Browsing Tag

bangomunda news

କପିଲାଭଟା ଗାଁରେ ୧୬ ପ୍ରହରୀ ନାମଯଜ୍ଞ ଅନୁଷ୍ଠିତ

ବଙ୍ଗୋମୁଣ୍ଡା, (ହୁଲେଶ୍ୱର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ କପିଲାଭଟା ଗାଁର ଗୌନ୍ତିଆପଡାରେ ୧୬ ପ୍ରହରୀ ନାମଯଜ୍ଞ ଅନୁଷ୍ଠିତ ହୋଇଯାଇଛି । ଏହି ନାମଯଜ୍ଞରେ କର୍ତ୍ତା ଭାବେ ଶୋଭା ହଂସ ଓ ତାଙ୍କ ସହଧର୍ମିଣୀ ଉଷା ହଂସ ଦାୟିତ୍ୱ ତୁଳାଇ ଥିବାବେଳେ ପୂଜକ ଭାବେ ସୀତାରାମ ମିଶ୍ର,
Read More...

ଏକ ଦିବସୀୟ କ୍ରିକେଟ ଟୁର୍ଣ୍ଣାମେଣ୍ଟ : ବଙ୍ଗୋମୁଣ୍ଡା ଟିଚର ଟିମ୍‌ ଚମ୍ପିୟାନ

ବଙ୍ଗୋମୁଣ୍ଡା, (ହୁଲେଶ୍ୱର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଭାଲୁମୁଣ୍ଡା ଆଦର୍ଶ ଖେଳ ପଡ଼ିଆଠାରେ ଆଦର୍ଶ କ୍ରିକେଟ କ୍ଲବ ତରଫରୁ ଏକ ଦିବସୀୟ ରାତ୍ର କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇଯାଇଛି । ଏହି ମ୍ୟାଚରେ ୮ ଟି ଦଳ ଭାଲୁମୁଣ୍ଡା ଆଦର୍ଶ କ୍ରିକେଟ କ୍ଲବ, ଭାଲୁମୁଣ୍ଡା
Read More...

ବିଭିନ୍ନ ବିକାଶମୂଳକ କାର୍ଯ୍ୟର ସମୀକ୍ଷା ସହ ପରିଦର୍ଶନ କରିଛନ୍ତି ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଦେବକୀ ସାହୁ

ବଙ୍ଗୋମୁଣ୍ଡା, (କେପିଏନ୍‌ଏସ୍‌) : ବଙ୍ଗୋମୁଣ୍ଡା ବ୍ଲକ କାର୍ଯ୍ୟାଳୟ ପରିସରରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା ଏବଂ ଜଳ ଯୋଗାଣ ପ୍ରକଳ୍ପ, ରାଣୀପୁର ଝରିଆଲର ଚଉଷଠୀ ଯୋଗିନୀ ପୀଠ ସ୍ଥଳୀ, ଅମୃତ ସରୋବରର ବିଭିନ୍ନ ବିକାଶମୂଳକ କାର୍ଯ୍ୟର ସମୀକ୍ଷା ସହ ପରିଦର୍ଶନ କରିଛନ୍ତି ଜିଲ୍ଲା
Read More...

କପିଲାଭଟା ଗ୍ରାମରେ କୁକୁର କାମୁଡାରେ ୫ ଜଣ ଗୁରୁତର, ମେଡିକାଲରେ ଭର୍ତ୍ତି

ବଙ୍ଗୋମୁଣ୍ଡା, (କେପିଏନ୍‌ଏସ୍‌) : ବଙ୍ଗୋମୁଣ୍ଡା ବ୍ଲକ କପିଲାଭଟା ଗ୍ରାମରେ କୁକୁରଙ୍କ ଆତଙ୍କ ବଢିବାରେ ଲାଗିଛି । ଗତକାଲି ଉକ୍ତ ଗ୍ରାମରେ କୁକୁର କାମୁଡାରେ ୫ ଜଣ ଗୁରୁତର ଥିବା ଜଣାପଡିଛି । ଗୁରୁତରଙ୍କୁ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରିଥିବା ବେଳେ ସେମାନଙ୍କ ଅବସ୍ଥା ଗୁରୁତର ଥିବା
Read More...

କପିଲାଭଟାରେ ଡିଜିଟାଲ ଟ୍ରାଞ୍ଜେକ୍ସନ ସଚେତନତା କାର୍ଯ୍ୟକ୍ରମ

ବଙ୍ଗୋମୁଣ୍ଡା, (ହୁଲେଶ୍ୱର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ କପିଲାଭଟା ରାଜୀବ ଗାନ୍ଧୀ ସେବାକେନ୍ଦ୍ର ପରିସରରେ ଆଜି ଡିଜିଟାଲ ଟ୍ରାଞ୍ଜେକ୍ସନ ଉପରେ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି । ଆୟୋଜିତ ଏହି ଶିବିରରେ ଓଡିଶା ଜୀବିକା ମିଶନ ବଙ୍ଗୋମୁଣ୍ଡା ବ୍ଲକ ସଂଯୋଜକ ସତ୍ୟପ୍ରିୟ
Read More...

ମା’ ସାହାଜୀ ଯୁବକ ସଂଘର ରୌପ୍ୟ ଜୟନ୍ତୀ ପାଇଁ ପ୍ରସ୍ତୁତି ବୈଠକ

ବଙ୍ଗୋମୁଣ୍ଡା, (ହୁଲେଶ୍ୱର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକର ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ ଭାବେ ବେଶ ପରିଚିତ ମା' ସାହାଜୀ ଯୁବକ ସଂଘ କପିଲାଭଟାର ୨୫ ବର୍ଷ ପୂର୍ତ୍ତି ଅବସରରେ ରୌପ୍ୟ ଜୟନ୍ତୀ ସମାରୋହ ପାଳନ ପାଇଁ ଏକ ପ୍ରସ୍ତୁତି ବୈଠକ ସଂଘ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ
Read More...

କଁସିଲ୍ ଗାଁରେ ଷ୍ଟ୍ରିଟ୍ ଲାଇଟ୍ ଅଚଳ ଥିବା ଅଭିଯୋଗ

ବଙ୍ଗୋମୁଣ୍ଡା, (ପୁସ୍ତମ୍ ଯୁଆଡି) : ବଙ୍ଗୋମୁଣ୍ଡା ବ୍ଲକ୍ କଁସିଲ ଗାଁରେ ଦୀର୍ଘ ୧୫ ଦିନ ହେବ ୭ଟି ଷ୍ଟ୍ରିଟ୍ ଲାଇଟ୍ ଜଳୁନାହିଁ । ଯାହା ଫଳରେ ଗ୍ରାମବାସୀ ଅସନ୍ତୋଷ ପ୍ରକାଶ କରିଛନ୍ତି । କଁସିଲ୍‌ ଗ୍ରାମ ପଂଚାୟତର ମୁଖ୍ୟ ସ୍ଥଳ ହୋଇଥିବାରୁ ଆଖପାଖ ଗାଁ ଲୋକେ ମଧ୍ୟ ଦୋକାନ ବଜାର ପାଇଁ ଯିବା
Read More...

5T ଯୋଜନାରେ ୭ଟି ହାଇସ୍କୁଲ ରୂପାନ୍ତରିକରଣ କାର୍ଯ୍ୟକ୍ରମ

ବଙ୍ଗୋମୁଣ୍ଡା, (ହୁଲେଶ୍ୱର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକର ବିଭିନ୍ନ ବିଦ୍ୟାଳୟକୁ 5T ଯୋଜନାରେ ବ୍ଲକର ୭ ଗୋଟି ସ୍କୁଲ ରୂପାନ୍ତରିକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ବର୍ଣ୍ଣାଢ଼୍ୟ ସାମାରୋହର ସଭାରେ ଭାଲୁମୁଣ୍ଡାଠାରେ ଭାଲୁମୁଣ୍ଡା ସରପଞ୍ଚ ରଞ୍ଜିତା ମେହେର,
Read More...

ବ୍ରାହ୍ମଣ ଯୁବକ ସଂଘ ତରଫରୁ ସିନ୍ଧେକେଲାରେ ଭଗବାନ ଶ୍ରୀ ପର୍ଶୁରାମ ଜୟନ୍ତୀ ପାଳିତ

ବଙ୍ଗୋମୁଣ୍ଡା, (ହୁଲେଶ୍ୱର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ ସିନ୍ଧେକେଲାରେ ଭଗବାନ ଶ୍ରୀ ପର୍ଶୁରାମଙ୍କ ଜୟନ୍ତୀ ବହୁ ଧୁମ୍‌ଧାମ୍‌ରେ ପାଳିତ ହୋଇଯାଇଛି । ବ୍ରାହ୍ମଣ ଯୁବକ ସଂଘ ତରଫରୁ ଜୟନ୍ତୀ ପାଳନ ପାଇଁ ଏକ ବିରାଟ ରାଲିର ଆୟୋଜନ କରାଯାଇଥିଲା । ଏହି ରାଲିରେ
Read More...

ବଙ୍ଗୋମୁଣ୍ଡା ବ୍ଲକ ଗସ୍ତ କଲେ ଉନ୍ନୟନ କମିଶନର : ବିଭିନ୍ନ କାର୍ଯ୍ୟଗୁଡିକର କଲେ ତଦାରଖ

ବଙ୍ଗୋମୁଣ୍ଡା, (ହୁଲେଶ୍ୱର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକକୁ ଗସ୍ତ କରି ବିଭିନ୍ନ କାର୍ଯ୍ୟର ତଦାରଖ କଲେ ଉନ୍ନୟନ କମିଶନର ଅନୁ ଗର୍ଗ । ବ୍ଲକର ଦେଢ଼ଗାଁ ପଞ୍ଚାୟତ ବାଗବାହାଲ ଗାଁକୁ ଉନ୍ନୟନ କମିଶନର ଅନୁ ଗର୍ଗ ଗସ୍ତ କରି ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପ କେନାଲ ଠିକ୍‌ ଭାବରେ
Read More...