କପିଲାଭଟାରେ ରାଜସ୍ୱ ନିରୀକ୍ଷକଙ୍କ କାର୍ଯ୍ୟାଳୟ ସ୍ଥାପନ ପାଇଁ ଜମି ଚିହ୍ନଟ କଲେ ତହସିଲଦାର
ବଙ୍ଗୋମୁଣ୍ଡା, (ହୁଲେଶ୍ୱର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ କପିଲାଭଟା ଗାଁରେ ନୂତନ ରାଜସ୍ୱ ନିରୀକ୍ଷକଙ୍କ କାର୍ଯ୍ୟଳେୟ ପାଇଁ ଜମି ଚିହ୍ନଟ କରିଛନ୍ତି ବଙ୍ଗୋମୁଣ୍ଡା ତହସିଲଦାର ଗୁଣମଣି ସୁନାନୀ । କପିଲାଭଟାରେ ରାଜସ୍ୱ ନିରୀକ୍ଷକଙ୍କ କାର୍ଯ୍ୟାଳୟ ସ୍ଥାପନ କରିବା ପାଇଁ!-->…
Read More...
Read More...