୍ମାରକପତ୍ର ପ୍ରଦାନ

ବଙ୍ଗୋମୁଣ୍ଡା, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକର ପ୍ରାରମ୍ଭିକ ନିଯୁକ୍ତ ସ୍ନାତକ ପ୍ରଶିକ୍ଷିତ ଶିକ୍ଷକ (ଶ୍ରେଣୀ–୨) ସଂଘ ପକ୍ଷରୁ ଓଡ଼ିଶା ପ୍ରାଥମିକ ଶିକ୍ଷା କ୍ୟାଡର ନିୟମାବଳୀ, ୧୯୯୭ ଏବଂ ଓଡ଼ିଶା ପ୍ରାଥମିକ ଶିକ୍ଷା କ୍ୟାଡର ନିୟମାବଳୀ, ୨୦୧୯ର ନିୟମ–୧୫…
Read More...