Browsing Tag

bangomunda news

ବିଜେଡିରେ ସାମିଲ ହେଲେ ବଙ୍ଗୋମୁଣ୍ଡାର ବିଜେପି ନେତା

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବିଜେଡିର କାର୍ଯ୍ୟ ଧାରାରେ ବିଶ୍ୱାସ ରଖି ଅନ୍ୟ ଦଳର ନେତା ଓ କର୍ମୀମାନେ ବିଜେଡିରେ ସାମିଲ ହେଉଥିବା ବେଳେ ବଙ୍ଗୋମୁଣ୍ଡାର ବିଜେପି ନେତା ବିନୋଦ ହୋଟେଲ ମାଲିକ ବିନୋଦ ପୁଟେଲ ଭାରତୀୟ ଜନତା ପାର୍ଟି ଛାଡି କଂଟାବାଂଜି ନିର୍ବାଚନ ମଣ୍ଡଳୀର ବିଜେଡି
Read More...

କପିଲାଭଟା ହାଇସ୍କୁଲଠାରେ ବଙ୍ଗୋମୁଣ୍ଡା ବ୍ଲକ ଓଷ୍ଟା ଶିକ୍ଷକ ସଂଘର ବୈଠକ

ବଙ୍ଗୋମୁଣ୍ଡା, (ହୁଲେଶ୍ୱର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ କପିଲାଭଟା ଗ୍ରାମ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ପରିସରରେ ଆଜି ବଙ୍ଗୋମୁଣ୍ଡା ବ୍ଲକ ଓଷ୍ଟା ଶିକ୍ଷକ ସଂଘର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ଜଗତର ନାଥ ଜଗନ୍ନାଥଙ୍କ ଫଟୋଚିତ୍ରରେ ପୂଜାର୍ଚ୍ଚନା କରାଯିବା ପରେ
Read More...

ମୃତ ଶିକ୍ଷକଙ୍କ ପରିବାରକୁ ଓଷ୍ଟା ତରଫରୁ ସହାୟତା ରାଶି ପ୍ରଦାନ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଭାଲୁମୁଣ୍ଡା ପଞ୍ଚାୟତ ଉଚ୍ଚ ବିଦ୍ୟାଳୟର ଗଣିତ ଶିକ୍ଷକ ସ୍ୱର୍ଗତ ବସନ୍ତ କୁମାର ଶାନ୍ତ ଓ ଅଲଣ୍ଡା ରାଜୀବ ଗାନ୍ଧୀ ଉଚ୍ଚ ବିଦ୍ୟାଳୟର ହିନ୍ଦୀ ଶିକ୍ଷକ ସ୍ୱର୍ଗତ ନିଲାମ୍ବର ସୁନା ଗତ ୨୦୨୧ ମସିହାରେ କରୋନାରେ
Read More...

ଶାନ୍ତି ଶୃଙ୍ଖଳାର ସହ ସମ୍ପନ୍ନ ହେଲା ରାଣୀପୁର ଝରିଆଲ ମହାଶିବରାତ୍ରି ମେଳା

ବଙ୍ଗୋମୁଣ୍ଡା, (ହୁଲେଶ୍ୱର ହଂସ) : ବଲାଙ୍ଗିର ଜିଲ୍ଲାର ସର୍ବ ପୁରାତନ ଐତିହ୍ୟ ସମ୍ପହ୍ନ ଯୋଗିନୀ ପୀଠ ରାଣୀପୁର ଝରିଆଲ ସୋମେଶ୍ୱର ଶୈବ ପୀଠରେ ଚାଲିଥିବା ମହାଶିବରାତ୍ରି ମେଳାର ପୂର୍ଣ୍ଣାହୁତି ହୋଇଛି । ଶୈବ, ଶାକ୍ତ, ବୌଦ୍ଧ, ଗାଣପତ୍ୟ ଓ ତନ୍ତ୍ର, ମନ୍ତ୍ରର ପୀଠରେ ଦୁଇ ବର୍ଷ ବ୍ୟବଧାନରେ
Read More...

କ୍ରିକେଟ ଟୁର୍ଣ୍ଣାମେଣ୍ଟ : ଚାରପାଣି ଦଳ ଚାମ୍ପିୟାନ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ବଡବାଙ୍କି ପଂଚାୟତ ଚାରପାଣି ଗ୍ରାମରେ ଚାଲିଥିବା କ୍ରିକେଟ ଟୁର୍ଣ୍ଣାମେଣ୍ଟ ଆଜି ଉଦ୍‌ଯାପିତ ହୋଇଯାଇଛି । ଆୟୋଜକ ଏମ୍‌ବିସିସିଙ୍କ ଦ୍ୱାରା ଆୟୋଜିତ ଏହି କ୍ରିକେଟ ଖେଳରେ ସମୁଦାୟ ୧୬ ଗୋଟି ଦଳ ଭାଗ ନେଇଥିଲେ ।
Read More...

ହଳଦୀ କଲ୍ୟାଣ ମଣ୍ଡପଠାରେ ନିଖିଳ ଓଡିଶା ଆଶା କର୍ମୀ ସଂଘ ମୁରିବାହାଲ ବ୍ଲକ ପକ୍ଷରୁ ବାର୍ଷିକ ସମ୍ମିଳନୀ

ବଙ୍ଗୋମୁଣ୍ଡା, (ହୁଲେଶ୍ୱର ହଂସ) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ହଳଦୀ କଲ୍ୟାଣ ମଣ୍ଡପଠାରେ ନିଖିଳ ଓଡିଶା ଆଶା କର୍ମୀ ସଂଘ ମୁରିବାହାଲର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଆୟୋଜିତ କାର୍ଯ୍ୟକ୍ରମରେ ସଭାପତି ପଦ୍ମନାଭ ସାହୁଙ୍କ ସଭାପତିତ୍ୱରେ ମୁଖ୍ୟ ଅତିଥି ଭାବେ ମୁରିବାହାଲ
Read More...

ଦାଦନଗଡ଼ ଅଞ୍ଚଳରେ ମନରେଗା କାମରେ ମାଟି ବୋହିଲେ ସମିତି ସଭ୍ୟ

ବଙ୍ଗୋମୁଣ୍ଡା, (ହୁଲେଶ୍ୱର ହଂସ) : ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନାରେ ପୋଖରୀର ଉନ୍ନତିକରଣ କାମ କରି ମାଟି ବୋହିଲେ ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ କପିଲାଭଟା ପଂଚାୟତର ସମିତି ସଭ୍ୟ କେଦାର ଭୋଇ । ଗାଁରେ ଲୋକେ ମନରେଗା ଯୋଜନାରେ କାମ ପାଉ ନଥିବା
Read More...

ଚୁକ୍ତିଭିତ୍ତିକ ଉଚ୍ଛେଦ ପାଇଁ ପୋଷ୍ଟକାର୍ଡ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡିଲେ କନିଷ୍ଠ ଶିକ୍ଷକ ସଂଘ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡାଠାରେ ଓଡିଶା କନିଷ୍ଠ ଶିକ୍ଷକ ସଙ୍ଘ ବଙ୍ଗୋମୁଣ୍ଡା ବ୍ଲକର ସମସ୍ତ କାର୍ଯ୍ୟରତ କନିଷ୍ଠ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟମନ୍ତ୍ରୀ ଗତ ତା ୧୫/୧୦/୨୦୨୨ରେ ଓଡିଶା ମାଟିରୁ ଚୁକ୍ତି
Read More...

ଜୁରାବନ୍ଧରେ ବସ୍ତ୍ରେନ ଫୁଟବଲ ଟୁର୍ଣ୍ଣାମେଣ୍ଟ : ଯୁରାବନ୍ଧ ଚାମ୍ପିଆନ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଜୁରାବନ୍ଧ ପଞ୍ଚାୟତ ସଦରଠାରେ ଥିବା ଖେଳ ପଡିଆ ଠାରେ ୮ତମ ଷ୍ଟାର ସ୍ପୋର୍ଟସ ଏସୋସିଏସନ୍‌ ପକ୍ଷରୁ ମା' ବସ୍ତ୍ରେନ ଫୁଟବଲ୍‌ ଟୁର୍ଣ୍ଣାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି । ଏହି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ୧୬ ଗୋଟି
Read More...

ସିନ୍ଧେକେଲାରେ ବିଜେଡିର କର୍ମୀ ସମ୍ମିଳନୀ : ବିଜେଡି ଦଳକୁ ତୃଣମୂଳସ୍ତରରୁ ସୁଦୃଢ଼ କରିବା ପାଇଁ ନିଷ୍ପତ୍ତି

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀ ବଙ୍ଗୋମୁଣ୍ଡା ବ୍ଲକ ଜିଲ୍ଲା ପରିଷଦ ଜୋନ ନଂ ୨୧ର ସିନ୍ଧେକେଲା ଗ୍ରାମରେ ନବ ନିଯୁକ୍ତ ପଶ୍ଚିମ ଓଡିଶା ବିକାଶ ପରିଷଦ ସଦସ୍ୟ ତଥା ବିଜେଡ଼ି ରାଜ୍ୟ ସମ୍ପାଦକ ଓଡିଶା ହଂସରାଜ ଜୈନଙ୍କ ଆହ୍ୱାନ କ୍ରମେ ଓ
Read More...