Browsing Tag

bangomunda news

ସ୍ୱାଧୀନତାର ବହୁବର୍ଷ ପରେ ମଧ୍ୟ ଗାଁକୁ ନାହିଁ ପକ୍କା ରାସ୍ତା : ସ୍ଥାପିତ ସ୍କୁଲକୁ ଉଠାଇ ଦେଲା ସରକାର, ଫ୍ଲୋରାଇଡ଼…

ବଙ୍ଗୋମୁଣ୍ଡା, (ହୁଲେଶ୍ୱର ହଂସ) : ଉପାନ୍ତରେ ଏବେ ବି ଅନେକ ଗାଁ ଅଛି ଯାହା ଆଜି ବି ମୌଳିକ ସୁବିଧାରୁ ବଂଚିତ । ନା ଅଛି ଭଲ ରାସ୍ତା ନା ଅଛି ଭଲ ପାନୀୟ ଜଳର ବ୍ୟବସ୍ଥା । ଶିକ୍ଷାର କଥା ତ ନ କହିବା ଭଲ । ସ୍ୱାଧୀନତାର ଅନେକ ବର୍ଷ ପରେ ବି ଲୋକଙ୍କ ନିକଟରେ ପହଂଚି ପାରିନି ସରକାରୀ ଯୋଜନାର
Read More...

ସିନ୍ଧେକେଲା ମୁଖ୍ୟ ସଡ଼କରେ ଲାଗିଥିବା ବିଦ୍ୟୁତ କେବୁଲ ହେଲା ବିପଦ : ଜଳିଗଲା କଣ୍ଟେନର

ବଙ୍ଗୋମୁଣ୍ଡା, (ହୁଲେଶ୍ୱର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ ସିନ୍ଧେକେଲା ଗ୍ରାମର ମୁଖ୍ୟ ସଡ଼କରେ ବିଦ୍ୟୁତ ବିଭାଗ ପକ୍ଷରୁ ଲାଗିଥିବା କେବୁଲ ତଳକୁ ଓହ୍ଲାଇ ହୋଇଥିବାରୁ ବିପଦର କାରଣ ହୋଇଛି । ସୂଚନାଯୋଗ୍ୟ ଯେ, ଆଜି ରବିବାର ଦିନ ଦ୍ୱିପ୍ରହରରେ ବଲ ବିଭରେଜ
Read More...

ମା’ ସାହାଜୀ ଯୁବକ ସଂଘ ପକ୍ଷରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ

ବଙ୍ଗୋମୁଣ୍ଡା, (ହୁଲେଶ୍ୱର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ କପିଲାଭଟା ଗ୍ରାମରେ ଥିବା ଅଞ୍ଚଳର ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ ତଥା ନେହେରୁ ଯୁବ କେନ୍ଦ୍ର ବଲାଙ୍ଗିର ଭାରତ ସରକାରଙ୍କ ଦ୍ଵାରା ଅନୁବନ୍ଧିତ ମା' ସାହାଜି ଯୁବକ ସଂଘ ପକ୍ଷରୁ ବୃକ୍ଷ ରୋପଣ
Read More...

ରାଣୀପୁର ଝରିଆଲ ମନ୍ଦିର କମିଟିର ବୈଠକ

ବଙ୍ଗୋମୁଣ୍ଡା, (ହୁଲେଶ୍ୱର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକର ବହୁ ପୁରାତନ ଐତିହାସିକ ଯୋଗିନୀ ପୀଠ ରାଣିପୁର ଝରିଆଲର ସୋମେଶ୍ୱର ମହାଦେବଙ୍କ ମନ୍ଦିର ପ୍ରାଙ୍ଗଣରେ ମନ୍ଦିର ପରିଚାଳନା କମିଟିର ବୈଠକ ସଭାପତି ମାଣିକ ଲାଲ ଜୈନଙ୍କ ସଭାପତିତ୍ୱ ଓ ଆବାହକ ଅନିଲ କୁମାର ତ୍ରିପାଠୀଙ୍କ
Read More...

ବିଭିନ୍ନ ପ୍ରକଳ୍ପ ଉଦ୍‌ଘାଟନ କଲେ କଣ୍ଟାବାଞ୍ଜି ବିଧାୟକ

ବଙ୍ଗୋମୁଣ୍ଡା, (ହୁଲେଶ୍ୱର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ କାର୍ଯ୍ୟାଳୟ ପରିସରରେ ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ମହିଳା ଶିଶୁ ବିକାଶ ସମନ୍ୱିତ କାର୍ଯ୍ୟାଳୟ, ବ୍ଲକ ଡାକ ବଙ୍ଗଳା, ବ୍ଲକର ନୂତନ କାର୍ଯ୍ୟାଳୟ ଉଦ୍‌ଘାଟନ କରିଥିଲେ
Read More...

ବଙ୍ଗୋମୁଣ୍ଡାରେ କ୍ଲଷ୍ଟରସ୍ତରୀୟ ବୈଠକ ଅନୁଷ୍ଠିତ

ବଙ୍ଗୋମୁଣ୍ଡା, (ହୁଲେଶ୍ୱର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ସଦରଠାରେ ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ବଙ୍ଗୋମୁଣ୍ଡା କ୍ଲଷ୍ଟରର ସମସ୍ତ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଓ ଶିକ୍ଷୟତ୍ରୀମାନଙ୍କୁ ନେଇ କ୍ଲଷ୍ଟରସ୍ତରୀୟ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ
Read More...

କପିଲାଭଟା ଗ୍ରାମ ପଞ୍ଚାୟତ ହାଇସ୍କୁଲକୁ ପରିଦର୍ଶନ କଲେ ବଙ୍ଗୋମୁଣ୍ଡା ବିଡ଼ିଓ

ବଙ୍ଗୋମୁଣ୍ଡା, (ହୁଲେଶ୍ୱର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ କପିଲାଭଟା ଗ୍ରାମରେ ଥିବା ଗ୍ରାମ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ୫-ଟିରେ୦ ରୂପାନ୍ତରିତ ହେବ । ବିଦ୍ୟାଳୟକୁ ବଙ୍ଗୋମୁଣ୍ଡା ବିଡ଼ିଓ ରିପୁନାଥ ସୁନା ପରିଦର୍ଶନରେ ଯାଇ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଅରୁଣ କୁମାର ବାରିକ,
Read More...

ଶ୍ରାବଣ ମାସର ପ୍ରଥମ ସୋମବାରରେ ଐତିହାସିକ ଯୋଗିନୀ ପୀଠ ରାଣୀପୁର ଝରିଆଲରେ ଜଳାଭିଷେକ ପାଇଁ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼

ବଙ୍ଗୋମୁଣ୍ଡା, (ହୁଲେଶ୍ୱର ହଂସ) : ଆଜି ଶ୍ରାବଣ ମାସର ପ୍ରଥମ ସୋମବାର ହୋଇଥିବାରୁ ରାଜ୍ୟର ବିଭିନ୍ନ ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଜଳାଭିଷେକ ଅନୁଷ୍ଠିତ ହୋଇଯାଇଛି । ପଶ୍ଚିମ ଓଡ଼ିଶାର ପ୍ରମୁଖ ଶୈବପୀଠ ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଐତିହାସିକ ଯୋଗିନୀ ପୀଠ ରାଣୀପୁର ଝରିଆଲଠାରେ
Read More...

ବୋଲେରୋକୁ ଧକ୍କା ଦେଲା ଟ୍ରକ୍‌ : ଜଣେ ମୃତ, ସ୍ଥାନୀୟ ଲୋକଙ୍କ ରାସ୍ତାରୋକ

ବଙ୍ଗୋମୁଣ୍ଡା, (ହୁଲେଶ୍ୱର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ସିନ୍ଧେକେଲା ଥାନା ତଥା ଭବାନୀପାଟଣା - ଖଡ଼ିଆଳ ରାଜ୍ୟ ରାଜପଥ ଚାନ୍ଦୋତରା ଛକଠାରେ ଆଜି ପାହାନ୍ତିଆରେ ବୋଲେରୋକୁ ଧକ୍କା ଦେଲା ଟ୍ରକ୍‌ ଫଳରେ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ
Read More...

କପିଲାଭଟା ହାଇସ୍କୁଲରେ ୭୪ତମ ବନ ମହୋତ୍ସବ ପାଳିତ

ବଙ୍ଗୋମୁଣ୍ଡା, (ହୁଲେଶ୍ୱର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ କପିଲାଭଟା ଗ୍ରାମରେ ଥିବା ଗ୍ରାମ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟରେ ଆଜି ୭୪ତମ ବନ ମହୋତ୍ସବ ପାଳିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଅରୁଣ କୁମାର ବାରିକଙ୍କ ସଭାପତିତ୍ୱରେ ମୋ' ସ୍କୁଲ ଅଭିଯାନର ସଭାପତି ତଥା
Read More...