କପିଲାଭଟା ହାଇସ୍କୁଲରେ ୭୪ତମ ବନ ମହୋତ୍ସବ ପାଳିତ
ବଙ୍ଗୋମୁଣ୍ଡା, (ହୁଲେଶ୍ୱର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ କପିଲାଭଟା ଗ୍ରାମରେ ଥିବା ଗ୍ରାମ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟରେ ଆଜି ୭୪ତମ ବନ ମହୋତ୍ସବ ପାଳିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଅରୁଣ କୁମାର ବାରିକଙ୍କ ସଭାପତିତ୍ୱରେ ମୋ' ସ୍କୁଲ ଅଭିଯାନର ସଭାପତି ତଥା!-->…
Read More...
Read More...